କ୍ୟୁ ନେଟ ଠକେଇ ମାମଲା: ୩ ଅଭିଯୁକ୍ତଙ୍କ ଜାମିନ ଖାରଜ

କଟକ ଅଫିସ,୨୯।୬: କ୍ୟୁ ନେଟ ଚିଟଫଣ୍ଡ ଠକେଇ ମାମଲାରେ ଗିରଫ ୩ ଅଭିଯୁକ୍ତଙ୍କ ଜାମିନ ଆବେଦନକୁ ସୋମବାର ହାଇକୋର୍ଟ ଖାରଜ କରିଛନ୍ତି। ଅଭିଯୁକ୍ତମାନେ ହେଲେ ଏହି କମ୍ପାନୀର ପ୍ରମୋଟର ଶରତ କୁମାର ପରିଡା, ଦେବବ୍ରତ ହରିଚନ୍ଦନ ଏବଂ ଚନ୍ଦନ ମହାଳିକ। ବିଚାରପତି ଜଷ୍ଟିସ ବିଭୁ ପ୍ରସାଦ ରାଉତରାୟ ଜାମିନ ଆବେଦନ ଉପରେ ଶୁଣାଣି ଖାରଜ କରିଛନ୍ତି। ଲୋଭନୀୟ ସ୍କିମ ଦେଖାଇ ପ୍ରାୟ ୫୦ କୋଟି ଟଙ୍କା ଠକେଇ ହୋଇଥିବା ନେଇ ଅର୍ଥନୈତିକ ଅପରାଧ ଶାଖାରେ ଅଭିଯୋଗ ହେବା ପରେ ୨୦୧୯ ଅକ୍ଟୋବରରେ ଉପରୋକ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୌଡ଼କୁଦ,ସଫ୍ଟବଲ ପ୍ରତିଯୋଗିତା ଉଦ୍‌ଯାପିତ: ଦୁଲା, ଶୁଭଶ୍ରୀ, ଅଭି ଓ ଯମୁନା ଚାମ୍ପିୟନ

ବାଲେଶ୍ୱର ଅଫିସ,୧୨।୧୧- ବାଲେଶ୍ୱର ଖ୍ରୀଷ୍ଟିଆନ୍‌ ହାଇସ୍କୁଲ ଖେଳ ପଡ଼ିଆରେ ସୋମବାର ଅପରାହ୍ନରେ ୬୫ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଦୌଡ଼କୁଦ (ଆଥ୍‌ଲେଟିକ୍ସ) ସଫ୍ଟବଲ ପ୍ରତିଯୋଗିତା ଉଦ୍‌ଯାପିତ...

ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗ: ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଠିକ୍‌, ସମସ୍ତେ ସହଯୋଗ କରିବା ଦରକାର କହିଲେ ଆମିକସ୍‌ କ୍ୟୁରି

ପୁରୀ ଅଫିସ,୭।୯: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ କ୍ଲିନ୍‌ଚିଟ୍‌। ଶୁକ୍ରବାର ଜିଲା ପ୍ରଶାସନ ଏବଂ ମନ୍ଦିର ପ୍ରଶାସନ ସହ ଆଲୋଚନା ପରେ ଆମିକସ୍‌...

ରାଜ୍ୟରୁ ୪୨୧ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା...

ସ୍କୁଲ ଖୋଲିବା ପରେ ପାଠପଢ଼ାକୁ ନେଇ ଚିନ୍ତାରେ ସରକାର: ବାତ୍ୟାବିପନ୍ନ ଛାତ୍ରୀଛାତ୍ର ପାଖ ବିଦ୍ୟାଳୟକୁ ଯିବେ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ଦିନକ ପରେ ସ୍କୁଲ ଖୋଲିବ। କିନ୍ତୁ ‘ଫନୀ’ ପ୍ରଭାବିତ ଅଞ୍ଚଳରେ ପିଲାମାନେ କେଉଁଠି ପାଠ ପଢ଼ିବେ, ତାକୁ ନେଇ ସରକାର ଚିନ୍ତାରେ ପଡ଼ିଯାଇଛନ୍ତି। ଖରାଛୁଟି...

୭ ଦିନ ଲାଗି ୨ ଓ୍ବାର୍ଡ କଣ୍ଟେନମେଣ୍ଟ ଜୋନ୍‌ ଘୋଷିତ

ବାଲିଅନ୍ତା, ୫ା୬(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ରୋକିବା ପାଇଁ ବାଲିଅନ୍ତା ବ୍ଳକର ଜୟଦେବ ପଞ୍ଚାୟତ ଅଧୀନ ୨ଟି ଓ୍ବାର୍ଡକୁ ପ୍ରଶାସନ ପକ୍ଷରୁ ୭ଦିନ ପାଇଁ କଣ୍ଟେନମେଣ୍ଟ ଜୋନ...

ସଞ୍ଜ ନଇଁଲେ ଶଙ୍କା

ଢେଙ୍କାନାଳ ଅଫିସ, ୪।୧୨: ଜଳଭଣ୍ଡାର ନୀଳ ଜଳରାଶି, ଘଞ୍ଚ ଶାଳ ଜଙ୍ଗଲର ଶାନ୍ତ ପରିବେଶ, ବନ୍ୟଜୀବନର ଅପୂର୍ବ ସମନ୍ବୟ ‘ସାପୁଆ’। କଂକ୍ରିଟ୍‌ ଜଙ୍ଗଲଠାରୁ ଦୂରରେ ପ୍ରକୃତିରାଣୀ ଏଠାରେ...

ମୁହଁ ଫେରାଉଛନ୍ତି ଚାଷୀ

ଭୁବନେଶ୍ୱର,୨୧।୧୨: କୃଷି ସାମଗ୍ରୀର ବଜାର ଅଭାବ, ମଣ୍ଡି ପରିଚାଳନାରେ ଅବ୍ୟବସ୍ଥା, ଶୀତଳ ଭଣ୍ଡାରର ଅଭାବ, କୃଷିଯନ୍ତ୍ର ଓ ବୈଷୟିକ ସହାୟତାର ଅଭାବ, ସର୍ବନିମ୍ନ ସହାୟକ ମୂଲ୍ୟରେ...

ବିଶ୍ୱ ଐତିହ୍ୟସ୍ଥଳ ପାଲଟିବ ଧବଳେଶ୍ୱର ପୀଠ

ଖୁଣ୍ଟୁଣୀ,୨୧ା୪(ଡି.ଏନ୍‌.ଏ.): ଏକାଦଶ ଶତାବ୍ଦୀରେ ନିର୍ମିତ କଟକ ଜିଲା ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱର ଶୈବପୀଠ ବିଶ୍ୱ ଐତିହ୍ୟ ମାନଚିତ୍ରରେ ସ୍ଥାନ ପାଇବା ପାଇଁ ପ୍ରୟାସ ଆରମ୍ଭ ହୋଇଛି।...

Advertisement
Archives

Model This Week