Posted inଫୁରସତ

ଏହି ସହରରେ ମାଗଣା ମିଳୁଛି ଇଣ୍ଟରନେଟ୍‌ ସେବା

ଆଜିର ସମୟରେ ଇଣ୍ଟର୍‌ନେଟ୍‌ ସତେ ଯେପରି ଜୀବନର ଏକ ବଡ଼ ଅଂଶ ପାଲଟିଯାଇଛି। ସେ ଘର ହେଉ କି ଅଫିସ କିମ୍ବା ସର୍ବସାଧାରଣ ସ୍ଥାନ। ସବୁଠି ଇଣ୍ଟରନେଟ୍‌ ସମସ୍ତ କାର୍ଯ୍ୟକୁ ସହଜ କରିଥାଏ। ଏଭଳି ପରିସ୍ଥିତିରେ ଯଦି ଲୋକମାନେ ମାଗଣା ଓ୍ବାଇ-ଫାଇ ପାଆନ୍ତି ତେବେ କ’ଣ ହେବ ଭାବିଲେ। ନିଶ୍ଚିତ ମନ ଆନନ୍ଦରେ ପୂରି ଉଠିବ।

ଠିକ୍‌ ଦୁନିଆରେ ଏପରି ଏକ ସହର ଅଛି, ଯେଉଁଠି ଲୋକଙ୍କୁ ମାଗଣା ଓ୍ବାଇ-ଫାଇ ସେବା ମିଳୁଛି। ମେକ୍ସିକୋ ସିଟି ହେଉଛି ଏହାର ଅନନ୍ୟ ଉଦାହରଣ। ଯେଉଁଠାରେ ମାଗଣା ଓ୍ବାଇଫାଇ ହଟସ୍ପଟ ସୁବିଧା ଉପଲବ୍ଧ। କେବଳ ଏତିକି ନୁହେଁ, ମାଗଣା ଓ୍ବାଇ-ଫାଇ ଦୃଷ୍ଟିରୁ ଏହି ସହର ବିଶ୍ୱରେ ଏକ ନୂତନ ରେକର୍ଡ ସୃଷ୍ଟି କରିଛି। ସର୍ବାଧିକ ମାଗଣା ଓ୍ବାଇ-ଫାଇ ହଟ୍‌ସ୍ପଟ ଥିବାରୁ ନିକଟରେ ଏହି ସହରର ନାମ ଗିନିଜ୍‌ ୱାଲର୍‌ଡ ରେକର୍ଡରେ ସ୍ଥାନ ପାଇଛି।

କରୋନା ମହାମାରୀ ଏବଂ ଲକ୍‌ଡାଉନ ସମୟରେ ବିଦ୍ୟାଳୟଗୁଡ଼ିକ ବନ୍ଦ ହୋଇଯାଇଥିଲା, ତେଣୁ ସହରରେ ହଟ୍‌ସ୍ପଟ ବୃଦ୍ଧି କରାଯାଇଥିଲା। ଯାହା ଦ୍ୱାରା ଛାତ୍ରୀଛାତ୍ର ସେମାନଙ୍କ ଅନ୍‌ଲାଇନ ଅଧ୍ୟୟନ ଆରାମରେ କରିପାରିଥିଲେ।

ମେକ୍ସିକୋରେ ବିନା ସର୍ତ୍ତରେ ମାଗଣା ଓ୍ବାଇ-ଫାଇ ଯୋଗାଇ ଦିଆ ଯାଉଥିବାବେଳେ ଦୁନିଆରେ ଅନେକ ସ୍ଥାନ ଅଛି, ଯେଉଁଠାରେ ଇଣ୍ଟରନେଟ୍‌ ଦେବା ପୂର୍ବରୁ କିଛି ମଜାଦାର ଅବସ୍ଥା ରଖାଯାଇଥାଏ।

ଆମେରିକାର ସାକ୍ସସରେ ଥିବା ଏକ ଥାଇ ରେଷ୍ଟୁରାଣ୍ଟର କାନ୍ଥରେ ଓ୍ବାଇ-ଫାଇ ପାସଓ୍ବାର୍ଡ ଲେଖାଯାଇଛି। ଏହାର କାରଣ ହେଉଛି, ଖାଇବା ସହ ସେହି ଥାଳିର ଏକ ଫଟୋ କ୍ଲିକ୍‌ କରି ଅପଲୋଡ୍‌ କରିପାରିବ। କେବଳ ଏତିକି ନୁହେଁ, ଅନ୍ୟ ଏକ ଥାଇ ରେଷ୍ଟୁରାଣ୍ଟରେ ଲୋକଙ୍କୁ ଓ୍ବାଇ-ଫାଇ ପାସଓ୍ବାର୍ଡ ପାଇବା ପାଇଁ ଏକ ଲମ୍ବା ଗାଣିତିକ ସମୀକରଣ ସମାଧାନ କରିବାକୁ ପଡ଼ିବ। ଏହି ସମୀକରଣର ଉତ୍ତର ରହିଛି ପାସଓ୍ବାର୍ଡ, ଯାହାକୁ ସେଠାରେ ପରିଦର୍ଶନ କରୁଥିବା ଗ୍ରାହକମାନେ ବ୍ୟବହାର କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର!

ଭୁବନେଶ୍ୱର,୨୪।୩: ବିଜେଡିରେ ବିଦ୍ରୋହ। ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର। ଚୌଦ୍ୱାର-କଟକର ସମସ୍ତ କର୍ପୋରେଟର ଏକାଠି ହୋଇଥିବା ଜଣାପଡିଛି। ପ୍ରଭାତ ଓ ସୌଭିକଙ୍କ କୁଶପୁତ୍ତଳିକା ଦାହକୁ କର୍ପୋରେଟର ବିରୋଧ…

ଯୁଦ୍ଧ ଭିତରେ ଚାଷୀଙ୍କ ପାଇଁ ବଡ଼ ପଦକ୍ଷେପ ନେଲେ ମୋଦି ସରକାର, ଅଂଶୀଦାର ହେବେ ଚାଇନା, ରୁଷିଆ…

ନୂଆଦିଲ୍ଲୀ,୨୪।୩: ଆମେରିକା ଏବଂ ଇସ୍ରାଏଲ ସହିତ ଇରାନର ଚାଲିଥିବା ଯୁଦ୍ଧ ବିଶ୍ୱର ଅନେକ ଦେଶ ସହିତ ଭାରତକୁ ଏକ କଷ୍ଟକର ପରିସ୍ଥିତିରେ ପକାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

ବୁଢ଼ାଢିଅ ଗାଁ ରେ ଥିବା କିଛି ଘରେ ଥିଲା ଗଞ୍ଜେଇ: ଚଢ଼ାଉପରେ ୭ ଲକ୍ଷ ଟଙ୍କାର …

ମୋହନା,୨୪।୩(ମନ୍ମଥ ମିଶ୍ର): ଗଜପତି ଅଡବା ଥାନା ଅଞ୍ଚଳ ଗତ କିଛି ଦିନ ହେବ ଗଞ୍ଜେଇ ବେପାରୀଙ୍କ ନିଦ ହଜାଇ ଦେଇଛି ପୋଲିସ। ଆର୍‌ ଉଦୟଗିରୀ ଏସଡିପିଓ ରାକେଶ…

ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ହିନ୍ଦୁ, ବୌଦ୍ଧ, ଶିଖ ଧର୍ମାବଲମ୍ବୀ…

ନୂଆଦିଲ୍ଲୀ,୨୪।୩: ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ମଙ୍ଗଳବାର ସୁପ୍ରିମକୋର୍ଟ କହିଛନ୍ତି, ହିନ୍ଦୁ, ଶିଖ କିମ୍ବା ବୌଦ୍ଧ ଧର୍ମ ବ୍ୟତୀତ ଅନ୍ୟ କୌଣସି…

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri