୧୮ରୁ ୨୫ ବର୍ଷ ବୟସ୍କ ଯୁବବର୍ଗଙ୍କୁ ମିଳିବ ମାଗଣା କଣ୍ଡୋମ, ରାଷ୍ଟ୍ରପତି ମାକ୍ରୋନଙ୍କ ନିଷ୍ପତି…

ପ୍ୟାରିସ,୧୨।୧୨ : ଫ୍ରାନ୍ସ ସରକାର ୧୮ରୁ ୨୫ ବର୍ଷ ବୟସ୍କ ଯୁବବର୍ଗଙ୍କୁ ମାଗଣାରେ କଣ୍ଡୋମ ଯୋଗାଇବେ। ଏହାର ଉଦ୍ଦେଶ୍ୟ ହେଉଛି ଅବାଞ୍ଛିତ ଗର୍ଭଧାରଣ ଘଟଣାକୁ ହ୍ରାସ କରିବା। ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ଏହା ଘୋଷଣା କରି କହିଛନ୍ତି ଯେ ଗର୍ଭନିରୋଧକ ଦିଗରେ ଏହା ଏକ ଛୋଟ ବିପ୍ଳବ।

ସ୍ବାସ୍ଥ୍ୟ ସମ୍ବନ୍ଧୀୟ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ରାଷ୍ଟ୍ରପତି ମାକ୍ରୋନ କହିଛନ୍ତି ଯେ ତାଙ୍କ ସରକାର ୧୮ରୁ ୨୫ବର୍ଷର ଯୁବବର୍ଗମାନଙ୍କ ପାଇଁ ମେଡିକାଲ ଦୋକାନରେ ମାଗଣା କଣ୍ଡୋମ ଯୋଗାଇବେ। ଚଳିତ ବର୍ଷ ମାକ୍ରୋନ ସରକାର୨୫ ବର୍ଷରୁ କମ ମହିଳାଙ୍କୁ ମାଗଣା କଣ୍ଡୋମ ଯୋଗାଇବା ପାଇଁ ଏକ ଯୋଜନା ଆରମ୍ଭ କରିଥିଲେ। ବର୍ତ୍ତମାନ ସରକାର ସମସ୍ତ ଯୁବକଙ୍କୁ ମାଗଣା କଣ୍ଡୋମ ଯୋଗାଇବା ପାଇଁ ପଦକ୍ଷେପ ନେଇଛନ୍ତି।

ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ସ୍ବାସ୍ଥ୍ୟ ଅଧିକାରୀ ଆକଳନ କରିଛନ୍ତି ଯେ ୨୦୨୦ ଏବଂ ୨୦୨୧ ମସିହାରେ ଫ୍ରାନ୍ସରେ ଯୌନ ସମ୍ବନ୍ଧୀୟ ରୋଗ ହାର ପ୍ରାୟ ୩୦ ପ୍ରତିଶତ ବୃଦ୍ଧି ପାଇଛି। ଫ୍ରାନ୍ସରେ ଏଡସ ଏବଂ ଅନ୍ୟାନ୍ୟ ଯୌନ ସଂକ୍ରମଣକୁ ରୋକିବା ଲକ୍ଷ୍ୟରେ ଜାତୀୟ ସ୍ବାସ୍ଥ୍ୟ ବ୍ୟବସ୍ଥା ଅନ୍ତର୍ଗତ କଣ୍ଡୋମ ଯୋଗାଣ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଷ ଦେଇ ଟ୍ରମ୍ପଙ୍କ ପରିବାରକୁ ହତ୍ୟା କରିବାକୁ ରଚାଯାଉଛି ଷଡ଼ଯନ୍ତ୍ର! ହେଲେ ଏହା ପଛରେ କାହାର ରହିଛି ହାତ? ଜାଣନ୍ତୁ…

ଓ୍ବାଶିଂଟନ,୨୮।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନର ଏକ ଅତ୍ୟନ୍ତ ଚିନ୍ତାଜନକ ଏବଂ ଚାଞ୍ଚଲ୍ୟକର ପ୍ରଚାର ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓଟି…

କିଏ ଏମାନଙ୍କୁ ଜନ୍ମ ଦେଇଛି… Gen-Z ପ୍ରତିବାଦକୁ ନେଇ ବିଦାଦୀୟ ମନ୍ତ୍ୱ୍ୟ ଦେଲେ କଙ୍ଗନା

ନୂଆଦିଲ୍ଲୀ,୨୮।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ର ବିକ୍ଷୋଭ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟମାନେ ଲୋକସଭାରେ ସ୍ଲୋଗାନ ଦେଇଥିଲେ ଏବଂ ହଟ୍ଟଗୋଳ ସୃଷ୍ଟି କରିଥିଲେ।…

ପକେଟ ଉପରେ ବଢ଼ିବ ବୋଝ! ଅଗଷ୍ଟରୁ ମହଙ୍ଗା ହେବ କାର୍‌, ଟିଭି, ଫ୍ରିଜ୍‌ ସହ…ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟରୁ ପର୍ବପର୍ବାଣୀ ଋତୁ ଆରମ୍ଭ ହେବା ସହିତ ମହଙ୍ଗା ମଧ୍ୟ ଆପଣଙ୍କୁ ଅପେକ୍ଷା କରିଛି। ସକାଳର ଚା’ଠାରୁ ଆରମ୍ଭ କରି କାର୍‌ ପର୍ଯ୍ୟନ୍ତ ଅଗଷ୍ଟରେ…

ସାନଖେମୁଣ୍ଡି ଅଞ୍ଚଳରେ ଉପ ଜିଲାପାଳଙ୍କ ନେତୃତ୍ୱରେ ସଫେଇ ଅଭିଯାନ, ଅଞ୍ଚଳବାସୀଙ୍କ ପ୍ରଶଂସା

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଆମ ଗାଁ ସ୍ବଚ୍ଛ ଓ ପରିବେଶକୁ ସୁରକ୍ଷିତ ରଖି ଗଞ୍ଜାମ ଜିଲାକୁ ଏକ ସୁନ୍ଦର, ସ୍ବଚ୍ଛ ଓ ଆଦର୍ଶ ଜିଲାରେ ପରିଣତ କରିବା…

ଫସିଯିବେ କି ଗଡ଼କରୀ? କହିଲେ ‘E20 ପେଟ୍ରୋଲରେ ମୋର କୌଣସି ଭୂମିକା ନାହିଁ’

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ବମ୍ବେ ହାଇକୋର୍ଟରେ ଏକ ପ୍ରସ୍ତାବିତ ଦେୱାନୀ ମାମଲା ରୁଜୁ କରି ଦାବି କରିଛନ୍ତି ଯେ…

ଲଗାଣ ବର୍ଷା ପ୍ରଭାବରେ ବେହାଲ ବଣାଇଁ ଅଞ୍ଚଳ; ବାଗୁନ ନାଳରେ ଭାସିଗଲା ବାଇକ, ଅଫିସରେ ଆଣ୍ଠୁଏ ପାଣି

ବଣାଇଁ,୨୮।୭( ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡରେ ଦୁଇଦିନ ଧରି ଲଗାଣ ବର୍ଷା ଜାରି ରହିଛି । ଫଳରେ ଏକ ପ୍ରକାର ଜନଜୀବନ ପ୍ରଭାବିତ…

ୟୁପିରେ ଏସ୍‌ପି-କଂଗ୍ରେସ ପାଇଁ ଅଡ଼ୁଆ ହେଲା କି ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପ୍ରସଙ୍ଗ? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ, ୨୮।୭: ଭାରତୀୟ ଜନତା ପାର୍ଟିର ନେତା ତଥା ଓଡ଼ିଶାର ସମ୍ବଲପୁରରୁ ସାଂସଦ ଥିବା ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫାକୁ…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ବଡ଼ ଆଡମ୍ବରରେ ଉତ୍ସବ ପାଳନ କଲା CJP; ହେଲେ ବଡ଼ କଥା କହିଦେଲେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କୋକ୍ରୋଚ ଜନତା ପାର୍ଟି (CJP)ର ସଦସ୍ୟମାନେ ହୋଟେଲରେ ମହା ଆଡମ୍ବରରେ ଉତ୍ସବ ପାଳନ କରୁଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri