ଜଳେଶ୍ୱର, ୧୦ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲାର ୬୦ନଂ. ଜାତୀୟ ରାଜପଥ ଜଳେଶ୍ୱର ନିକଟରେ ବାରମ୍ବାର ଚୋରି, ଛିନ୍ତାଇ, ରାହାଜାନି ଭଳି ଅଭିଯୋଗ ହୋଇଆସୁଛି। ଗୁରୁବାର ସନ୍ଧ୍ୟାରେ ଆନ୍ଧ୍ରପ୍ରଦେଶରୁ ଚିଙ୍ଗୁଡି ଖାଦ୍ୟ ବୋଝେଇ କଣ୍ଟେନର (ନଂ.ଓଡି୦୧ଏକେ ୨୩୭୦) ଭୋଗରାଇକୁ ଆସୁଥିବା ବେଳେ ୬୦ନଂ. ଜାତୀୟ ରାଜପଥର ନନ୍ଦିକାଠାରେ ଜଣେ ଯୁବକ ନିଜକୁ ଆର୍ଟିଓ ପରିଚୟ ଦେଇ ଚେକିଂ କରିବା ଓ ଆବଶ୍ୟକଠାରୁ ଅଧିକ ବୋଝେଇ ହୋଇଥିବା କହି ବଟି ମାଗିଥିଲେ। ଡ୍ରାଇଭର ନରେନ୍ଦ୍ର ଧଳ ରାଜି ନ ହେବାରୁ ଯୁବକଜଣକ ଏକ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ଲହୁଲୁହାଣ କରିଥିଲେ। ରକ୍ତାକ୍ତ ଅବସ୍ଥାରେ ଡ୍ରାଇଭରଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଜିକେଭଟ୍ଟର ହସ୍ପିଟାଲକୁ ଅଣାଯାଇ ଚିକିତ୍ସା କରାଯାଉଛି। ଯୁବକଜଣକ ଫେରାର ହୋଇଯାଇଥିଲେ। ନରେନ୍ଦ୍ରଙ୍କ ଘର ଭୋଗରାଇର ନାରାୟଣମହାନ୍ତି ପଡିଆ ପଞ୍ଚାୟତ ଚନ୍ଦ୍ରାବାଲି ଗାଁରେ।
ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ
ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…
କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….
ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…
ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି
ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…
ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…
ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,
ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…
ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ
ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…
‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା
ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସ୍ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…
ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…
ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

