Posted inଜାତୀୟ

ବଢୁଛି ମହାରାଷ୍ଟ୍ର ବନ୍ୟା ମୃତ୍ୟୁ ସଂଖ୍ୟା, ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୨୪ ।୭: ମହାରାଷ୍ଟ୍ରରେ ବର୍ଷା ଛାଡି ଯାଇଥିଲେ ବି ବନ୍ୟା ପ୍ରଭାବିତ ଜିଲାର ପରିସ୍ଥିତି ଗମ୍ଭିର ହୋଇ ପଡିଛି । ବନ୍ୟା ପ୍ରଭାବିତ ପ୍ରାୟ ୮୯ ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି । ଏବେ ଏମାନଙ୍କ ଜୀବନ ଜୀବିକାକୁ ନେଇ ପ୍ରଶ୍ନ ଉଠିଛି । ଶନିବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନରେ ଯାଇଛନ୍ତି । ହେଲିକପ୍ଟର ଯୋଗେ ରାୟଗଡ ଯିବା ପରେ ସଡକ ମାର୍ଗରେ ମହାଡ ନିକଟ ତାଲିୟେ ଗାଁ ଗସ୍ତ କରିଛନ୍ତି । ଯେଉଁଠାରେ ଶୁକ୍ରବାର ପାହାଡ ତଳେ ଚାପି ହୋଇ ୫୦ରୁ ଉର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଥିଲା । ପରିଦର୍ଶନ ପରେ ବନ୍ୟା ପ୍ରଭାବିତଙ୍କୁ ସମସ୍ତ ସୁବିଧା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏମାନଙ୍କୁ ମାଗଣା ରାଶନ ଓ କିରୋସିନ ଯୋଗଇ ଦିଆଯିବା ସହ ମୃତକଙ୍କ ପରିବାରକୁ ଆର୍ଥିକ ସାହାଯ୍ୟ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମହାରାଷ୍ଟ୍ର ବନ୍ୟାରେ ଏପର୍ଯ୍ୟନ୍ତ ପାଖାପାଖି ୧୩୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଗକୁ ଏହି ସଂଖ୍ୟା ବଢିବ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri