ନିଃଶୁଳ୍କ ଆକ୍ୟୁପ୍ରେସର ଚିକିତ୍ସା ଶିବିର ଅନୁଷ୍ଠିତ

କଟକ, ୧୦।୪: ବିଡାନାସୀସ୍ଥିତ ଜ୍ୟୋତିବିହାର ବିକାଶ ପରିଷଦ ପକ୍ଷରୁ ଏହାର କାର଼୍ୟାଳୟଠାରେ ଏକ ନିଃଶୁଳ୍କ ଆକ୍ୟୁପ୍ରେସର ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି। ସିଡିଏ ସେକ୍ଟର-୯ ସ୍ଥିତ ଆକ୍ୟୁପ୍ରେସର ସେଣ୍ଟରରେ ଅଭିଜ୍ଞ ଥେରାପିଷ୍ଟ ହରେକୃଷ୍ଣ ନାୟକ ଓ ସଂଘଭି ରଥଙ୍କ ସମେତ ୧୦ ଜଣ ଥେରାପିଷ୍ଟ ଶତାଧିକ ଲୋକଙ୍କୁ ଚିକିତ୍ସା ପ୍ରଦାନ କରିଥିଲେ।
ଏହି ଅବସରରେ ଜ୍ୟୋତିବିହାର ବିକାଶ ପରିଷଦର ସମ୍ପାଦକ ଶିଶିର କୁମାର ନାୟକ, ବସନ୍ତ କୁମାର ଭୋଳ, ବଟକୃଷ୍ଣ ଖଟୁଆ, ଶୁଭାଶିଷ ରାଉତ, ପ୍ରଫୁଲ୍ଲ ସେଠୀ ଓ ପୀତବାସ ସାଇଁ ପ୍ରମୁଖ ଉକ୍ତ ଶିବିର ପରିଚାଳନା କରିଥିଲେ। ଆଗାମୀ ଦିନରେ ଆହୁରି ଅନେକ ନିଃଶୁଳ୍କ ସ୍ବାସ୍ଥ୍ୟସେବା ଶିବିର ଆୟୋଜନ କରାଯିବ ବୋଲି ପରିଷଦର ସମ୍ପାଦକ ଶିଶିର କୁମାର ନାୟକ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାକୁ ଜଙ୍ଗଲକୁ ନେଇ କରିଥିଲେ ବଳାତ୍କାର, ଏବେ କୋର୍ଟ ଶୁଣାଇଲେ ସଜା, ଅଭିଯୁକ୍ତଙ୍କୁ…

କଟକ,୨୨।୬(ପ୍ରଭୁ କଲ୍ୟାଣ ପାଲ୍‌): ନୃଶଂସତାର ସୀମା ପାର୍‌ । ଗାଁ ଟିୱେଲ ମୂଳରୁ ଟେକି ନେଇ ଜଙ୍ଗଲରେ ବଳାତ୍କାର। ନାବାଳିକାକୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ସଜା ଶୁଣାଇଲେ…

ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରଥମ ଥର ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୬: ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଙ୍ଗଳବାର ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି,…

କେନ୍ଦ୍ର ସରକାରଙ୍କ ୧୨ ବର୍ଷ , ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ: ଏହି ବିଷୟ ଉପରେ କଲେ ଆଲୋଚନା

ରାଇକିଆ,୨୨।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ହରି ଓମ କଲ୍ୟାଣ ମଣ୍ଡପ ଠାରେ ସୋମବାର କେନ୍ଦ୍ର ସରକାରଙ୍କ ୧୨ ବର୍ଷ ଓ ରାଜ୍ୟ ସରକାରଙ୍କ ୨ ବର୍ଷ…

ପ୍ରକାଶ ପାଇଲା UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ, ରେଭେନ୍ସା ଆଗରେ

କଟକ,୨୨।୬: ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୋମବାର UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇଛି। ଏଥିରେ ରେଭେନ୍‌ଶା ବିଶ୍ବବିଦ୍ୟାଳୟ ଆଗରେ ରହିଛି। ରେଭେନ୍‌ଶାରେ କଳା(ରାଜନୀତି ବିଜ୍ଞାନ)…

ଜିଅନ୍ତା ଜଳିଗଲେ ସ୍ତ୍ରୀ, ସ୍ବାମୀ ଗୁରୁତର, ହତ୍ୟା ଅଭିଯୋଗ ଆଣି ବାପଘର ଲୋକେ କହିଲେ…

ଖଲ୍ଲିକୋଟ,୨୨।୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ମଥୁରା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଆଁରେ ପୋଡ଼ି ହୋଇ ସ୍ତ୍ରୀ,…

ବାଲିଘାଟରେ ହତ୍ୟାକାଣ୍ଡ ଅଭିଯୋଗ: ଉତ୍ୟକ୍ତ ଲୋକଙ୍କ ରାସ୍ତାରୋକ, ଦ୍ୱିତୀୟ ଦିନରେ ବି ଉତ୍ତେଜନା..

ଦେବଗଡ଼, ୨୨/୬ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ସିଙ୍ଗଶାଳ-ଚଟିଆପାଲି ବାଲିଘାଟରେ ଜଣେ ଯୁବକଙ୍କୁ ହତ୍ୟା କରି ଶବକୁ ବାଲି ଭିତରେ ପୋତି…

ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।…

୪୪ ଜଣ ନିଖୋଜ ବ୍ୟକ୍ତିଙ୍କୁ ଉଦ୍ଧାର କଲା ଗଞ୍ଜାମ ପୋଲିସ

ଛତ୍ରପୁର, ୨୨/୬ (ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲାର ବିଭିନ୍ନ ଥାନାର ତ୍ୱରିତ ଏବଂ ସମନ୍ୱିତ ପ୍ରୟାସ ଫଳରେ ୧୫ ଜୁନ ୨୦୨୬ରୁ ୨୧ ଜୁନ ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri