ଦ୍ୱିତୀୟ ମାସ ଲାଗି ବଢ଼ିଲା ଏଫ୍‌ପିଆଇ ନିବେଶ

ନୂଆଦିଲ୍ଲୀ,୧।୩: ଭାରତୀୟ ପୁଞ୍ଜି ବଜାରରେ ଫରେନ ପୋର୍ଟଫୋଲିଓ ନିବେଶକ(ଏଫ୍‌ପିଆଇ)ଙ୍କ ନିବେଶ ଲଗାତର ଦ୍ୱିତୀୟ ମାସ ଲାଗି ବୃଦ୍ଧି ଘଟିଛି। ଫେବୃୟାରୀରେ ଏହି ନିବେଶକମାନେ ୨୩,୬୬୩ କୋଟି ଟଙ୍କା ନିବେଶ କରିଥିବା ଶେୟାର ବଜାର ପକ୍ଷରୁ ସୂଚନା ଦିଆଯାଇଛି। ଚଳିତ ଆର୍ଥତ୍କ ବର୍ଷ ତୃତୀୟ ତ୍ରୈମାସରେ ଉନ୍ନତ ଲାଭ ଏବଂ ସାଧାରଣ ବଜେଟ ୨୦୨୧-୨୨କୁ ନେଇ ନିବେଶକ ବେଶ ଆଶାବାଦୀ ରହିଛନ୍ତି। ଫଳରେ ଭାରତ ପୁଞ୍ଜି ବଜାରରେ ଏହି ନିବେଶକ ସବୁ ନିବେଶ ବଢାଉଥିବା ଦେଖାଯାଉଛି। ଏଫ୍‌ପିଆଇ ୨୫,୭୮୭ କୋଟି ଇକ୍ୱିଟିରେ ନିବେଶ କରିଥିବା ବେଳେ ବଣ୍ଡ ମାର୍କେଟରୁ ୨୧୨୪ କୋଟି ଉଠାଇ ନେଇଛନ୍ତି। ଫଳରେ ଏହି ନିବେଶକଙ୍କ ନେଟ୍‌ ନିବେଶ ୨୩,୬୬୩ କୋଟି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri