ଆତଙ୍କବାଦ ବିରୋଧରେ ଫ୍ରାନ୍ସ୍‌ର କଡ଼ା ପଦକ୍ଷେପ: ମାଲି ଏୟାର ଷ୍ଟ୍ରାଇକ୍‌ରେ ୫୦ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ପ୍ୟାରିସ୍‌,୩।୧୧: ଆତଙ୍କବାଦ ବିରୋଧରେ ଫ୍ରାନ୍ସ୍‌ କଡ଼ା ପଦକ୍ଷେପ ଗ୍ରହଣ କରିଛି। ଯୋଜନାବଦ୍ଧ ଭାବେ ସରକାରଙ୍କ ପକ୍ଷରୁ ମାଲିରେ ଏୟାର ଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ୫୦ ଅଲ୍‌-କାଏଦା ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ଏନେଇ ଫ୍ରାନ୍ସ୍‌ ପ୍ରତିରକ୍ଷା ମନ୍ତ୍ରୀ ଫ୍ଲୋରେନ୍ସ୍‌ ପାର୍ଲେ ସୂଚନା ଦେଇଛନ୍ତି। ଏହା ସହିତ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ ହୋଇଛି। ବୁର୍କିନା ଫାସୋ ଏବଂ ନାଇଜର ସୀମାରେ ଏୟାର ଷ୍ଟ୍ରାଇକ କରାଯାଇଛି। ଏନେଇ ମାଲି ସରକାରଙ୍କ ସହିତ ବାମାକୋରେ ପୂର୍ବରୁ ଆଲୋଚନା ହୋଇଥିବା ପାର୍ଲେ ପ୍ରକାଶ କରିଛନ୍ତି। ୪ ଜଣ ଆତଙ୍କବାଦୀଙ୍କୁ ଗିରଫ କରାଯାଇଥିବା ମିଲିଟାରୀ ପ୍ରବକ୍ତା କଲୋନେଲ ଫ୍ରେଡ୍ରିକ୍‌ ବାର୍ରବ୍ରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ପୁଣି ଫେରିଲା କରୋନା ମହାମାରୀ, ବିଶ୍ୱର ସବୁଠାରୁ ବଡ ଇଲେକ୍ଟ୍ରୋନିକ ମାର୍କେଟ ଅସ୍ଥାୟୀ ଭାବେ ବନ୍ଦ

ବେଜିଂ,୩୦ ।୮: ପୁଣିଥରେ ଚାଇନାରେ କରୋନା ମହାମାରୀ ସଂକ୍ରମଣ ବଢିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ସରକାର ଶେନଝେନର ହୁଆକିୟାଂଗବେଇ ସ୍ଥିତ ବିଶ୍ୱର ସବୁଠାରୁ...

‘ଭାରତକୁ ଉପଦେଶ ଦେବାର କୌଣସି ଅଧିକାର ନାହିଁ’

ଓ୍ବାଶିଂଟନ,୧୫ା୧୨: ମିଳିତ ଜାତିସଂଘରେ କଶ୍ମୀର ପ୍ରସଙ୍ଗ ଉଠାଇ ପାକିସ୍ତାନକୁ ଭାରତ ଉପଯୁକ୍ତ ଉତ୍ତର ଦେଇଛି। ଭାରତ କହିଛି, ଯେଉଁ ଦେଶ ଆତଙ୍କବାଦୀ ଓସାମା ବିନ୍‌ ଲାଡେନକୁ...

କରୋନା ଟିକା ପାଇଁ ମୋଦିଙ୍କୁ ପତ୍ର ଲେଖିଲେ ବ୍ରାଜିଲ ରାଷ୍ଟ୍ରପତି

ବ୍ରାସିଲିୟା,୯ ।୧: ଭାରତରେ ପ୍ରସ୍ତୁତ ସ୍ୱଦେଶୀ କରୋନା ଭ୍ୟାକ୍ସିନକୁ ଜରୁରୀକାଳିନ ସ୍ଥିତିରେ ବ୍ୟବହାର ପାଇଁ ମଞ୍ଜୁରୀ ମିଳିଯିବା ପରେ ଏବେ ଖୁବଶୀଘ୍ର କରୋନା ଟିକାକରଣ ଆରମ୍ଭ...

ବ୍ରିଟିଶ ପାର୍ଲାମେଣ୍ଟ ସ୍ଥଗିତ ନିଷ୍ପତ୍ତିକୁ କୋର୍ଟରେ ଚ୍ୟାଲେଞ୍ଜ:ପ୍ରତିବାଦରେ ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଦସ୍ତଖତ ସଂଗ୍ରହ

ଲଣ୍ଡନ,୩୦-୮:ୟୁରୋପୀୟ ସଂଘ (ଇୟୁ)ରୁ ବ୍ରିଟେନର ପ୍ରସ୍ଥାନ ଲାଗି ଆଉ ମାତ୍ର କେଇ ସପ୍ତାହ ବାକି ଥିବାବେଳେ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ ପାର୍ଲାମେଣ୍ଟ ଅଧିବେଶନକୁ ସ୍ଥଗିତ ରଖିବା...

ଭାଇରାଲ ହେଉଛି ତାଲିବାନ ରାଜର ପ୍ରଥମ ଫଟୋ: ଛାତ୍ରୀ ଓ ଛାତ୍ରଙ୍କ ମଝିରେ ଲାଗିଲା ପରଦା

କାବୁଲ,୬ ।୯: ଆଫଗାନିସ୍ତାନ ତାଲିବାନ ନିୟନ୍ତ୍ରଣକୁ ଆସିବା ପରେ ଉଚ୍ଚ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏକ ନିର୍ଦ୍ଦେଶ ଜାରି କରାଯାଇଥିଲା । ଯେଉଁଥିରେ କୁହାଯାଇଥିଲା କି...

ଦିନକରେ ୮୧ ଜଣଙ୍କୁ ଫାଶୀ…

ରିୟାଦ, ୧୨।୩ : ସୌଦି ଆରବରେ ଗୋଟିଏ ଦିନରେ ୮୧ ଜଣଙ୍କୁ ଫାଶୀ ଦିଆଯାଇଛି। ସ୍ଥାନୀୟ ମିଡ଼ିଆ ଅନୁସାରେ ଏସମସ୍ତଙ୍କ ବିରୋଧରେ ଆତଙ୍କବାଦୀ କାର୍ଯ୍ୟକଳାପରେ ଲିପ୍ତ...

ପାକିସ୍ତାନକୁ ପ୍ରିନ୍ସ ଓ୍ବିଲିୟମ୍‌ ଓ କେଟ୍‌ ମିଡିଲଟନ୍‌ଙ୍କ ରାଜକୀୟ ଯାତ୍ରା

ଇସ୍‌ଲମାବାଦ : ପାକିସ୍ତାନକୁ ୫ ଦିନିଆ ଗସ୍ତ କରିଛନ୍ତି ବ୍ରିଟେନର ପ୍ରିନ୍ସ ଓ୍ବିଲିୟମ ଓ ସ୍ତ୍ରୀ କେଟ୍‌ ମିଡିଲଟନ୍‌। ସେଠାରେ ସେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌...

ପ୍ରଧାନମନ୍ତ୍ରୀଙ୍କ ପୂର୍ବତନ ସ୍ତ୍ରୀଙ୍କ କାର୍‌ ଉପରକୁ ଗୁଳିମାଡ

ଇସଲାମାବାଦ,୩।୧:ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ପୂର୍ବତନ ସ୍ତ୍ରୀ ରେହମ ଖାନଙ୍କ କାର ଉପରେ ଅଜ୍ଞାତ ଲୋକମାନେ ଆକ୍ରମଣ କରିଛନ୍ତି। ରେହମ ଖାନ ନିଜେ ଟୁଇଟ କରି...

Advertisement
Archives

Model This Week