Posted inଜାତୀୟ

ମାଗଣା ରାଶନ ଯୋଜନା ପୁଣି ବଢ଼ିପାରେ ୩ ମାସ…

ନୂଆଦିଲ୍ଲୀ, ୨୭।୯ : ମାଗଣା ରାଶନ ଯୋଜନା ପୁଣି ୩ ମାସ ବଢ଼ିପାରେ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଚିନ୍ତା କରାଯାଉଛି। ଏହି ଯୋଜନା ଦ୍ୱାରା ବାର୍ଷିକ ସରକାରଙ୍କ ଉପରେ ୧୮ ବିଲିୟନ ଡଲାରରୁ ଅଧିକ ବୋଝ ପଡୁଛି। ସରକାର ଦୀପାବଳି ପରେ ଡିସେମ୍ବର ପର୍ଯ୍ୟନ୍ତ ମଧ୍ୟ ଲୋକଙ୍କୁ ମାଗଣାରେ ରାଶନ ଯୋଗାଇ ଦେବାକୁ ଚିନ୍ତା କରୁଛନ୍ତି। ଏହା ଦ୍ୱାରା ଦେଶର ୮୦ କୋଟିରୁ ଅଧିକ ଲୋକ ଉପକୃତ ହେଉଛନ୍ତି।

କରୋନା ମହାମାରୀ ସଙ୍କଟ ସମୟରୁ ଜାରି ରହିଥିବା ଏହି ଯୋଜନା ସେପ୍ଟେମ୍ବରରେ ଶେଷ ହେଉଥିଲା। ତେବେ ସରକାର ଏହାକୁ ପୁଣି ବଢ଼ାଇବାର ଯୋଜନା କରୁଥିବା କୁହାଯାଉଛି।ଦେଶରେ ଗରିବଙ୍କ ଆର୍ଥିକ ସ୍ଥିତିକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନ ନିର୍ବାଚନ: ପ୍ରଧାନମନ୍ତ୍ରୀଙ୍କ ଦଳ ବିଜୟୀ

ଟୋକିଓ,୯ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ଦୁଇ-ତୃତୀୟାଂଶ ସଂଖ୍ୟାଗରିଷ୍ଠତାର ସହ ବିଜୟୀ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ…

ପାକ୍‌ ଏଜେଣ୍ଟ ସହ ଗୌରବ, ତାଙ୍କ ସ୍ତ୍ରୀଙ୍କ ନିବିଡ଼ ସମ୍ପର୍କ: ହିମନ୍ତ

ଗୁଆହାଟୀ,୯ା୨(ପି.ଟି.): ଆସାମ କଂଗ୍ରେସ ସଭାପତି ତଥା ଏମ୍‌ପି ଗୌରବ ଗୋଗୋଇ ଏବଂ ତାଙ୍କ ସ୍ତ୍ରୀ ଏଲିଜାବେଥ କୋଲବର୍ନଙ୍କର ପାକିସ୍ତାନ ସହ ନିବିଡ଼ ସମ୍ପର୍କ ରହିଥିବା ଆସାମ ମୁଖ୍ୟମନ୍ତ୍ରୀ…

ଶତ୍ରୁ ସାଟେଲାଇଟ୍‌ ଉପରେ ନଜର ରଖିବ ଭାରତ

ପାଟନା,୯ା୨: ଭାରତର ଅଭିବୃଦ୍ଧିଶୀଳ ଘରୋଇ ମହାକାଶ କ୍ଷେତ୍ରକୁ ଏକ ବଡ଼ ସଫଳତା ମିଳିଛି। ଅହମଦାବାଦର ଆଜିସ୍ତା ଇଣ୍ଡଷ୍ଟ୍ରିଜ୍‌ ପ୍ରା.ଲିଃ ଏହାର ଏରୋସ୍ପେସ୍‌ ବିଭାଗ ଜରିଆରେ ଏକ ନୂଆ…

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri