ଟ୍ରମ୍ପଙ୍କ ବିରୋଧରେ ଠକେଇ ଅଭିଯୋଗ

ଓ୍ବାଶିଂଟନ,୨୨ା୯: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ,ତାଙ୍କର ତିନିପୁଅ ଏବଂ ଟ୍ରମ୍ପ ସଂଗଠନ ନାମରେ ଏକ ଠକେଇ ମାମଲା ଦାୟର ହୋଇଛି।

ଏକ ରିପୋର୍ଟ ଅନୁଯାୟୀ ଡେମୋକ୍ରାଟ ଆଟର୍ନିଂ ଜେନେରାଲ ଲେଟିଟିଆ ଜେମ୍ସ ଟ୍ରମ୍ପଙ୍କ ନାମରେ ୨୦୦ ପୃଷ୍ଠା ସମ୍ବଳିତ ମୋକଦ୍ଦମା ଦାୟର କରିଛନ୍ତି। ଟ୍ରମ୍ପ ତାଙ୍କ ସମ୍ପତ୍ତି ଏବଂ ବ୍ୟବସାୟ କ୍ଷେତ୍ରରେ ଜାଲିଆତି କରିଛନ୍ତି।

ଏହି ମୋକଦ୍ଦମା ଅନୁଯାୟୀ, ଟ୍ରମ୍ପ ସଂଗଠନ ଋଣଦାତା, ବୀମାକାରୀ ଏବଂ ଟିକସ ଅଧିକାରୀଙ୍କୁ ଫାଙ୍କିଛନ୍ତି। ନ୍ୟୁୟର୍କରେ ଏକ ଖବରଦାତା ସମ୍ମିଳନୀରେ ଜେମ୍ସ କହିଛନ୍ତି ଯେ, ଟ୍ରମ୍ପଙ୍କର ଏପରି ଆଚରଣକୁ ବରଦାସ୍ତ କରାଯାଇପାରିବ ନାହିଁ। ଟ୍ରମ୍ପଙ୍କ ବିରୋଧରେ ପ୍ରମାଣ ଖୋଜାଚାଲିଛି। ମିଳିଗଲେ ସେମାନେ ସମସ୍ତେ ଉତ୍ତରଦାୟୀ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ସରକାର ନା ପ୍ରମାଣିକ ତଥ୍ୟ କିଏ ସତ: କରୋନା ମୃତ୍ୟୁ ସଂଖ୍ୟା କ’ଣ କୋଟିଏ ୫୦ ଲକ୍ଷ !

ବେଜିଂ,୨୩।୩: ଚାଇନାରେ କରୋନା ସଂକ୍ରମଣ ଯୋଗୁ ମୃତ୍ୟୁ ସଂଖ୍ୟା ୩,୨୬୮ ବୋଲି ସରକାରୀ ରିପୋର୍ଟରେ ଦର୍ଶାଯାଇଛି। ତେବେ କେତେକ ପ୍ରାମାଣିକ ତଥ୍ୟ ଅନୁସାରେ ଚାଇନା ସରକାର...

କୁକୁରକୁ ଡକ୍ଟରେଟ୍‌ ଡିଗ୍ରୀ

ରିଚ୍‌ମୋଣ୍ଡ୍‌,୧୯।୫: ମଣିଷକୁ ଡକ୍ଟରେଟ୍‌ ଡିଗ୍ରୀ ମିଳିଥାଏ। ତେବେ କୁକୁରକୁ ଏଭି ଡିଗ୍ରୀ ମିଳିବା ଶୁଣିଲେ ଯେକେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ଭର୍ଜିନିଆର ଭେଟେରେନାରୀ ମେଡିସିନ୍‌ କଲେଜ...

ବିଶ୍ୱ ନେତାଙ୍କୁ ମିଳିବନି ଜେଟ୍‌ ସୁବିଧା

ଲଣ୍ଡନ, ୧୩ା୯:ମହାରାଣୀ ଏଲିଜାବେଥ୍‌ ୨ୟଙ୍କ ଶେଷକୃତ୍ୟ ପାଇଁ ବ୍ରିଟେନ ପ୍ରସ୍ତୁତ ହେଉଥିବାବେଳେ ଏହି ଐତିହାସିକ ଦିନରେ ବିଶ୍ୱନେତାମାନେ ଯୋଗଦେବେ। ତେବେ ଏହି କାର୍ଯ୍ୟକ୍ରମରେ ସାମିଲ ହେବାକୁ...

୧୨ କୋଟିରେ ବିକ୍ରି ହେବ ୬୬୦ ଏକର ପରିମିତ ଅଞ୍ଚଳରେ ଥିବା ନିର୍ଜନ ଦ୍ୱୀପ

ଏଡ଼ିନବରା, ୩୧।୭: ସ୍କଟ୍‌ଲାଣ୍ଡରେ ଥିବା ଏକ ନିର୍ଜନ ଦ୍ୱୀପ ୧୨ କୋଟି ଟଙ୍କାରେ ବିକ୍ରି ହେବ। ଏନେଇ ଘୋଷଣା ପ୍ରକାଶ ପାଇଛି। ଦ୍ୱୀପଟି ୬୬୦ ଏକର...

ପେଟୁଆ ପୋଲିସଙ୍କ ଓଜନ ହ୍ରାସ ପାଇଁ ଥାଇଲାଣ୍ଡ ସରକାରଙ୍କ ଅଭିନବ ଯୋଜନା

ଥାଇଲାଣ୍ଡ, ୨୭।୫: ପେଟୁଆ ପୋଲିସଙ୍କ ଓଜନ କମାଇବା ପାଇଁ ଥାଇଲାଣ୍ଡ ସରକାର ଅଭିନବ ଯୋଜନା ଆପଣାଇଛନ୍ତି। ପେଟ ବାହାରିଥିବା ପୋଲିସ ଅଫିସରଙ୍କ ପାଇଁ ସେଠାରେ ଏକ...

୧୨ ବର୍ଷ ଧରି ପ୍ରତିଦିନ ମାତ୍ର ୩୦ ମିନିଟ୍‌ ଶୋଉଛନ୍ତି ଏହି ଯୁବକ, ତଥାପି ନାହିଁ ଥକ୍କାପଣ, କହିଲେ…

ଜାପାନର ଜଣେ ଯୁବକ ୧୨ ବର୍ଷ ହେଲା ଦିନକୁ ମାତ୍ର ୩୦ ମିନିଟ୍‌ ନିଦରେ ଶୋଇଥାନ୍ତି। ଏହା ପରେ ବି ତାଙ୍କୁ ଥକ୍କା ଲାଗେ ନାହିଁ।...

ବ୍ରିଟେନ ପ୍ରଧାନମନ୍ତ୍ରୀ ଦୌଡ଼ରେ ୨୨ ପଏଣ୍ଟ ଆଗରେ ଲିଜ୍‌ ଟ୍ରସ୍‌

ଲଣ୍ଡନ,୧୫।୮: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ପଦ ପାଇଁ କଞ୍ଜରଭେଟିଭ୍‌ ପାର୍ଟି ନେତୃତ୍ୱ ପ୍ରତିଯୋଗିତାରେ ବହିର୍ବ୍ୟାପାର ମନ୍ତ୍ରୀ ଲିଜ୍‌ ଟ୍ରସ୍‌ ପୂର୍ବତନ ଅର୍ଥମନ୍ତ୍ରୀ ଋଷି ସୁନକଙ୍କଠାରୁ ୨୨ ପଏଣ୍ଟ...

ରୁଷିଆ ଉପରେ କମିବ ପାଶ୍ଚାତ୍ୟର ନିର୍ଭରଶୀଳତା

ବ୍ରସେଲ୍ସ,୨୬ା୩: ରୁଷିଆ ଉପରେ ଶକ୍ତି କ୍ଷେତ୍ରରେ ପାଶ୍ଚାତ୍ୟର ନିର୍ଭରଶୀଳତା ହ୍ରାସ କରିବା ପାଇଁ ଶୁକ୍ରବାର ଆମେରିକା ଓ ୟୁରୋପୀୟ ସଂଘ (ଇୟୁ) ସହଭାଗିତାର ଏକ ନୂଆ...

Advertisement
Archives

Model This Week