ଚାକିରି କରାଇଦେବା ନାଁରେ ଠକେଇ: ଉଠାଇ ନେଇ ପରେ ଛାଡ଼ି ଦେଲା ପୋଲିସ

ସାରସକଣା,୧୪ା୧୧(ଡି.ଏନ.ଏ.): ବିଦ୍ୟୁତ୍‌ ବିଭାଗରେ ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକି ନେଇଥିବା ଜଣେ ବ୍ୟକ୍ତିଙ୍କୁ ପୋଲିସ ଉଠାଇ ନେଇ ପରେ ଛାଡ଼ିଦେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ମୟୂରଭଞ୍ଜ ଜିଲା ଝାରପୋଖରିଆ ଅଞ୍ଚଳର ଉକ୍ତ ବ୍ୟକ୍ତି ଜଣକ ଏକ କର୍ପୋରେସନ ସଂସ୍ଥାରେ ଚାକିରି କରୁଥିବା ବେଳେ ଉକ୍ତ ସଂସ୍ଥାର ଅନ୍ୟ ୩ କର୍ମଚାରୀଙ୍କୁ ମଧ୍ୟ ପୋଲିସ ଥାନାକୁ ନେଇ ପଚରାଉଚରା କରିଥିଲା। ପରେ ଅଭିଯୋଗକାରୀଙ୍କ ସହ ଆପୋଷ ସମାଧାନ ହେବାରୁ ପୋଲିସ ସମସ୍ତଙ୍କୁ ଛାଡ଼ି ଦେଇଥିଲା।
ସୂଚନା ଅନୁଯାୟୀ, ରବିବାର ଝାରପୋଖରିଆ ସ୍ଥିତ ଏକ ମଣ୍ଡପରେ ଚାଷୀ ଏବଂ ଶ୍ରମିକ ଶ୍ରେଣୀର ଲୋକଙ୍କୁ ନେଇ ଉକ୍ତ କର୍ପୋରେସନ ସଂସ୍ଥା ପକ୍ଷରୁ ଜିଲାସ୍ତରୀୟ ବୈଠକ ଆୟୋଜନ ପାଇଁ ସ୍ଥିରୀକୃତ ହୋଇଥିଲା। ଏହା ପୂର୍ବରୁ ଚାକିରି ପାଇଁ ଟଙ୍କା ଦେଇଥିବା ଯୁବକମାନେ ପୋଲିସକୁ ଫୋନ ଯୋଗେ ଜଣାଇଥିଲେ। ଟଙ୍କା ନେଇଥିବା ବ୍ୟକ୍ତି ଜଣକ ଉକ୍ତ ବୈଠକରେ ଯୋଗଦେବା ପାଇଁ ପୂର୍ବଦିନଠାରୁ ଆସି ସଂସ୍ଥାର ଅନ୍ୟ କର୍ମଚାରୀଙ୍କ ସହ ଝାରପୋଖରିଆସ୍ଥିତ ଏକ ହୋଟେଲରେ ରହିଥିଲେ। ପୋଲିସ ସେଠାରେ ଚଢ଼ାଉ କରି ଟଙ୍କା ନେଇଥିବା


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ୧୬ ବର୍ଷ ପରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟରେ ଖୋଲିଲା +୨, ଅଞ୍ଚଳରେ ଖେଳିଗଲା ଆନନ୍ଦ

ଭଞ୍ଜନଗର,୨୫ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ୨୦୧୦ରେ ଖୋଲିଥିଲା। ଦୀର୍ଘ ୧୬ ବର୍ଷ ପରେ ଚଳିତ ଶିକ୍ଷାବର୍ଷଠାରୁ ଯୁକ୍ତ ୨ ପ୍ରଥମ ବର୍ଷ ବିଜ୍ଞାନ…

ହାର୍ଦ୍ଦିକଙ୍କ ଏକ୍ସ ଓ୍ବାଇଫ ନା ନୂଆ ଗର୍ଲଫ୍ରେଣ୍ଡ କିଏ ଅଧିକ ଧନୀ? ଜାଣନ୍ତୁ ଏମାନଙ୍କ ସମ୍ପତ୍ତିର ମୂଲ୍ୟ

ନୂଆଦିଲ୍ଲୀ,୨୫।୪: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ଜୀବନଶୈଳୀ ଏବଂ ସମ୍ପର୍କ ପାଇଁ ପ୍ରାୟତଃ ଶିରୋନାମାରେ ଅଛନ୍ତି। ହାର୍ଦ୍ଦିକ ବର୍ତ୍ତମାନ ଲୋକପ୍ରିୟ ମଡେଲ ମାହିକା ଶର୍ମାଙ୍କୁ ଡେଟ…

ଜଳିଗଲା ଲଙ୍କାଗଡ଼ ଜଙ୍ଗଲ, ଚାରିଆଡ଼େ ଧୂଆଁମୟ

ଭଞ୍ଜନଗର,୨୫ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କୁଲାଡ଼ ବିଟ୍‌ ଅଧୀନରେ ଥିବା ବାରୁଡ଼ା ଲଙ୍କାଗଡ଼ ପାହାଡ଼ରେ ଥିବା ଜଙ୍ଗଲ ଶୁକ୍ରବାର ରାତିରେ ଜଳିଯାଇଛି।…

କୋହଲିଙ୍କ ବିରାଟ ଛକା ଦେଖି ଷ୍ଟାଡିୟମରେ ଏମିତି ନାଚି ଉଠିଲେ ଅନୁଷ୍କା ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୫।୪: ଗତ ଶୁକ୍ରବାର, IPL 2026 ର ୩୪ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ ବେଙ୍ଗାଲୁରୁ ନିଜ…

ଟାଇମ୍ସ ହାୟର ଏଜୁକେଶନ ଏସିଆ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍‌: ଏସିଆର ୧୬୯, ଦେଶରେ ୬ଷ୍ଠ ସ୍ଥାନରେ କିଟ୍‌

ଭୁବନେଶ୍ୱର,୨୫ା୪(ଅନୁରାଧା ମହାରଣା):ଚଳିତବର୍ଷ ଦି ଟାଇମ୍ସ ହାୟର ଏଜୁକେଶନ ଏସିଆ ୟୁନିଭର୍ସିଟି ର଼୍ୟାଙ୍କିଂ ଫଳାଫଳ ଗୁରୁବାର ପ୍ରକାଶ ପାଇଛି। ଏହି ବିଶ୍ୱସ୍ତରୀୟ ର଼୍ୟାଙ୍କିଂରେ ପୂର୍ବ ବର୍ଷଗୁଡ଼ିକ ଅପେକ୍ଷା ଏବର୍ଷ…

ଋଣ ଭାର ସହି ନପାରି ବେକରେ ରଶି ଲଗାଇ ଝୁଲିପଡିଲେ ବୃଦ୍ଧ ଦମ୍ପତି

ଗାଙ୍ଗପୁର,୨୫।୪( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଧରାକୋଟ ବ୍ଲକ ଗାଙ୍ଗପୁର ଥାନା ଅନ୍ତର୍ଗତ ଝାଡବନ୍ଧ ପଞ୍ଚାୟତ କଳାସୂତା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି। ଘରେ କେହି ନଥିବାବେଳେ ବେକରେ…

ଅତର୍କିତ ଆକ୍ରମଣ: ବାପ ପୁଅ ସମେତ ୪ ଆହତ

ଆସିକା,୨୫।୪(ସୁରେନ୍ଦ୍ର ନାଥ ସାହୁ) : ଗଞ୍ଜାମ ଜିଲା କୋଟିନଡା ଥାନା ଅନ୍ତର୍ଗତ ଜୟପୁର ଗ୍ରାମରେ ଶୁକ୍ରବାର ରାତିରେ ଏକ ଅତର୍କିତ ଆକ୍ରମଣରେ ଗୋଟିଏ ପରିବାରର ବାପା ଓ…

ଇସ୍ତଫା ଦେବାକୁ ନିଜେ କହିଥିଲେ କେଜରିଓ଼୍ବାଲ, ରାଘବ ଚଢାଙ୍କୁ ନେଇ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୪: ଆମ ଆଦମୀ ପାର୍ଟି (AAP) ର ଦଶ ଜଣ ଏମପିଙ୍କ ମଧ୍ୟରୁ ସାତ ଜଣ ଦଳ ଛାଡିଛନ୍ତି। ଏହି ଏମପିମାନଙ୍କ ମଧ୍ୟରୁ ଛଅ ଜଣ ପଞ୍ଜାବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri