ବିଲରୁ ଫେରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ କାମୁଡିଲା ବିଲୁଆ

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିରେ ମାତିଛି ବିଲୁଆ। ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁର ସୁକୁନୁ ଜେନା(୫୮), ସୋଲି ସ୍ବାଇଁ(୬୦),ତପସ୍ବିନୀ ଜେନା(୨୫),ଶର୍ମିଲା ଜେନା(୩୫),ଗୁରୁଦେବ ରଣା(୩୮)ବିଲୁଆ କାମୁଡାରେ ଆହାତ ହୋଇଛନ୍ତି।
ଶନିବାର ସନ୍ଧ୍ୟାରେ ବିଲରେ ଧାନ କାଟି ଘରକୁ ଫେରୁଥିବା ବେଳେ ସେମାନଙ୍କୁ ବିଲୁଆ ଗୋଡେଇ ଗୋଡେଇ କାମୁଡ଼ିଥିଲା। ପରିବାର ଲୋକେ ସେମାନଙ୍କୁ ନିକଟସ୍ଥ ଆଡ଼ପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ଏବେ ଧାନ ଅମଳ ସମୟ। ଚାଷୀ ପରିବାର ଲୋକେ ଭୋରରୁ ଚାଷଜମିକୁ ଯାଇ ସନ୍ଧ୍ୟାରେ ଘରକୁ ଫେରୁଥିବା ବେଳେ ବିଲୁଆଙ୍କ ଉତ୍ପାତ ଏବେ ସମ୍ପୃକ୍ତ ଗ୍ରାମାଞ୍ଚଳରେ ଆତଙ୍କ ଜନିତ ପରିସ୍ଥିତି ସୃଷ୍ଟି କରିଛି ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଲେ ଛାତ୍ରୀଛାତ୍ର-ଗ୍ରାମବାସୀ, ବିଧାୟକ କହିଲେ ରୋଗୀଙ୍କ ଜୀବନ…

ଭଞ୍ଜନଗର,୨୪ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ବୁଧବାର ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ସ୍ବେଚ୍ଛାସେବୀ ଅନୁଷ୍ଠାନ ସ୍ବାତୀର ୨୮ ତମ…

ଖାମେନେଇଙ୍କ ଅନ୍ତିମ ସଂସ୍କାର ପାଇଁ ମୋଦିଙ୍କୁ ନିମନ୍ତ୍ରଣ, ଯୋଗଦେବେକି ପ୍ରଧାନମନ୍ତ୍ରୀ?

ତେହରାନ୍‌,୨୪ା୬: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇ ଆମେରିକା-ଇସ୍ରାଏଲ ଆକ୍ରମଣରେ ପ୍ରାଣ ହରାଇଥିଲେ। ତାଙ୍କର ମୃତ୍ୟୁ ଫେବୃଆରୀ ୨୮ ତାରିଖରେ ହୋଇଥିଲା। ତାଙ୍କର ଅନ୍ତିମ ସଂସ୍କାର…

ୟୁକାଲିପଟାସ୍‌ ଚାଷ ନିଷିଦ୍ଧ ପାଇଁ କୋରାପୁଟ ଡିଏଫ୍‌ଓଙ୍କୁ ତଦନ୍ତ ନିର୍ଦ୍ଦେଶ

କୋରାପୁଟ,୨୪ା୬(ଅମିତାଭ ବେହେରା): କୋରାପୁଟର ତଫସିଲଭୁକ୍ତ ଅଞ୍ଚଳରେ ବଢ଼ୁଥିବା ୟୁକାଲିପଟାସ୍‌ ଚାଷକୁ ନେଇ ଉଠିଥିବା ଅଭିଯୋଗ ପ୍ରତି ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏହି ଚାଷ ଉପରେ…

ସରକାରଙ୍କ ବଡ଼ ଘୋଷଣା, ପ୍ରତିବର୍ଷ ୫ ଲକ୍ଷ ଶିଶୁଙ୍କୁ ଦେବେ ସୁନା ମୁଦି

ଚେନ୍ନାଇ,୨୪ା୬ : ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱରେ ତାମିଲନାଡୁ ସରକାର ପ୍ରତିଦିନ ନୂଆ ନୂଆ ନିଷ୍ପତ୍ତି ନେଉଛନ୍ତି । ସରକାର ଏବେ ପ୍ରତ୍ୟେକ ନବଜାତ ଶିଶୁକୁ…

ବାସୁଦେବପୁରରେ ହତ୍ୟାକାଣ୍ଡ: ଝିଆରୀଙ୍କୁ ପିଟିପିଟି ମାରିଦେଲେ ଦାଦା, ପୂରା ଘଟଣା ଜାଣିଲେ…

ବାସୁଦେବପୁର,୨୪ା୬(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ପୌରାଞ୍ଚଳର ଭୈରବପୁର ଗ୍ରାମରେ ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ଘଟିଛି। ଲୁଗା ଶୁଖାଇବା ପାଇଁ ପୋତିଥିବା ବାଉଁଶକୁ ନେଇ ଘଟିଛି ଘଟଣା।…

ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କାଦେଲା ବୋଲେରୋ, ପୁଣି ପଛପଟୁ ଧକ୍କାଦେଲା ଆଉ ଏକ ଟ୍ରକ୍‌, ତା’ପରେ…

ବଞ୍ଚୋ,୨୪ା୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ରିଙ୍ଗ ରୋଡ୍‌ରେ ବୁଧବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗୋଟିଏ ବାଇକ୍‌କୁ ଧକ୍କାଦେବା ପରେ ବାଇକ୍‌…

ଶ୍ରମିକମାନେ କାମ କରୁଥିବା ବେଳେ ଭୁଶୁଡ଼ିଲା ଗୋଦାମ, ମୃତ୍ୟୁ ସଂଖ୍ୟା….

କୋଲକାତା,୨୪ା୬: ପଶ୍ଚିମ କୋଲକାତାର ତାରାତାଲା ଅଞ୍ଚଳରେ ଏକ ନିର୍ମାଣାଧୀନ ଗୋଦାମ ବୁଧବାର ଅପରାହ୍ନରେ ହଠାତ୍ ଭୁଶୁଡ଼ିଲା । ଭଗ୍ନାବଶେଷ ତଳେ ପ୍ରାୟ ୫୦-୬୦ ଜଣ ଫସି ରହିଛନ୍ତି…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଛୁରାମାଡ଼ ପରେ…

ପଦ୍ମପୁର,୨୪ା୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ବୁଡେନ ଥାନା ଅନ୍ତର୍ଗତ ଗଡ଼ଭାଟି ଗ୍ରାମର ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଓ ଛୁରାମାଡ଼ କରାଯାଇଥିବା ଅଭିଯୋଗରେ ବୁଡେନ ଥାନାରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri