ପୁଣି ଲକ୍‌ଡାଉନ୍‌ ଘୋଷଣା

ବର୍ଲିନ,୨୯।୧୦: କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବାରୁ ଦ୍ୱିତୀୟ ଥର ପାଇଁ ଜର୍ମାନୀ ଏବଂ ଫ୍ରାନ୍ସରେ ଲକ୍‌ଡାଉନ ଘୋଷଣା କରାଯାଇଛି। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକ୍ରୋନ ଏବଂ ଜର୍ମାନୀ ଚାନସେଲର ଆଞ୍ଜେଲା ମୋର୍କେଲ ନିଜ ନିଜ ଦେଶରେ ଲକଡାଉନ ଘୋଷଣା କରିଛନ୍ତି। କରୋନା ମାମଲା ପୁଣି ଥରେ ଦ୍ରୁତ ଗତିରେ ବଢୁଥିବାରୁ ଦ୍ୱିତୀୟ ଥର ପାଇଁ ଆମେ ସମସ୍ତେ କରୋନାକୁ ସାମ୍ନା କରିବାକୁ ଯାଉଛୁ ବୋଲି ଫ୍ରାନ୍ସର ରାଷ୍ଟ୍ରପତି ଏମାନୁଏଲ ମାକ୍ରୋନ କହିଛନ୍ତି। ଏହି କାରଣରୁ ଲୋକମାନେ ଜରୁରୀ କାମ ପାଇଁ କେବଳ ବାହାରକୁ ଆସିପାରିବେ ନଚେତ୍‌ ଘରୁ ରହି କାମ କରିବେ ବୋଲି ସେ କହିଛନ୍ତି। ସେହିପରି ଜର୍ମାନୀରେ ନଭେମ୍ବର ୨-୩୦ରୁ ବାର, ରେଷ୍ଟୁରାଣ୍ଟ ଏବଂ ସିନେମା ହଲ ବନ୍ଦ କରାଯାଇଛି
ଜର୍ମାନୀର ରୋଗ ନିୟନ୍ତ୍ରଣ ଏଜେନ୍ସି କହିଛି ଯେ ବିଗତ ଦିନରେ ସାରା ଦେଶରେ ୧୪,୯୬୪ ଟି ନୂଆ କରୋନା ମାମଲା ରେକର୍ଡ କରାଯାଇଛି। ଫଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ମୋଟ ୪,୪୯,୨୭୫ରେ ପହଞ୍ଚିଛି। ସେହିପରି ମୋଟ ମୃତ୍ୟୁ ସଂଖ୍ୟା ୧୦,୦୯୮କୁ ବୃଦ୍ଧି ପାଇଛି। ଫ୍ରାନ୍ସରେ ଏପର୍ଯ୍ୟନ୍ତ ୧୨, ୩୫,୧୩୨ ଜଣ କରୋନା ଆକ୍ରାନ୍ତ ହୋଇଛି। ସେଥିମଧ୍ୟରୁ ୩୫,୭୮୫ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

ଯୁଦ୍ଧ ରୋକିବା ପାଇଁ ଭାରତ ଉପରେ କାହିଁକି ନିର୍ଭର କରୁଛି ଇରାନ? ଜାଣନ୍ତୁ ୫ କାରଣ

ନୂଆଦିଲ୍ଲୀ,୨୬।୩: ଗତକାଲି ନୂଆଦିଲ୍ଲୀରେ ଦେଇଥିବା ବିବୃତ୍ତିରେ, ଇରାନ ରାଷ୍ଟ୍ରଦୂତ ମହମ୍ମଦ ଫଥାଲି ଇରାନ-ଇସ୍ରାଏଲ ବିବାଦରେ ଭାରତକୁ ଏକ ନିର୍ଭରଯୋଗ୍ୟ ମଧ୍ୟସ୍ଥି ଭାବରେ ବର୍ଣ୍ଣନା କରିଥିଲେ, ଯାହା ମଧ୍ୟପ୍ରାଚ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri