ମାଗଣା ସିଭିଲ କୋଚିଂ: ମେ’ ୫ରେ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୩।୪(ଅସମାପିକା ସାହୁ):ରାଜ୍ୟ ସରକାର ସିଭିଲ ସର୍ଭିସ ପରୀକ୍ଷା ପାଇଁ ମାଗଣା କୋଚିଂ ଦେଉଛନ୍ତି। ୨୦୦ ମନୋନୀତ ଛାତ୍ରୀଛାତ୍ରଙ୍କୁ ଏହି କୋଚିଂ ଦିଆଯାଉଛି। ଏଥିପାଇଁ ପ୍ରି-କ୍ୱାଲିଫାଏ ପ୍ରବେଶିକା ପରୀକ୍ଷା ହୋଇଥାଏ। ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଏହି ପରୀକ୍ଷା ନିମନ୍ତେ ମଙ୍ଗଳବାର ଆବେଦନ ଶେଷ ହୋଇଛି। ୬ ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଏଥିପାଇଁ ଆବେଦନ କରିଛନ୍ତି। ୨୯ ତାରିଖରେ ସାମ୍ସ ଏବଂ ଏସ୍‌ଏସ୍‌ବି ଓ୍ବେବ୍‌ସାଇଟ୍‌ରେ ଆଡ୍‌ମିଟ୍‌ କାର୍ଡ ଉପଲବ୍ଧ ହେବ। ମେ’ ୫ରେ ପ୍ରି-କ୍ୱାଲିଫାଏ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ଜୁନ୍‌ରୁ କୋଚିଂ ଆରମ୍ଭ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ଯୋଜନା ରଖିଛି। ସୂଚନାଯୋଗ୍ୟ, ୟୁପିଏସ୍‌ସି ସିଭିଲ ସର୍ଭିସ ପରୀକ୍ଷା ପାଇଁ ସରକାର ୧୧ ମାସର ମାଗଣା ରେସିଡେନ୍ସିଆଲ କୋଚିଂ ପ୍ରଦାନ କରୁଛନ୍ତି। ସରକାର ଖାଇବା ଓ ରହଣି ପାଇଁ ମଧ୍ୟ ଟଙ୍କା ଦେଇଥାନ୍ତି। ପ୍ରତି ମାସରେ ଛାତ୍ରୀଛାତ୍ରଙ୍କ ୯୦ପ୍ରତିଶତ ଉପସ୍ଥାନ ବାଧ୍ୟତାମୂଳକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

କୋରାପୁଟ,୫।୧୦(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?