Posted inଜାତୀୟ

ମାଗଣା ବିଜୁଳି-୫ ଲକ୍ଷଙ୍କୁ ରୋଜଗାର-ମହିଳାଙ୍କୁ ୨ହଜାର: ରାହୁଲଙ୍କ ୫ ନିର୍ବାଚନୀ ପ୍ରତିଶ୍ରୁତି

ମୁମ୍ବାଇ,୨୦।୩: ଆସାମରେ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ପ୍ରଚାର କାର୍ଯ୍ୟ ଜୋର୍‌ସୋର୍‌ରେ କରାଯାଉଛି। ଏହି ମର୍ମରେ ରାହୁଲ ଗାନ୍ଧୀ ଜୋରହାଟରେ ଏକ ନିର୍ବାଚନୀ ରାଲିରେ ଯୋଗଦେଇ ୫ ପ୍ରତିଶ୍ରୁତି ଦେଇଛନ୍ତି। ସେଥିମଧ୍ୟରେ ଲୋକଙ୍କୁ ୨୦୦ ୟୁନିଟ୍‌ ମାଗଣାରେ ବିଜୁଳି ଯୋଗାଣ, ରାଜ୍ୟର ୫ ଲକ୍ଷ ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ, ପ୍ରତି ମହିଳାଙ୍କୁ ମାସିକ ୨ ହଜାର ଟଙ୍କା ଆଦି ନିର୍ବାଚନୀ ପ୍ରତିଶ୍ରୁତି ଥୋପ ରହିଛି। ଏହା ସହିତ ରାଜ୍ୟରେ ନାଗରିକତ୍ୱ ସଂଶୋଧନ ଆଇନ ଲାଗୁ ହେବ ନାହିଁ ବୋଲି ସେ କହିଛନ୍ତି। ସେହିପରି ଚା’ ବଗିଚାରେ କାମ କରୁଥିବା ଶ୍ରମିକଙ୍କ ମଜୁରୀକୁ ବଢ଼ାଇ ଦିଆଯାଇ ୩୬୫ ଟଙ୍କା କରାଯିବ। ଏବେ ଏହା ୧୬୫ ଟଙ୍କା ରହିଛି ବୋଲି ରାହୁଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ଏସ୍‌ପି, ମଣ୍ଡି ରହିବ

ନୂଆଦିଲ୍ଲୀ,୧୧ା୨(ଆଇଏଏନ୍‌ଏସ୍‌): କେନ୍ଦ୍ର ସରକାରଙ୍କ ୩ ବିବାଦୀୟ କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ବୁଧବାର ୭୭ ଦିନରେ ପହଞ୍ଚତ୍ଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଲୋଚନା ଜରିଆରେ...

ଭାରତ ଗସ୍ତ ବାତିଲ କଲେ ଇରାନ ମନ୍ତ୍ରୀ

ନୂଆଦିଲ୍ଲୀ,୧୮ା୨: ଇରାନର ବହିର୍ବ୍ୟାପାର ମନ୍ତ୍ରୀ ହୋସେନ ଅମିର ଅବ୍‌ଦୋଲ୍ଲାହିଆନ୍‌ ରାଇସିନା ଡାଇଲଗ୍‌ରେ ଯୋଗଦେବା ପାଇଁ ଭାରତ ଆସିବାର ଥିଲା। ଭାରତର ବହିର୍ବ୍ୟାପାର ମନ୍ତ୍ରଣାଳୟ ଓ ଅବ୍‌ଜର୍ଭର...

ମୋଦିଙ୍କୁ ମିଳିବ ଆଉ ଏକ ସମ୍ମାନ

ନୂଆଦିଲ୍ଲୀ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱରେ ଜଣେ ପ୍ରଭାବଶାଳୀ ନେତା ଭାବେ ପରିଚିତ। ଏହା ତାଙ୍କୁ ମିଳିଥିବା ବିଭିନ୍ନ ଦେଶର ସମ୍ମାନ ପ୍ରମାଣିତ କରେ। ନିକଟରେ...

ନିର୍ବାଚନ କମିଶନଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ: ଆଜି ଉଦ୍ଧବ ଗୋଷ୍ଠୀ ପିଟିଶନ୍‌ର ଶୁଣାଣି

ନୂଆଦିଲ୍ଲୀ,୨୨।୨(ପି.ଟି.): ଏକନାଥ ଗୋଷ୍ଠୀକୁ ପ୍ରକୃତ ଶିବସେନାର ସ୍ବୀକୃତି ଏବଂ ଧନୁତୀର ଚିହ୍ନ ପ୍ରଦାନ ଲାଗି ନିର୍ବାଚନ କମିଶନ (ଇସି)ଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଉଦ୍ଧବ ଠାକ୍‌ରେ...

ରୋ-ପାକ୍ସ୍‌ ଫେରି ସେବା ଲୋକାର୍ପଣ କଲେ ମୋଦି: ପର୍ଯ୍ୟଟନ ଶିଳ୍ପର ହେବ ବିକାଶ

ଅହମଦାବାଦ,୮।୧୧: ଗୁଜରାଟର ହଜିରା ଏବଂ ଘୋଘା ମଧ୍ୟରେ ରୋ-ପାକ୍ସ୍‌ ଫେରି ସେବାର ଲୋକାର୍ପଣ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ରବିବାର ସମ୍ପନ୍ନ ହୋଇଛି। ଭିଡ଼ିଓ କନଫରେନ୍ସିଂ...

ସ୍ତ୍ରୀଙ୍କୁ ପିଟୁଥିଲେ ଡିଜି: ନ୍ୟାୟ ମାଗିଲେ ପୁଅ

ଭୋପାଳ,୨୮।୯: ମଧ୍ୟପ୍ରଦେଶର ଭୋପାଳରେ ଜଣେ ଡିଜି ସ୍ତ୍ରୀଙ୍କୁ ନିର୍ମମ ଭାବେ ପିଟୁଥିବା ଭିଡିଓ ସୋସିଆଲ ଭାଇରାଲ ହୋଇଛି। ଏହି ଭିଡିଓଟି ସ୍ପେଶାଲ ଡିଜି ପରୁଷୋତ୍ତମ ଶର୍ମାଙ୍କ...

ଟୁଇଟ୍‌ କରି ଆତ୍ମହତ୍ୟା କରିବାକୁ ଯାଉଥିବା ଯୁବକଙ୍କୁ ଉଦ୍ଧାର କଲେ ପୋଲିସ…

ନୂଆଦିଲ୍ଲୀ,୧୪।୩ : ପରୀକ୍ଷାରେ ଖରାପ ହେବାରୁ ଆତ୍ମହତ୍ୟା କରିବାକୁ ଯାଉଥିବା ଜଣେ ଯୁବକଙ୍କୁ ରାଜସ୍ଥାନ ପୋଲିସ ଉଦ୍ଧାର କରିଛନ୍ତି। ଯୁବକ ଜଣକ ଟୁଇଟ୍‌ କରି ସେ...

୮ଘଣ୍ଟାରେ ୧୮ କିଲୋମିଟର କାନ୍ଧରେ ବୋହି ପ୍ରସୂତିଙ୍କୁ ହସ୍ପିଟାଲ ନେଲେ ପରିବାରଲୋକେ

କୁଲୁ,୧୭।୨: ସବୁ ରାଜ୍ୟରେ ଭଲ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯାଉଛି ବୋଲି ସରକାର ଡିଣ୍ଡିମ ପିଟୁଥିବା ବେଳେ ପ୍ରାୟ ସମୟରେ ଏହାର ନଗ୍ନ ଉଦାହରଣ ଦେଖିବାକୁ ମିଳିଛି।...

Advertisement
Archives

Model This Week