କୋଲକାତାକୁ ମାଗଣା ବସ୍‌ ସେବା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୬(ବ୍ୟୁରୋ): ବାହାନଗା ଟ୍ରେନ୍‌ ଦୁର୍ଘଟଣା ପରେ ରେଳ ସେବା ବାଧାପ୍ରାପ୍ତ ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଲକାତାକୁ ମାଗଣା ବସ୍‌ ସେବା ଆରମ୍ଭ ଘୋଷଣା କରିଛନ୍ତି। ପୁରୀ, ଭୁବନେଶ୍ବର ଓ କଟକରୁ କୋଲକାତାକୁ ମାଗଣା ବସ୍‌ ଚାଲିବା ନେଇ ସମସ୍ତ ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ବହନ କରାଯିବ। ବାଲେଶ୍ବର ରୁଟ୍‌ରେ ଟ୍ରେନ ଚଳାଚଳ ସ୍ବାଭାବିକ ହେବା ପର୍ଯ୍ୟନ୍ତ ଏହି ସେବା ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ,୨୯l୬(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର ଅଞ୍ଚଳର…

ପାନ ଦୋକାନୀ,ତାଙ୍କ ବାପାଙ୍କୁ ହତ୍ୟା ଉଦ୍ୟମ: ୨ ଗିରଫ

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗାଁ ଛକରେ ପାନ ଦୋକାନ କରିଥିବା ରୁଦ୍ର ପ୍ରଧାନ ଏବଂ ତାଙ୍କ ବାପା ସଞ୍ଜୟ ପ୍ରଧାନଙ୍କୁ…

ଥୁଆମୂଳ ରାମପୁରରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି: ୭୮ଟି ଆବେଦନ ଗ୍ରହଣ, ସମାଧାାନକୁ ନେଇ ଉଠିଲା ପ୍ରଶ୍ନ

ଥୁଆମୂଳ ରାମପୁର, ୨୯/୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ପଞ୍ଚାୟତ ସମିତି ସଭାଗୃହରେ ସୋମବାର ବ୍ଲକସ୍ତରୀୟ ସଂଯୁକ୍ତ ଜନଅଭିଯୋଗ ଶୁଣାଣି ଓ ସମାଧାନ…

ସୁନା ବ୍ୟବସାୟୀଙ୍କ ଘରୁ ଲୁଟ୍‌: ୫ ବର୍ଷ ପରେ ତାମିଲନାଡୁରୁ ଗିରଫ ହେଲେ ଦମ୍ପତି

ମାଲକାନଗିରି,୨୯ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସଦର ମହକୁମାର ଏକ ସୁନା ବ୍ୟବସାୟୀଙ୍କ ଘରୁ ଅଳଙ୍କାର ଚୋରି ମାମଲାରେ ତାମିଲନାଡୁର ଏକ ଦମ୍ପତି ଗିରଫ ହୋଇଛନ୍ତି।ଏନେଇ ମାଲକାନଗିରି ଏସ୍‌ପି ବିନୋଦ…

ଭାଜପା ଯୁବମୋର୍ଚ୍ଚା କର୍ମକର୍ତ୍ତା ଘୋଷଣା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲାର ନୁତନ ଯୁବ ମୋର୍ଚ୍ଚା କର୍ମକର୍ତ୍ତାଙ୍କ ନାମ ସୋମବାର ଘୋଷଣା ହୋଇଛି। ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି…

ହଠାତ୍‌ ଭାବପ୍ରବଣ ହେଲେ ସୂର୍ଯ୍ୟକୁମାର: ଲେଖୁ ଲେଖୁ ଲେଖିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ନିକଟରେ ଆୟର୍ଲାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ହାରିଛି। ନୂତନ ଟି-୨୦ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଏହା କୌଣସି…

ପୋଲିସ ମାଡ଼ରେ ଯୁବକଙ୍କ ମୃତ୍ୟୁ, ପରିବାର ଲୋକେ ଆଣିଲେ ଅଭିଯୋଗ

ଭୁବନେଶ୍ୱର,୨୯।୬: ଖୋର୍ଦ୍ଧା ଜିଲା ବାଣପୁର ପୋଲିସ ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଏକ ଗଣ୍ଡଗୋଳ ମାମଲାରେ ବାଣପୁର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri