Posted inଜାତୀୟ

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ, ୬୨୪ ପ୍ରତିଦ୍ୱନ୍ଦ୍ୱୀ-୫୯ ଆସନ-୧୦ ହଟ୍‌ ସିଟ୍‌…

ଲକ୍ଷ୍ନୌ,୨୩।୨ : ଉତ୍ତରପ୍ରଦେଶରେ ଚତୁର୍ଥ ପର୍ଯ୍ୟାୟ ମତଦାନ ବୁଧବାର ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ମୋଟ ୬୨୪ ଜଣ ପ୍ରାର୍ଥୀ ୫୯ ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଏଥିମଧ୍ୟରୁ ୨୭ ପ୍ରତିଶତ ଅର୍ଥାତ୍‌ ୧୬୭ପ୍ରାର୍ଥୀଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ସେହିପରି ୨୩୧ କୋଟିପତି ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି।

ଗତ ୨୦୧୭ ନିର୍ବାଚନରେ ଏହି ୫୯ଟି ସିଟ ମଧ୍ୟରୁ ୫୦ଟି ଭାଜପା ଖାତାକୁ ଯାଇଥିଲା। ଚତୁର୍ଥ ପର୍ଯ୍ୟାୟରେ ୧୦ଟି ହଟ୍‌ ସିଟ୍‌ ରହିଛି। ଏହି ସିଟ୍‌ ଗୁଡ଼ିକର ଫଳାଫଳକୁ ସଭିଏଁ ଅପେକ୍ଷା କରିଛନ୍ତି।

ଚତୁର୍ଥ ପର୍ଯ୍ୟାୟରେ ର୍ନିବାଚନ ହେବାକୁ ଥିବା ନଅଟି ଜିଲା ମଧ୍ୟରୁ ଅନେକ ଜିଲା ଏକଦା କଂଗ୍ରେସର ଗଡ଼ ଥିଲା। ଏଭଳି ପରିସ୍ଥିତିରେ କଂଗ୍ରେସ ଆଗରେ ପୁଣିଥରେ ନିଜର ଗଡ଼କୁ ଫେରାଇ ଆଣିବା ପାଇଁ ଆହ୍ବାନ ଦେଖାଦେଇଛି। ସେହିପରି ଭାଜପା ନିଜ ଶାସନ ବଜାୟ ରଖିବାକୁ ଉଦ୍ୟମ କରୁଛି। ସମାଜବାଦୀ ପାର୍ଟି ଏବଂ ବହୁଜନ ସମାଜ ବାଦୀ ପାର୍ଟି ସେମାନଙ୍କର ବିଶ୍ୱସନୀୟତା ବଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।

୧୦ଟି ହଟ୍‌ ସିଟ୍‌ ମଧ୍ୟରେ ହରଦାଇ ରହିଛି। ସେହିପରି ସରୋଜିନୀ ନଗର,ପୂର୍ବ ଲକ୍ଷ୍ନୌ, ପୁରଓ୍ବା, ଲକ୍ଷ୍ନୌ କ୍ୟାଣ୍ଟ, ତିନ୍ଦୱାରୀ, ବିନ୍ଦକି, ହୁସେନ୍‌ଗଞ୍ଜ, ରାୟ ବରେଲୀ ଏବଂ ଉଞ୍ଜାହର ଆଦି ଆସନ ରହିଛି। ଏହି ଆସନ ଗୁଡ଼ିକର ଫଳାଫଳ ରାଜ୍ୟ ରାଜନୀତିରେ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri