Posted inଜାତୀୟ

ଚତୁର୍ଥ ପର୍ଯ୍ୟାୟ ମତଦାନ ଜାରି

କୋଲକାତା,୧୦।୪: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ଶନିବାର ମତଦାନ ସକାଳ ୭ଟାଠାରୁ ଆରମ୍ଭ ହୋଇଛି। ରାଜ୍ୟର ୫ ଜିଲାର ୪୪ଟି ବିଧାନସଭା ଆସନ ପାଇଁ ଏହି ପର୍ଯ୍ୟାୟରେ ଭୋଟିଂ ପାଇଁ ଭୋଟରମାନେ ବିଭିନ୍ନ ପୋଲିଂ ବୁଥରେ ମତଦାନ କରୁଛନ୍ତି। ୧୫ ହଜାର ୯୪୦ ମତଦାନ କେନ୍ଦ୍ରରେ ଶାନ୍ତି ଶୃଙ୍ଖଳା ରକ୍ଷା ଲାଗି ୮୦୦ କମ୍ପାନୀ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ଏହି ପର୍ଯ୍ୟାୟରେ ନିର୍ବାଚନ ମଇଦାନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୩୭୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ। ଚତୁର୍ଥ ପର୍ଯ୍ୟାୟରେ ୧,୧୫, ୮୧,୦୨୨ ଭୋଟର ନିଜର ମତଦାନ ଅଧିକାର ସାବ୍ୟସ୍ତ କରୁଛନ୍ତି। ସେମାନଙ୍କ ମଧ୍ୟରେ ୨,୬୩,୦୧୬ ଭୋଟର ପ୍ରଥମ ଥର ପାଇଁ ଭୋଟ ଦେଉଛନ୍ତି। ଏପ୍ରିଲ୍‌ ୧୭ରେ ରାଜ୍ୟରେ ପଞ୍ଚମ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବଡ ଆତଙ୍କବାଦୀ ଷଡଯନ୍ତ୍ର ବିଫଳ

ଶ୍ରୀନଗର,୨୮।୪: ଜମ୍ମୁ-କଶ୍ମୀରର ସିଡ୍ରାରେ ଗୁରୁବାର ସନ୍ଦେହଜନକ ଆଇଇଡି ଉଦ୍ଧାର କରାଯାଇଛି। ଘଟଣାସ୍ଥଳରେ ପୋଲିସ ଫୋର୍ସ ମୁତୟନ କରାଯାଇ ବୋମା ନିଷ୍କ୍ରିୟକାରୀ ସ୍କ୍ବାଡ ଦ୍ୱାରା ଆଇଇଡି ନଷ୍ଟ...

ପୁଣି ଫେରିଆସ, ରାଜ୍ୟ ସଭା ସଦସ୍ୟଙ୍କ ବିଦାୟୀ ଭାଷଣରେ କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୩୧।୩ : ରାଜ୍ୟ ସଭାର ୭୨ ଜଣ ଏମ୍‌ପିଙ୍କୁ ଗୁରୁବାର ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। ସେମାନଙ୍କ ମଧ୍ୟରେ କପିଲ ସିବଲ, ପି ଚିଦାମ୍ବରମ, ଜୟରାମ...

କଠୋର ହେଲେ ସୁପ୍ରିମକୋର୍ଟ: ମାଗିଲେ ନଡ଼ା ଜଳାଉଥିବା ଲୋକଙ୍କ ତାଲିକା

ନୂଆଦିଲ୍ଲୀ,୪।୧୧: ରାଜଧାନୀରେ ଭୟଙ୍କର ରୂପ ନେଉଛି ପ୍ରଦୂଷଣ। ଏହି ମାମଲାରେ ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସୋମବାର ଦିଲ୍ଲୀରେ ବ୍ୟାପୁଥିବା ପ୍ରଦୂଷଣ ଉପରେ ସୁପ୍ରିମକୋର୍ଟ...

ଫେଲ୍‌ ମାରିଲେ ଇଞ୍ଜିନିୟର, ମୁସଲମାନ ମିସ୍ତ୍ରୀ ସ୍ଥାପନ କଲେ ଦେଢ଼ ଟନ୍‌ର ଶିବଲିଙ୍ଗ

ଭୋପାଳ,୧୩ା୨: ମଧ୍ୟପ୍ରଦେଶର ମନ୍ଦସୌରରେ ବିଶ୍ୱ ବିଖ୍ୟାତ ଅଷ୍ଟମୁଖୀ ଭଗବାନ ପଶୁପତିନାଥ ମହାଦେବ ମନ୍ଦିର ରହିଛି। ଏଠାରେ ସହସ୍ରେଶ୍ୱର ମହାଦେବଙ୍କ ପ୍ରତିମା ସ୍ଥାପନ କରାଯାଇଛି। ଏହି ଶିବଲିଙ୍ଗର...

ଗଲ୍‌ଓ୍ବାନକୁ ନେଇ ଟଣାଓଟରା

ନୂଆଦିଲ୍ଲୀ, ୨୧ା୬: ପୂର୍ବ ଲଦାଖର ଗଲଓ୍ବାନ ଉପତ୍ୟକାକୁ ନେଇ ବିବାଦ ଥମିବାର ନାଁ ନେଉନାହିଁ। ଚାଇନା ଏହାକୁ ନିଜ ଅଞ୍ଚଳ କହି ଭାରତକୁ ଅନୁପ୍ରବେଶ ଲାଗି...

ଗ୍ରୀନ୍‌ଜୋନ୍‌ରେ ରାତିରେ ଖୋଲିବ ଫିଲ୍ମହଲ୍‌-ଶପିଂମଲ୍‌ !

ନୂଆଦିଲ୍ଲୀ,୭।୫: ଭାରତରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ଦେଶରେ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସାଧାରଣ ଲୋକେ ସାମାଜିକ ଦୂରତା...

ନେତାଙ୍କୁ ଚିଠିରେ ଭୂତାଣୁ ପଠାଯାଇପାରେ

ନୂଆଦିଲ୍ଲୀ,୨୧ା୧୧: ମହାମାରୀ କରୋନା ସାରା ବିଶ୍ୱକୁ କବଳିତ କରି ବିପର୍ଯ୍ୟୟ ଆଣିଥିବାବେଳେ ଶୁକ୍ରବାର ଏହି ଘାତକ ଭାଇରସ୍‌ ସମ୍ପର୍କିତ ଆଉ ଏକ ଆସନ୍ନ ବିପଦକୁ ନେଇ...

କଟକଣା ହେଲା କୋହଳ କିନ୍ତୁ କମୁନି ସଂକ୍ରମଣ: ୩ ଦିନରେ ୭ହଜାରରୁ ଊର୍ଦ୍ଧ୍ୱ ପଜିଟିଭ

ନୂଆଦିଲ୍ଲୀ,୪।୫: ଦେଶରେ କରୋନା ସଂକ୍ରମଣକୁ ନେଇ ୪୦ ଦିନିଆ ଲକ୍‌ଡାଉନ ଅବଧି ପୂରଣ ହେବା ପରେ ଏବେ ଆରମ୍ଭ ହୋଇଛି ଲକ୍‌ଡାଉନ ୩.୦। ଏହା ମେ’...

Advertisement
Archives

Model This Week