ଡିସେମ୍ବର ୧୩ରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ

ନୂଆପଡ଼ା,୨୦ା୧୧ (ମକାରୁ ବେମାଲ): ଜାତୀୟ ଓ ରାଜ୍ୟ ଆଇନସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ନୂଆପଡ଼ା ଜିଲା ଓ ଦୌରା ଜଜ୍‌ ତଥା ଜିଲା ଆଇନସେବା ପ୍ରାଧିକରଣ ଅଧ୍ୟକ୍ଷ ନିରଞ୍ଜନ ପଣ୍ଡାଙ୍କ ତତ୍ତ୍ୱାବଧାନରେ ଆସନ୍ତା ଡିସେମ୍ବର ୧୩ରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ହେବା ପାଇଁ ବୁଧବାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା କୋର୍ଟ ସମେତ କୋମନା, ଖଡ଼ିଆଳ, ସିନାପାଲି ଓ ବୋଡ଼େନ କୋର୍ଟରେ ଏହି ତ୍ତ୍‌ଲୋକ ଅଦାଲତ ଅନୁଷ୍ଠିତ ହେବ। ଏଥିରେ ଦେୱାନୀ, ଫୌଜଦାରି, ମୋଟର ଦୁର୍ଘଟଣାଜନିତ କ୍ଷzତିପୂରଣ, ବୈବାହିକ ବିବାଦ (ଛାଡ଼ପତ୍ର ବାଦଦେଇ), ଜମି ଅଧିଗ୍ରହଣ, ବିଦ୍ୟୁତ୍‌ ଓ ଜଳ ଯୋଗାଣ ବିଲ୍‌ ଦେୟ ଜନିତ ବିବାଦ, ବ୍ୟାଙ୍କ ଋଣ ବିବାଦ, ଶ୍ରମ ଓ ନିଯୁକ୍ତି ବିବାଦର ସମାଧାନ ହୋଇପାରିବ। ମକଦ୍ଦମା ଓ ବିବାଦର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ଦେବାକୁ ପଡ଼େ ନାହିଁ। ଲୋକ ଅଦାଲତଙ୍କ ରାୟ ବୈଧ, ଚୂଡ଼ାନ୍ତ ବୋଲି ସଚିବ ନବନୀତା ଦାଶ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ଆଇଆର୍‌ରେ ଆଠମଲ୍ଲିକ ରାଜ୍ୟରେ ପ୍ରଥମ

ଆଠମଲ୍ଲିକ,୨୧ା୬(ଉଦୀପ୍ତ ପୁରୋହିତ) ଅନୁଗୋଳ ଜିଲା ଆଠମଲ୍ଲିକ ଉପଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଉପେନ୍ଦ୍ର ଲୁହାଙ୍କ ନେତୃତ୍ୱରେ ଚାଲିଥିବା ସ୍ବତନ୍ତ୍ର ସଂଘନ ସଂଶୋଧନ (ଏସ୍‌ଆଇଆର୍‌) ୨୦୨୬ କାର୍ଯ୍ୟକ୍ରମ…

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ମାନବିକତା ଦେଖାଇଲେ ଏସଡିପିଓ: ରାସ୍ତାରୁ ଆହତ ଯୁବକଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ପହଞ୍ଚାଇଲେ ମେଡିକାଲ

ଭଞ୍ଜନଗର, ୨୦।୬(ବାବୁଲା ପ୍ରଧାନ)- ପୋଲିସଙ୍କ ଭିତରେ ଥିବା ସମ୍ବେଦନଶୀଳ ମାନବିକତାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ। ଡ୍ୟୁଟି ସାରି ଫେରିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri