Posted inଜାତୀୟ

ମୋଦିଙ୍କୁ ଟକ୍କର ଦେଲେ ଦିଦି: ୨୦୨୧ ଜୁନ୍‌ ପର୍ଯ୍ୟନ୍ତ ମାଗଣାରେ ଦେବେ ରାଶନ

କୋଲକାତା,୩୦।୬: ଅନ୍‌ଲକ୍‌ ୨.୦ ଆରମ୍ଭ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଅପରାହ୍ନ ୪ଟାରେ ଦେଶବାସୀଙ୍କୁ ସମ୍ବୋଧନ କରିଥିଲେ। ଏଥିରେ ସେ ଦେଶର ଗରିବ ଭଉଣୀ ଭାଇଙ୍କ ପାଇଁ ଆସନ୍ତା ନଭେମ୍ବର ମାସ ପର୍ଯ୍ୟନ୍ତ ମାଗଣାରେ ରାଶନ ଯୋଗାଇ ଦେବାକୁ କହିଛନ୍ତି। ଏହାପରେ ପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି ଦେଶରେ ମହାମାରୀ କରୋନା ଯୋଗୁ ଯେଉଁଭଳି ପରିସ୍ଥିତି ଉପୁଜିଛି ତାକୁ ଦୃଷ୍ଟିରେ ରଖି ତାଙ୍କ ସରକାର ରାଜ୍ୟବାସୀଙ୍କୁ ଆସନ୍ତା ଜୁନ୍‌ ୨୦୨୧ ପର୍ଯ୍ୟନ୍ତ ମାଗଣା ରାଶନ ଯୋଗାଇ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ସେହିପରି କରୋନାକୁ ଦୂରେଇବା ପାଇଁ ରାଜ୍ୟରେ ନିୟମ କୋହଳ କରାଯାଇଥିବା ବେଳେ ପ୍ରାତଃ ଭ୍ରମଣ ପାଇଁ ସକାଳ ୫ଟା ୩୦ରୁ ୮ଟା ୩୦ ପର୍ଯ୍ୟନ୍ତ ସମୟ ଦିଆଯାଇଛି ବୋଲି ସେ କହିଛନ୍ତି। କିନ୍ତୁ ଏହି ସମୟରେ ସାମାଜିକ ଦୂରତା ନିୟମ ପାଳନ କରିବା ଜରୁରୀ। ସେହିପରି ବିବାହ କାର୍ଯ୍ୟରେ କେବଳ ୫୦ ଜଣ ଯୋଗ ଦେବାକୁ ଅନୁମତି ପ୍ରଦାନ କରାଯାଇଥିବା ବେଳେ ଶ୍ରାଦ୍ଧ କାର୍ଯ୍ୟରେ କେବଳ ୨୫ ଜଣ ଯୋଗ ଦେଇ ପାରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨୯ରୁ ବଦଳିଯିବ ଏହି ୫ ରାଶିଙ୍କ ଭାଗ୍ୟ: ହେବ ଧନ ବର୍ଷା, ବ୍ୟାପାର-କ୍ୟାରିୟରରେ…

ଜୁଲାଇ ୨୯ରେ ଧନ, ସୁଖ ଏବଂ ବୈଭବର କାରକ ଗ୍ରହ ଶୁକ୍ର ଏବଂ ସାହସ, ଶକ୍ତି ତଥା କର୍ମର କାରକ ଗ୍ରହ ମଙ୍ଗଳ ପରସ୍ପରଠାରୁ ୯୦ ଡିଗ୍ରୀ…

ଇରାନର ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ମାଡ଼ ପରେ ଟ୍ରମ୍ପଙ୍କ କଡ଼ା ଚେତାବନୀ, ସବୁ ଶେଷ…

ଓ୍ବାଶିଂଟନ,୨୯।୭: ଆମେରିକା ଏବଂ ସାଉଦି ଆରବ ଦ୍ୱାରା ଇରାକ ଉପରେ ହୋଇଥିବା ଆକ୍ରମଣରେ ଛଅ ଜଣ ଇରାନୀ ପରାମର୍ଶଦାତାଙ୍କ ମୃତ୍ୟୁ ହୋଇଥିଲା । ଏହା ପୂର୍ବରୁ, ଇରାନ…

E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍

ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ…

୨ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଦାରିଙ୍ଗବାଡିରୁ ଉଠାଇଲା ମୁମ୍ବାଇ ପୋଲିସ

ଦାରିଙ୍ଗବାଡି,୨୯।୭(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଗଞ୍ଜେଇ ଚୋରାଚାଲାଣ ଏବେ ଆଉ କେଵଳ ରାଜ୍ୟ ମଧ୍ୟରେ ସିମିତ ହୋଇ ରହିନାହିଁ । କନ୍ଧମାଳରୁ ବିଭିନ୍ନ ରାଜ୍ୟକୁ ଗଞ୍ଜେଇ ଚାଲାଣ…

କେଉଁ ବୋଲରଙ୍କୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ? ଜାଡେଜା କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୯।୭: ଟିମ୍ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ସମ୍ପୂର୍ଣ୍ଣ ଫିଟ୍ ହୋଇ ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦିନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି…

ଯୁବତୀଙ୍କୁ ବିବାହ କରିବା ପରେ ତଳକୁ ଓହ୍ଲାଇବି….ପ୍ରେମ ପାଇଁ ହାଇଡ୍ରାମା, ମନ୍ଦିର ଉପରକୁ ଚଢ଼ି ଦେଲେ ଧମକ

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ହରିଚନ୍ଦନପୁରରେ ଏକ ଅଭାବନୀୟ ଦେଖିବାକୁ ମିଳିଛି । ଜଣେ ୨୧ ବର୍ଷୀୟ ଯୁବକଙ୍କ ହାଇଡ୍ରାମା ବର୍ତ୍ତମାନ ଚର୍ଚ୍ଚାର ବିଷୟ…

କାଲିଠୁ ଶ୍ରାବଣ ଆରମ୍ଭ: ପ୍ରଥମ ଦିନରେ କରନ୍ତୁ ଏହି ୩ ସହଜ କାମ, ମହାଦେବଙ୍କ କୃପାରୁ ଚମକିବ ଭାଗ୍ୟ!

ହିନ୍ଦୁ ଧର୍ମରେ ଶ୍ରାବଣ ମାସକୁ ଦେବଦେବ ମହାଦେବଙ୍କ ଆରାଧନା ପାଇଁ ସବୁଠାରୁ ପବିତ୍ର ଓ ଗୁରୁତ୍ୱପୂର୍ଣ୍ଣ ମାସ ଭାବେ ବିବେଚନା କରାଯାଏ। ଚଳିତ ବର୍ଷ ଜୁଲାଇ ୩୦…

ଆଶ୍ଚର୍ଯ୍ୟ ହେଲେବି ସତ, ଏହି ରାଜ୍ୟରେ ୭ ହଜାର ଛାତ୍ରୀଛାତ୍ର HIV ପଜିଟିଭ୍

ବେଙ୍ଗାଲୁରୁ,୨୯।୭: କର୍ନାଟକରୁ ଏପରି ଏକ ରିପୋର୍ଟ ସାମ୍ନାକୁ ଆସିଛି, ଯାହାକି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି । ୧୮ ରୁ ୨୫ ବର୍ଷ ବୟସର ପ୍ରାୟ ୭ ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri