ଫ୍ରାନ୍ସ ଦଙ୍ଗା: ଗିରଫ ହୋଇସାରିଲେଣି ୧୩୦୦ରୁ ଊର୍ଦ୍ଧ୍ୱ

ଫ୍ରାନ୍ସ,୧ା୭: ଜଣେ ୧୭ ବର୍ଷୀୟ ନାବାଳକଙ୍କୁ ପୋଲିସ ଗୁଳି କରି ହତ୍ୟା କରିବା ପରେ ଫ୍ରାନ୍ସରେ ଦଙ୍ଗା ଆରମ୍ଭ ହୋଇଥିଲା। ନାବାଳକ ହତ୍ୟା ପରେ ଚତୁର୍ଥ ଦିନରେ ଆରମ୍ଭ ହୋଇଥିବା ଦଙ୍ଗାରେ ପ୍ରାୟ ୧୩୧୧ ଜଣଙ୍କୁ ଗିରଫ କରାଯାଇଛି ବୋଲି ଏକ ରିପୋର୍ଟରେ ଦର୍ଶାଯାଇଛି। ଫ୍ରାନ୍ସ ସରକାର ଏ ବିଷୟରେ ସୂଚନା ଦେଇଛନ୍ତି।

ଟ୍ରାଫିକ ଯାଞ୍ଚ ସମୟରେ ନାହେଲ ନାମକ ଜଣେ ନାବାଳକଙ୍କୁ ପୋଲିସ ହତ୍ୟା କରିଥିଲା। ଜୁନ୍‌ ୨୭ରେ ଘଟିଥିବା ଏହି ଘଟଣାକୁ ଲୋକମାନେ ବ୍ୟାପକ ବିରୋଧ ପ୍ରଦର୍ଶନ କରିଛନ୍ତି। ବିକ୍ଷୋଭକାରୀମାନେ ରାସ୍ତା ଅବରୋଧ କରିଥିଲେ।

ଖବର ଅନୁଯାୟୀ, ଏହି ସଂଘର୍ଷରେ ୨୦୦ ପୋଲିସ କର୍ମଚାରୀ ଆହତ ହୋଇଥିଲେ। ହିଂସାକୁ ରୋକିବା ପାଇଁ ସରକାର ସାରା ଦେଶରେ ୪୫,୦୦୦ପୋଲିସ ନିୟୋଜିତ ହୋଇଥିଲେ। ରାତିସାରା ଯୁବ ବିକ୍ଷୋଭକାରୀମାନେ ପୋଲିସ ସହ ସଂଘର୍ଷ କରି ପ୍ରାୟ ୨୫୦୦ ଦୋକାନରେ ନିଆଁ ଲଗାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

ଲେବାନନରେ ଇସ୍ରାଏଲର ଆକ୍ରମଣ ପରେ ରାଗିଗଲା ଇରାନ; ବନ୍ଦ କରିଦେଲା ହର୍ମୁଜ, ପୁଣି ହେବ ଯୁଦ୍ଧ!

ତେହରାନ,୨୦।୬: ବିଶ୍ୱ ଅର୍ଥନୀତି ପାଇଁ ଶାନ୍ତି ଚୁକ୍ତିନାମା ଏବଂ ମଧ୍ୟପ୍ରାଚ୍ୟରେ ସ୍ୱାଭାବିକତା ଫେରିବାର ଆଶା ପୁଣି ଥରେ ମଳିନ ହେଉଥିବା ପରି ମନେ ହେଉଛି। ଲେବାନନରେ ଇସ୍ରାଏଲ ଦ୍ୱାରା…

ଭଗବାନଙ୍କୁ ଅଜବ ଗୁହାରି: ଦାନବାକ୍ସରେ ୨୦ ଟଙ୍କିଆ ନୋଟରେ ଲେଖାହୋଇଛି…

ନୂଆଦିଲ୍ଲୀ,୨୦।୬: ଆନ୍ଧ୍ରପ୍ରଦେଶର ଅନନ୍ତପୁରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏକ ମନ୍ଦିରର ଦାନ ବାକ୍ସରୁ ମିଳିଥିବା ଏକ ୨୦ ଟଙ୍କାର ନୋଟ୍ ଚର୍ଚ୍ଚାର ବିଷୟ ପାଲଟିଛି…

ରେଞ୍ଜ ଅଫିସରଙ୍କ ବଦଳି ବାତିଲ ଦାବିରେ ଗ୍ରାମବାସୀଙ୍କ ଧାରଣା

ରାଜନଗର,୨୦ା୬(ଭାସ୍କର ରାଉତରାୟ): ଭିତରକନିକା ଜାତୀୟ ଉଦ୍ୟାନ ଦାୟିତ୍ୱରେ ଥିବା ରେଞ୍ଜ ଅଧିକାରୀ ମାନସ ଦାସଙ୍କ କଟକ ଡିଭିଜନକୁ ବଦଳି ହୋଇଛି। ଆସନ୍ତା ୧ ତାରିଖରେ ସେ ନୂତନ…

ପଶ୍ଚିମବଙ୍ଗ ଦିବସରେ ବଡ଼ କଥା କହିଦେଲେ ମୋଦି, ଗୌରବ ଫେରି ଆସୁଛି…

ନୂଆଦିଲ୍ଲୀ,୨୦।୬: ପଶ୍ଚିମବଙ୍ଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଦିଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ, ବଙ୍ଗଳାର ବାୟୁମଣ୍ଡଳରେ ଏବେ ଏକ ନୂତନ ସତେଜତା…

ସେକେଣ୍ଡ ହ୍ୟାଣ୍ଡ ଗାଡ଼ି କିଣୁଥିଲେ ସାବଧାନ ! କେବଳ ଲୁକ୍‌ ନୁହେଁ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ ଜରୁରୀ ଡକ୍ୟୁମେଣ୍ଟ

ନୂଆ କାର୍‌ ତୁଳନାରେ କମ ଦାମ୍‌ରେ ଗାଡ଼ି ବା ସେକେଣ୍ଡ ହ୍ୟାଣ୍ଡ କାର୍‌ (Used Car) କିଣିବାକୁ ପସନ୍ଦ କରୁଛନ୍ତି। ତେବେ ବ୍ୟବହୃତ କାର୍‌ କିଣିବା ସମୟରେ…

ଗ୍ୟାସ୍‌ ସିଲିଣ୍ଡର ଲିକ୍‌ ହେଲେ ଭୁଲରେ ବି କରନ୍ତୁ ନାହିଁ ଏହି ୫ କାମ, ସାମାନ୍ୟ ଅସାବଧାନତା ଯୋଗୁ…

ଆଜିର ସମୟରେ ଏଲପିଜି ଗ୍ୟାସ ସିଲିଣ୍ଡର (LPG Gas Cylinder) ପ୍ରାୟ ସମସ୍ତଙ୍କ ରୋଷେଇ ଘରର ଏକ ଅପରିହାର୍ଯ୍ୟ ଅଂଶ ପାଲଟିଛି। କିନ୍ତୁ ଏହାର ବ୍ୟବହାରରେ ସାମାନ୍ୟ…

ଆନ୍ତର୍ଜାତୀୟ ଯୋଗ ଦିବସରେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସହ ଏଥର ଯୋଗ କରିବେ ମୋଦି, ଭାଗନେବେ ୩୫ ହଜାର ଲୋକ

କୋଲକାତା,୨୦।୬: କୋଲକାତାର ଐତିହାସିକ ରେଡ ରୋଡ – ଯେଉଁଠାରେ ‘ଦିଦି’ଙ୍କ ରାଜନୈତିକ କସରତ ଏବଂ ବାମପନ୍ଥୀ ବିରୋଧର ସାକ୍ଷୀ ରହିଛି, ଆସନ୍ତାକାଲି ସକାଳେ ‘କେଶର ଯୋଗ’ ରଙ୍ଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri