ଗରିବଙ୍କୁ ଏମ୍ସରେ ମାଗଣା ଇକ୍‌ମୋ ଚିକିତ୍ସା

ଭୁବନେଶ୍ୱର,୨୧ା୮(ବ୍ୟୁରୋ): ଏଣିକି ଗରିବ ଲୋକଙ୍କୁ ଭୁବନେଶ୍ୱର ଏମ୍ସରେ ମାଗଣା ଇକ୍‌ମୋ ଚିକିତ୍ସା ଯୋଗାଇ ଦିଆଯିବ। ରାଶନକାର୍ଡ ଧାରୀ ଏବଂ ଗରିବ ଲୋକମାନଙ୍କୁ ମାଗଣାରେ ଏହି ଚିକିତ୍ସା ଯୋଗାଇ ଦିଆଯିବ। ଏନେଇ ଭୁବନେଶ୍ୱର ଏମ୍ସ ଅଧୀକ୍ଷକ ଡାକ୍ତର ସଚ୍ଚିଦାନନ୍ଦ ମହାନ୍ତି ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଏମ୍ସ ହସ୍ପିଟାଲରେ ଜୁଲାଇ ୧୫ରୁ ଇକ୍‌ମୋ ମେଶିନ କାର୍ଯ୍ୟକ୍ଷମ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ରନ୍ଧନ ଗ୍ୟାସ୍‌ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ

ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍‌ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍‌ ସମୟରେ ଗ୍ୟାସ୍‌ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି…

ଓପିଏସସି କାର୍ଯ୍ୟାଳୟ ଆଗରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଧାରଣା

କଟକ,୬।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ର ପ୍ରତିବାଦ କରିଛନ୍ତି। ନିଯୁକ୍ତି ପାଇ ନ ଥିବା ଶତାଧିକ ଏମ୍‌ବିବିଏସ୍‌ ଡାକ୍ତର ବିକ୍ଷୋଭ ପ୍ରଦର୍ଶନ…

ଆମେରିକା-ଇରାନ ବିବାଦ ଶେଷ ହେବ, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ? ପାକିସ୍ତାନ ପ୍ରସ୍ତୁତ କଲାଣି ଡ୍ରାପ୍ଟ – ସର୍ତ୍ତାବଳୀ କ’ଣ ଜାଣନ୍ତୁ

ତେହରାନ,୬।୪: ଆମେରିକା ଏବଂ ଇରାନ ମଧ୍ୟରେ ଏକ ମାସରୁ ଅଧିକ ସମୟ ଧରି ଚାଲିଥିବା ସଂଘର୍ଷ ଶେଷ ହେବାକୁ ଯାଉଛି ଏବଂ ହର୍ମୁଜ ପ୍ରଣାଳୀ ଖୁବ ଶୀଘ୍ର…

ପୁଣି ସରଣ୍ଡାରେ ବିସ୍ଫୋରଣ: କୋବ୍ରା ୨୦୫ ବାଟାଲିୟନର ଯବାନ ଆହତ

ବଣାଇଁ,୬।୪(ପ୍ରଦୀପ ତ୍ରିପାଠୀ): ଓଡ଼ିଶା-ଝାଡଖଣ୍ଡ ସୀମା ସଂଲଗ୍ନ ସରଣ୍ଡା ଜଙ୍ଗଲରେ ସୋମବାର ପୁଣି ବିସ୍ଫୋରଣର ଖବର ସାମ୍ନାକୁ ଆସିଛି। ଯାହା ସୁରକ୍ଷା ବ୍ୟବସ୍ଥା ଏବଂ ନକ୍ସଲ କାର୍ଯ୍ୟକଳାପକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri