ମୁକ୍ତ ବାଣିଜ୍ୟ ଆଲୋଚନା ଆଗେଇବ: ମୋଦି-ସୁନକ ଦେବେ ଚୂଡ଼ାନ୍ତ ରୂପ…

ନୂଆଦିଲ୍ଲୀ,୨୨।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ବ୍ରିଟିଶ ପ୍ରତିପକ୍ଷ ଋଷି ସୁନକ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (ଏଫଟିଏ) ଆଲୋଚନାକୁ ସମୀକ୍ଷା କରିଛନ୍ତି।
ଏହି ଆଲୋଚନାକୁ ତ୍ୱରାନୱିତ କରିବାକୁ ଏବଂ ଜାପାନରେ ଆଲୋଚନା ସମୟରେ ଏକ ଉଚ୍ଚାଭିଳାଷୀ ଏବଂ ପାରସ୍ପରିକ ଲାଭଦାୟକ ଏଫଟିଏ ଚୂଡ଼ାନ୍ତ କରିବାକୁ ଦୁଇ ନେତା ସହମତ ହୋଇଥିଲେ। ଗତ ବର୍ଷ ନଭେମ୍ବରରେ ଇଣ୍ଡୋନେସିଆରେ ଜି -୨୦ ଶିଖର ସମ୍ମିଳନୀ ପରେ ଏହା ଦୁଇ ନେତାଙ୍କ ଦ୍ୱିତୀୟ ବ୍ୟକ୍ତିଗତ ବୈଠକ ଥିଲା। ବ୍ରିଟିଶ ପ୍ରଧାନମନ୍ତ୍ରୀଙ୍କ ସରକାରୀ ବାସଭବନ ଡାଉନିଙ୍ଗ ଷ୍ଟ୍ରିଟ ମଧ୍ୟ ସୂଚାଇ ଦେଇଛି ପ୍ରଧାନମନ୍ତ୍ରୀ ଭାବରେ ଭାରତ ଗସ୍ତରେ ସୁନକ ଚଳିତ ବର୍ଷ ଶେଷରେ ଦିଲ୍ଲୀ ଗସ୍ତ କରିପାରନ୍ତି। ସେ ଜି -୨୦ ଶିଖର ସମ୍ମିଳନୀରେ ଯୋଗଦେବେ। ଡାଉନିଂ ଷ୍ଟ୍ରିଟ ମୁଖପାତ୍ର କହିଛନ୍ତି ଦୁଇ ଦେଶ ମଧ୍ୟରେ ସମ୍ପର୍କ ଏବଂ ମୁକ୍ତ ବାଣିଜ୍ୟର ଗୁରୁତ୍ୱ ଉପରେ ନେତାମାନେ ସକାରାତ୍ମକ ମତାମତ ପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

ଆଜିଠୁ ଶସ୍ତା ହେଲା ୫ କେଜିଆ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରର ନୂଆ ଦର!

ନୂଆଦିଲ୍ଲୀ,୧।୭: ମହଙ୍ଗା ମାଡ଼ ମଧ୍ୟରେ ଏବେ ଏଲପିଜି (LPG) ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ସହିତ ‘ଛୋଟ ଗ୍ୟାସ୍ ସିଲିଣ୍ଡର’ ମଧ୍ୟ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆଜିଠୁ ବଦଳିଲା ‘ମନରେଗା’ ଯୋଜନା, ନୂଆ ‘VB-G RAM G’ ଆକ୍ଟରେ ଏବେ ପ୍ରତିଦିନ ମିଳିବ…

ନୂଆଦିଲ୍ଲୀ,୧।୭: ଗ୍ରାମୀଣ ରୋଜଗାର କ୍ଷେତ୍ରରେ କେନ୍ଦ୍ର ସରକାର ଆଜି ଅର୍ଥାତ୍ ୧ ଜୁଲାଇ ୨୦୨୬ରୁ ଏକ ଐତିହାସିକ ତଥା ବଡ଼ ନୀତିଗତ ପରିବର୍ତ୍ତନ କାର୍ଯ୍ୟକାରୀ କରିଛନ୍ତି। ଦେଶର…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

୧ ଜୁଲାଇରୁ ବଦଳିଗଲା ଏହି ୧୦ଟି ବଡ଼ ନିୟମ! ଆଇଟିଆର୍‌, କ୍ରେଡିଟ୍ କାର୍ଡଠାରୁ ଆରମ୍ଭ କରି ପିଏଫ୍‌ ଉଠାଣ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧।୭: ଜୁଲାଇ ଆରମ୍ଭ ହୋଇଯାଇଛି। ଆଇଟିଆର୍ (ITR) ଦାଖଲ ସମୟସୀମାଠାରୁ ଆରମ୍ଭ କରି ୟୁପିଆଇ (UPI) ଭିତ୍ତିକ ପିଏଫ୍ (PF) ଟଙ୍କା ଉଠାଣ ଏବଂ କ୍ରେଡିଟ୍ କାର୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri