ଇଣ୍ଟରନେଟରେ ଭାଇରାଲ ହେଉଛି ୪ ବର୍ଷ ଝିଅର ଭିଡିଓ: ମୋଦି କଲେ ପ୍ରଶଂସା

ନୂଆଦିଲ୍ଲୀ,୧ ।୧୧: ଏବେ ସୋସିଆଲ ମିଡିଆରେ ଜଣେ ୪ ବର୍ଷ କୁନି ଝିଅର ଭିଡିଓ ଭାଇରାଲ ହେବାରେ ଲାଗିଛି । ଆଉ ଏହାକୁ ଅନେକ ଲୋକ ପସନ୍ଦ କରୁଛନ୍ତି । ୟୁଟ୍ୟୁବରେ ଭିଡିଓଟି ଆସିବା ପରେ ଏହା ଏତେ ସୁନ୍ଦର ହୋଇଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହାର ପ୍ରଶଂସା ନ କରି ରହିପାରି ନାହାନ୍ତି । ମିଜୋରାମର ବାସିନ୍ଦା ୪ ବର୍ଷର ଝିଅ ଏସ୍ତେର ହଂମଟେ ଖୁବ୍ ସୁନ୍ଦର ଭାବେ ବନ୍ଦେ ମାତରମ୍ ଗାଉଥିବା ଭିଡିଓରେ ଦେଖାଯାଇଛି । ତାଙ୍କର ସ୍ୱର ଏତେ ସୁନ୍ଦର ଯେ ମୋଦି ଏହାକୁ ଦେଖିବା ପରେ ଟୁଇଟ୍ କରି କହିଛନ୍ତି, ଏସ୍ତେର ତୁମକୁ ନେଇ ଆମେ ଗର୍ବ କରୁ । ମୋଦିଙ୍କ ପୂବରୁ ମିଜୋରାମର ମୁଖ୍ୟମନ୍ତ୍ରୀ ଏହି କୁନି ଝିଅର ଭିଡିଓକୁ ଟୁଇଟର ହ୍ୟାଣ୍ଡେଲରେ ଶେୟାର କରିଥିଲେ । ଏହାସହ ୟୁଟ୍ୟୁବ ଚ୍ୟାନେଲରେ ମଧ୍ୟ ପୋଷ୍ଟ କରିଥିଲେ । ୨୫ଅକ୍ଟୋବରରେ ପୋଷ୍ଟ କରାଯାଇଥିବା ଏହି ଭିଡିଓକୁ ଏବେ ସୁଦ୍ଧା ୫ ଲକ୍ଷ ଲୋକ ଦେଖି ସାରିଲେଣି ।


Enter your email to get our daily news in your inbox.

All Right Reserved By Dharitri.Com

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବା ବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର…

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?