ଭୁବନେଶ୍ୱରରେ ୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର; ପଡୋଶୀ ଯୁବକ ଅଟକ

ଭୁବନେଶ୍ୱର,୨୮।୮: ରାଜଧାନୀ ଭୁବନେଶ୍ୱରରେ ବୁଧବାର ୪ ବର୍ଷର ନାବାଳିକାକୁ ବଳାତ୍କାର ଅଭିଯୋଗ ହୋଇଛି। ପଡୋଶୀ ଘରର ୩୦ ବର୍ଷର ଯୁବକ ଏଭଳି ନିନ୍ଦନୀୟ ଘଟଣା ଘଟାଇଥିବା କୁହାଯାଉଛି।

ଏୟାରପୋର୍ଟ ଥାନା ଅଞ୍ଚଳର ଏକ ବସ୍ତିରେ ଏହି ଘଟଣା ଘଟିଛି। ଖବର ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ନାବାଳିକାକୁ ଡାକ୍ତରୀ ମଇନା ପାଇଁ ପଠାଇବା ସହ ଅଭିଯୁକ୍ତକୁ ଥାନାରେ ଅଟକ ରଖିଥିବା ଡିସିପି ପ୍ରତୀକ ସିଂଙ୍କ ସୂଚନା ଦେଇଛନ୍ତି।

ପଶ୍ଚିମବଙ୍ଗରେ ଟ୍ରେନିଂ ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା ସମଗ୍ର ଦେଶରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ବେଳେ ଓଡ଼ିଶାର ରାଜଧାନୀରେ ଭୁବନେଶ୍ୱରରେ ଚାରି ବର୍ଷର ଶିଶୁଙ୍କୁ ଯୌନ ନିର୍ଯାତନା ଅତ୍ୟନ୍ତ ଉଦ୍ବେଗଜନକ ଘଟଣା।


Enter your email to get our daily news in your inbox.

All Right Reserved By Dharitri.Com

ବାୟୁସେନା ବିମାନ ବି-୫୨ ଦୁର୍ଘଟଣାଗ୍ରସ୍ତ, ୮ ସେନା କର୍ମଚାରୀ ମୃତ

ଓ୍ବାଶିଂଟନ,୧୬।୬: ଆମେରିକାର କାଲିଫର୍ନିଆରେ ଏକ ବଡ଼ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ଆମେରିକୀୟ ବାୟୁସେନା B-52 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ବିମାନରେ ରହିଥିବା…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri