ଚାକିରି ଦେବା ନାମରେ ଠକେଇ, ଯୁବକ ଗିରଫ

କୋଡ଼ପଡ଼ା/ଆନନ୍ଦପୁର,୭ା୪(ଡି.ଏନ୍‌.ଏ./ସ୍ବ.ପ୍ର): କେନ୍ଦୁଝର ଜିଲା ଘସିପୁରା ପୋଲିସ ଠକେଇ ଅଭିଯୋଗରେ ଶୁକ୍ରବାର ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଉକ୍ତ ଥାନା ଅନ୍ତର୍ଗତ ବସନ୍ତପୁରା ଗ୍ରାମର ଗୋବିନ୍ଦ ହାସଦା ଓରଫ ମୁନା (୨୭)। ଅଭିଯୁକ୍ତ ୨୦୨୩ ଫେବୃୟାରୀ ୨୪ ତାରିଖରେ ବୀର ଗୋବିନ୍ଦପୁର ଗ୍ରାମର ଭୀମସେନ ମାଝିଙ୍କ ଝିଅ ସୁମତୀ ମାଝି (୨୭)ଙ୍କୁ ପୋଲିସ ଚାକିରି କରାଇଦେବାକୁ କହି ୨ ଲକ୍ଷ ୪୯ ହଜାର ୬ ଶହ ଟଙ୍କା ନେଇଥିଲେ। ଚାକିରି କରାଇ ଦେବାର ପ୍ରତିଶ୍ରୁତି ଦେଇ ଠକି ଚାଲିଥିଲେ। ଘଟଣା ନେଇ ସୁମତୀ ଘସିପୁରା ଥାନାରେ ଅଭିଯୋଗ କରିବା ପରେ ପୋଲିସ (ନଂ.୧୦୭/୨୩)ରେ ଏକ ମାମଲା ରୁଜ କରି ତଦନ୍ତ ଆରମ୍ଭ କରିଥିଲା। ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି। ଘଟଣାର ଅଧିକ ତଦନ୍ତ ଚାଲିଥିବା ଘସିପୁରା ଅତିରିକ୍ତ ଥାନା ଅଧିକାରୀ ବିକ୍ରମ ଭୁୟାଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଲଗାମ ଆତଙ୍କବାଦୀ ଆକ୍ରମଣ: ପ୍ରଥମେ ନାମ ପଚାରିଲେ, ତା’ପରେ ଦୁଇ ହିନ୍ଦୁଙ୍କୁ ଗୁଳି କଲେ!

ନୂଆଦିଲ୍ଲୀ,୧।୮: ଜମ୍ମୁ ଓ କଶ୍ମୀରର କୁଲଗାମରେ ଅଣ-ସ୍ଥାନୀୟ ଶ୍ରମିକମାନଙ୍କୁ ଟାର୍ଗେଟ କରି ଆତଙ୍କବାଦୀମାନେ ପୁଣି ଥରେ ଆତଙ୍କ ବିସ୍ତାର କରିବାକୁ ଚେଷ୍ଟା କରିଛନ୍ତି। ଆତଙ୍କବାଦୀମାନେ ଛତିଶଗଡ଼ର ଦୁଇଜଣ…

୪ ଦିନ ହେଲା ଏକ୍ସ-ରେ ମେଶିନ ଅଚଳ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଦାରିଙ୍ଗବାଡ଼ି,୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହିଥିବା ଏକ ମାତ୍ର ଏକ୍ସ-ରେ ମେଶିନ ଗତ ୪ ଦିନ ହେଲା ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡ଼ିଓକୁ ନେଇ ବିରୋଧି ଦେଲେଣି ପ୍ରତିକ୍ରିୟା, ସଞ୍ଜୟ ସିଂହଙ୍କ ପ୍ରଶ୍ନ କଲେ-‘ମୋ ମାଆ… ମାଆ ନୁହଁନ୍ତି’

ନୂଆଦିଲ୍ଲ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (ଜୁଲାଇ ୩୧) ଇନଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ସେ କହିଛନ୍ତି ଯେ NEET ପେପର ଲିକ ବିରୋଧରେ…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ କି ଅନୁଚିତ୍‌ ଜାଣନ୍ତୁ…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ ନା ଖାଲି ପାଦରେ ରହିବା ଭଲ ଏମିତି ପ୍ରଶ୍ନ ଅନେକଙ୍କ ମନରେ ଉଠିଥାଏ। କେତେକ ଲୋକ ବିଶ୍ୱାସ କରନ୍ତି, ଖାଲି…

‘ତାଙ୍କ ପାଦ ଧୋଇ ସେହି ପାଣି ପିଇବାକୁ ଚାହେଁ’, ପିଏମ ମୋଦିଙ୍କୁ ବିଷ୍ଣୁଙ୍କ ଅବତାର ବୋଲି କହି ଚର୍ଚ୍ଚାରେ ଅଭିନେତା

ନୂଆଦିଲ୍ଲୀ,୧।୮: ଅଭିନେତା ସୁଦେଶ ବେରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରି ଚର୍ଚ୍ଚା ସୃଷ୍ଟି କରିଛନ୍ତି। ସେ ପିଏମ ମୋଦିଙ୍କୁ ଭଗବାନ ବିଷ୍ଣୁଙ୍କ ଅବତାର ବୋଲି ବର୍ଣ୍ଣନା…

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

ଔଷଧ କିଣିବା ପୂର୍ବରୁ ଜାଣନ୍ତୁ! ଆଜିଠୁ ବଦଳିଲା ୨୩ଟି ମେଡିସିନର ଦାମ୍‌

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ଆଜି ଅଗଷ୍ଟ ୧ରୁ ଔଷଧର ମୂଲ୍ୟରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ୨୨ଟି ଔଷଧ ଏବଂ ଫିକ୍ସଡ ଡୋଜ କମ୍ବିନେସନର ନୂତନ ଖୁଚୁରା…

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଧର୍ମ ପଚାରି କଲେ ଗୁଳି

ଶ୍ରୀନଗର,୧।୮: ଜମ୍ମୁ-କଶ୍ମୀରର କୁଲଗାମରେ ଶୁକ୍ରବାର ଆତଙ୍କବାଦୀ ଆକ୍ରମଣ ହୋଇଛି। କୁଲଗାମ ଜିଲାର ଏକ ଇଟାଭାଟିରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨ ଶ୍ରମିକଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri