Posted inଜାତୀୟ

ସରକାରଙ୍କ ବଡ଼ ନିଷ୍ପତ୍ତି: ଏଣିକି ମାଗଣାରେ ବସ ଯାତ୍ରା କରିବେ ମହିଳା, ଏହି ଦିନଠୁ…

ଅମରାବତୀ,୨୫।୭: ୧୫ ଅଗଷ୍ଟ ୨୦୨୫ ଠାରୁ ରାଜ୍ୟବ୍ୟାପୀ ମହିଳାମାନଙ୍କ ପାଇଁ ମାଗଣା ବସ୍‌ ଯାତ୍ରା ଲାଗୁ କରିବାକୁ ନିଷ୍ପତ୍ତି ନେଇଛନ୍ତି ଆନ୍ଧ୍ର ପ୍ରଦେଶ ସରକାର । ଏନେଇ ଆନ୍ଧ୍ର ପ୍ରଦେଶ ପରିବହନ ମନ୍ତ୍ରୀ ମଣ୍ଡିପାଲି ରାମପ୍ରସାଦ ରେଡ୍ଡୀ ସୂଚନା ଦେଇ କହିଛନ୍ତି, ଏହି ପଦକ୍ଷେପ ଆନ୍ଧ୍ର ପ୍ରଦେଶରେ ଆମର ମହାନ ବିଜୟରେ ଆମକୁ ସମର୍ଥନ କରିଥିବା ମହିଳାମାନଙ୍କ ପ୍ରତି କୃତଜ୍ଞତାର ପ୍ରତୀକ। ଆମେ ଏହି ଯୋଜନାକୁ ରାଜ୍ୟର ସମସ୍ତ ମହିଳାମାନଙ୍କ ନିକଟରେ ପହଞ୍ଚାଇ ଖୁସି। ଯେଉଁମାନେ ଆମର ସଫଳତାରେ ଅବଦାନ ରଖିଛନ୍ତି ସେମାନଙ୍କୁ ପ୍ରତିଦାନ ଦେବାକୁ ଆମେ ପ୍ରତିବଦ୍ଧ।

ପରିବହନ ମନ୍ତ୍ରୀ କହିଛନ୍ତି , ଏହି ସେବା ସମସ୍ତ ପଲ୍ଲେ-ବେଲୁଗୁ, ଲଗଜରୀ ଏବଂ ଅଲ୍ଟ୍ରା-ଲଗଜରୀ ବସରେ ଉପଲବ୍ଧ ହେବ, ଯାହା ସାରା ରାଜ୍ୟରେ ସର୍ବାଧିକ କଭରେଜ ପ୍ରଦାନ କରିବ।

ଅଗଷ୍ଟ ୧୫ ରେ ଆରମ୍ଭ ହେବାକୁ ଥିବା ଏହି ଯୋଜନା, ମେ ୨୦୨୪ ନିର୍ବାଚନ ପୂର୍ବରୁ ତେଲୁଗୁ ଦେଶମ ପାର୍ଟି ସରକାର ଦ୍ୱାରା ଦିଆଯାଇଥିବା ନିର୍ବାଚନୀ ସୁପର ସିକ୍ସ ଗ୍ୟାରେଣ୍ଟିର ଏକ ଅଂଶ। ଆପଣଙ୍କୁ ଜଣାଇ ଦେଉଛୁ ଯେ ତେଲଙ୍ଗାନାର ରେୱନ୍ତ ରେଡ୍ଡୀ ଯୋଜନା ମଧ୍ୟ ସମାନ ନୀତି କାର୍ଯ୍ୟକାରୀ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାହରୁଖଙ୍କ ‘ମନ୍ନତ’ର ମାସିକ ବିଦ୍ୟୁତ ବିଲ କେତେ ଜାଣିଛନ୍ତି କି, ଉଡିଯିବ ହୋଶ୍‌

ମୁମ୍ବାଇ: ବଲିଉଡର ‘କିଙ୍ଗ ଖାନ’ ଭାବେ ପରିଚିତ ଶାହରୁଖ ଖାନଙ୍କ ଲୋକପ୍ରିୟତା କେବଳ ଭାରତରେ ସୀମିତ ନୁହେଁ। ଦେଶ-ବିଦେଶରେ ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ତାଙ୍କର…

ପେଟ୍ରୋଲ-ଡିଜେଲ ଭରିବା ହେବ ମହଙ୍ଗା! ଏବେ ଲାଗିବ ଅତିରିକ୍ତ ଚାର୍ଜ, ଜାଣନ୍ତୁ କେତେ…

ନୂଆଦିଲ୍ଲୀ: UPI ପେମେଣ୍ଟକୁ ନେଇ ବଡ଼ ପରିବର୍ତ୍ତନ ଆସିଛି। ନ୍ୟାଶନାଲ ପେମେଣ୍ଟ୍ସ କର୍ପୋରେସନ ଅଫ ଇଣ୍ଡିଆ (NPCI) ଘୋଷଣା କରିଥିବା ନୂଆ ମର୍ଚ୍ଚାଣ୍ଟ ଡିସ୍କାଉଣ୍ଟ ରେଟ (MDR)…

ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ ଅଙ୍ଗନୱାଡ଼ି କେନ୍ଦ୍ର: ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ ବସୁଛନ୍ତି ଶିଶୁ

ଲାଞ୍ଜିଗଡ଼,୧୬ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ଠାରେ ୨୦୧୫ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇ ସମ୍ପୂର୍ଣ୍ଣ ହେବାର ୪ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରଶାସନକୁ…

ହଇଚଇ ସୃଷ୍ଟି କଲା ଅଭିଜିତ ଦୀପକେଙ୍କ ନୂଆ ପୋଷ୍ଟ, କହିଲେ- ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାରେ…

ନୂଆଦିଲ୍ଲୀ,୧୬।୯: ଉତ୍ତରପ୍ରଦେଶର ୧୪,୪୨୯ଟି ପରିଷଦୀୟ ପ୍ରାଥମିକ ବିଦ୍ୟାଳୟକୁ ‘ସ୍ମାର୍ଟ ସ୍କୁଲ’ ଭାବେ ବିକଶିତ କରାଯିବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏହି…

ମକର ରାଶିରେ ରାହୁଙ୍କ ପ୍ରବେଶ: ୨୦୨୮ ଯାଏ ୫ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ ପ୍ରଚୁର ଟଙ୍କା, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମକର ରାଶିକୁ କର୍ମ, ଅଧିକାର ଓ ସଂଘର୍ଷ ପରେ ସଫଳତାର ପ୍ରତୀକ ଭାବେ ଦେଖାଯାଏ। ଶନିଙ୍କ ଅଧିପତ୍ୟ ଥିବା ଏହି ରାଶିରେ…

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ଫ୍ରାଜାଇଲ ଫାଇଭ୍‌

ବର୍ତ୍ତମାନର କେନ୍ଦ୍ର ସରକାର ବାରମ୍ବାର କହୁଛନ୍ତି, ଦେଶରେ ସବୁ କିଛି ଠିକ୍‌ଠାକ୍‌ ଚାଲିଛି। ୨୦୧୪ ପୂର୍ବରୁ ଭାରତ ‘ଫ୍ରାଜାଇଲ ଫାଇଭ୍‌’ ଅର୍ଥନୀତିରେ ଥିବା ବେଳେ ଏହାର ଅଭିବୃଦ୍ଧି…

ଲୋନ୍‌ ନେଇଥିବା ଲୋକଙ୍କୁ ଲାଗିବ ବଡ଼ ଝଟକା: ମହଙ୍ଗା ହେବ EMI! ଅକ୍ଟୋବରରୁ RBI …

ନୂଆଦିଲ୍ଲୀ,୧୬।୯: ଯଦି ଆପଣ ବ୍ୟାଙ୍କରୁ ହୋମ ଲୋନ, କାର୍‌ ଲୋନ କିମ୍ବା ପର୍ସନାଲ ଲୋନ ନେଇଛନ୍ତି, ତେବେ ଆଗାମୀ ଦିନରେ ଆପଣଙ୍କ ଉପରେ ଅତିରିକ୍ତ EMI ବୋଝ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?