ସହାୟ ଆପ୍‌ ଜରିଆରେ ରୋଗୀଙ୍କୁ ନିଶୁଳ୍କ ସେବା

ଛତ୍ରପୁର,୩୦।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନମଣ୍ଡଳୀର ଭାଜପା ଯୁବନେତା ପ୍ରଶାନ୍ତ କୁମାର କର ଓ ଜିଲା ସଭାପତି ବିଭୂତି ଭୂଷଣ ଜେନାଙ୍କ ନେତୃତ୍ୱରେ ହୋଇଥିବା ସହାୟ ଆପ୍‌ ଜରିଆରେ ରବିବାର ଆର୍ଯ୍ୟପଲ୍ଲୀ ପଞ୍ଚାୟତରେ ରୋଗୀମାନଙ୍କୁ ଚିକିତ୍ସା କରାଯିବା ସହ ମାଗଣା ଔଷଧ ବିତରଣ କରାଯାଉଛି। ଏହି କାର୍ଯ୍ୟକ୍ରମରେ ଡ. ରାଜୀବ କୁମାର ମିଶ୍ର, ଶିବ ପ୍ରସାଦ ଶତପଥୀ ସହାୟ ସଂଯୋଜକ, କେ. ଲକ୍ଷ୍ମଣ ପାତ୍ର ବରିଷ୍ଠ ନେତା, ପଦ୍ମ ଚରଣ ସାହୁ କଣମଣା ମଣ୍ଡଳ ସଭାପତି ପ୍ରମୁଖ ଉପସ୍ଥିତ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ପରୀ ହତ୍ୟାକାଣ୍ଡର ତଦନ୍ତ ତ୍ୱରାନ୍ବିତ

ନୟାଗଡ ଅଫିସ,୩୦।୧୨: କିଛି ଦିନର ନୀରବତା ପରେ ଏସ୍‌ଆଇଟି ପୁଣି ତଦନ୍ତକୁ ତ୍ୱରାନ୍ବିତ କରିଛି। ଏସ୍‌ଆଇଟି ଯଦୁପୁର ଗଁାକୁ ନ ଯାଇ ନୟାଗଡରେ ଯଦୁପୁରର କିଛି...

ଜାମିନରେ ଆସିବା ପରେ ପୋଲିସ ନାଁରେ ଅଭିଯୋଗ

ସମ୍ବଲପୁର,୪ା୧(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ପୋଲିସ ବିରୋଧରେ ସାଙ୍ଘାତିକ ଅଭିଯୋଗ ଆସିଛି। ଥାନା ପରିସରରେ ଜଣେ ଅଭିଯୁକ୍ତଙ୍କୁ ପୋଲିସ ମାରପିଟ କରିଛି। ଏକ ମାମଲାରେ...

ମାନସିକ ବିକାରଗ୍ରସ୍ତ ଯୁବକଙ୍କୁ ଧକ୍କା ଦେଲା ଟ୍ରକ୍‌

ପାଟଣା,୧୮।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର ପାଟଣା ବାଇପାସ ନିକଟରେ ଶୁକ୍ରବାର ପୂର୍ବାହ୍ନରେ ଦୁର୍ଘଟଣା ଘଟିଛି। ଏକ ୧୪...

ଅଦିନିଆ ବର୍ଷା: ଚାଷୀ ଆତଙ୍କିତ

ସରଣ୍ଡା,୨୫।୨(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ସରଣ୍ଡାରେ ମଙ୍ଗଳବାର ସକାଳୁ ବର୍ଷା ଲାଗି ରହିଛି। ସୋମବାର ମଧ୍ୟ ଦିନତମାମ ବର୍ଷା ଲାଗି ରହିଥିବା ଯୋଗୁ ସାଧାରଣ...

ବାଇକ୍‌କୁ ଧକ୍କା ଦେଲା ମିନି ଟ୍ରକ୍‌ : ଗୃହରକ୍ଷୀ ମୃତ, ଶିଶୁ କନ୍ୟା ଓ ବଡ଼ ବାପା ଗୁରୁତର

ରିଆମାଳ,୧୬।୧୨(ଡି.ଏନ୍‌.ଏ)- ଦେବଗଡ଼ ଜିଲା ରିଆମାଳ ଥାନା ଅଧିନ ରେଙ୍ଗାଳବେଡା ହନୁମାନ ମନ୍ଦିର ନିକଟରେ ୫୩ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ସନ୍ଧ୍ୟାରେ ଦୁର୍ଘଟଣା ଘଟିଛି। ମିନିଟ୍ରକ...

ବାପୁଜୀ ସେକେଣ୍ଡାରୀ ସ୍କୁଲରେ ପିଲାଙ୍କ ଭବିଷ୍ୟତ ସହ ଖେଳ: ଆଡମିଶନ ହୋଇଥି୍ଲା, ଫର୍ମ ଫିଲ୍‌ଅପ୍‌ ନୋହିଲା

ପରଜଙ୍ଗ, ୧୮।୧୨(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଗଡ଼ପଳାଶୁଣୀସ୍ଥିତ ବାପୁଜୀ ସେକେଣ୍ଡାରୀ ସ୍କୁଲରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ସହ ଖେଳାଯାଉଥିବା ଅଭିଯୋଗ ହୋଇଛି। ଏପରି ଅଭିଯୋଗ ଆଣିଛନ୍ତି ଘାଘରାମୁଣ୍ଡା...

ପିଲା ଆସିଲେନି, ବସି ବସି ଫେରିଲେ ଶିକ୍ଷୟିତ୍ରୀ

ପବିତ୍ରନଗର,୨୨ା୧(ଡି.ଏନ.ଏ.) – ଅନୁଗୋଳ ଜିଲା କଣିହାଁ ବ୍ଲକ ପରାବିଲ ଗ୍ରାମର ନିମ୍ନ ପ୍ରାଥମିକ ବିଦ୍ୟାଳୟକୁ ପବିତ୍ରନଗର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମିଶ୍ରଣକୁ ନେଇ ବିବାଦ ଲାଗିରହିଛି।...

ମଲାଡ଼ ସରପଞ୍ଚଙ୍କୁ ଆକ୍ରମଣ, ଘରକୁ ପଥର ମାଡ଼

ଗଞ୍ଜାମ/ଛତ୍ରପୁର,୨୬ା୧୦(ଡି.ଏନ୍‌.ଏ.)-ରମ୍ଭା ଥାନା ଗଞ୍ଜାମ ବ୍ଲକ ମଲାଡ ସରପଞ୍ଚ ପ୍ରଭାତ କୁମାର ସେଠୀଙ୍କୁ ଶୁକ୍ରବାର ରାତି ପ୍ରାୟ ୧୦ଟାରେ ଆକ୍ରମଣ ହୋଇଛି। ଏଥିସହ ତାଙ୍କ ଘରେ କୌଣସି...

Advertisement
Archives

Model This Week