ଫ୍ରିଡମ୍‌ କ୍ୟାଚ୍‌ ଦି ମସଲା

ଭୁବନେଶ୍ୱର,୧।୮: ଫ୍ରିଡମ୍‌ ହେଲ୍‌ଦି କୁକିଂ ଅଏଲ୍‌ସ ପକ୍ଷରୁ ଆକର୍ଷଣୀୟ ‘ଫ୍ରିଡମ୍‌ କ୍ୟାଚ୍‌ ଦି ମସଲା’ ଅଫରର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ପ୍ରତି ୧ ଲିଟର (ପାଉଚ/ ବଟଲ) ଫ୍ରିଡମ୍‌ ରିଫାଇନ୍‌ଡ ସନ୍‌ଫ୍ଲାଓ୍ବାର ଅଏଲର କ୍ରୟ ଉପରେ ଗ୍ରାହକ ୧୦ ଟଙ୍କା ମୂଲ୍ୟର ଏକ ଗରମ ମସଲା ପ୍ୟାକେଟ ମାଗଣାରେ ପାଇପାରିବେ।
ଏ ସମ୍ପର୍କରେ ଫ୍ରିଡମ୍‌ ହେଲଦି କୁକିଂ ଅଏଲସ ବରିଷ୍ଠ ଉପସଭାପତି ( ବିକ୍ରି ଏବଂ ବିପଣନ) ପି. ଚନ୍ଦ୍ରଶେଖର ରେଡ୍ଡୀ କହିଛନ୍ତି, ଏଭଳି ଏକ ଆକର୍ଷଣୀୟ ଅଫରର ଘୋଷଣା ଓ ଶୁଭାରମ୍ଭ କରି ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଆମର ଗ୍ରାହକମାନେ ପ୍ରତି ୧ଲିଟର (ପାଉଚ/ ବଟଲ) ଫ୍ରିଡମ ରିଫାଇନ୍‌ଡ ସନଫ୍ଲାଓ୍ବାର ଅଏଲର କ୍ରୟ ଉପରେ ଗ୍ରାହକ ୧୦ ଟଙ୍କା ମୂଲ୍ୟର ଏକ ଗରମ ମସଲା ପ୍ୟାକେଟ ମାଗଣାରେ ପାଇପାରିବେ। ଫଳରେ ବର୍ତ୍ତମାନ ସମୟରେ ଯେଉଁଭଳି ଭାବେ ଦରବୃଦ୍ଧି ହୋଇଛି, ଏହି ଅଫର ଗ୍ରାହକଙ୍କ ପାଇଁ ବେଶ୍‌ ସହାୟକ ହେବ। ବିଶେଷ କରି ଗ୍ରାହକଙ୍କ ମଧ୍ୟରେ ଉତ୍ସାହ ବୃଦ୍ଧି ସହିତ କାରବାର ମଧ୍ୟ ସ୍ବାଧୀନତାର ସହ କରିପାରିବେ ବୋଲି ରେଡ୍ଡୀ ମତପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ଜେମିନୀ ଏଡିବେଲସ ଆଣ୍ଡ ଫ୍ୟାଟସ ଇଣ୍ଡିଆ ଲିମିଟେଡ (ଜିଇଏଫ ଇଣ୍ଡିଆ)ର ଲୋକପ୍ରିୟ ବ୍ରାଣ୍ଡ୍‌ ଫ୍ରିଡମ୍‌ ଜରିଆରେ ଫ୍ରିଡମ ହେଲଦି କୁକିଂ ଅଏଲ୍‌ସର ବ୍ୟାପକ ସମ୍ଭାର ବଜାରରେ ଉପଲବ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିକୋଣୀୟ ପ୍ରେମରୁ ସତ୍ୟବ୍ରତଙ୍କୁ ହତ୍ୟା, ଲିଜାଙ୍କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌…

ଭୁବନେଶ୍ୱର,୧୧ା୨: ଭୁବନେଶ୍ୱର ନୀଳାଦ୍ରିବିହାର ସତ୍ୟବ୍ରତ ପ୍ରଧାନଙ୍କ ହତ୍ୟା ଉପରୁ ପର୍ଦ୍ଦା ହଟାଇଛି ପୋଲିସ। ତ୍ରିକୋଣୀୟ ପ୍ରେମରୁ ହତ୍ୟା ବୋଲି ସ୍ପଷ୍ଟ କରିଛନ୍ତି ଏସିପି ସୋନାଲ ସିଂ ପରମାର।…

‘ଶ୍ରମିକଙ୍କୁ ମିଳିବ ରୋଜଗାରର ନୂଆ ଗ୍ୟାରେଣ୍ଟି’

କର୍ଲାମୁଣ୍ଡା,୧୧।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ପଞ୍ଚାୟତ ସମିତି ରାଜୀବ ଗାନ୍ଧୀ ସେବା ଭବନଠାରେ ବିକଶିତ ଭାରତ-ଜୀ ରାମ ଜୀ ଆକ୍ଟ ସମ୍ପର୍କୀୟ ବ୍ଲକସ୍ତରୀୟ ପ୍ରସ୍ତୁତି…

SA vs AFG: ହାର ମାନିଲା ଆଫଗାନିସ୍ତାନ, ୨ଟି ସୁପର ଓଭର ମୁକାବିଲାରେ ବାଜି ମାରିଲା ସାଉଥ ଆଫ୍ରିକା

ଅହମ୍ମଦାବାଦ,୧୧।୨: ଆଜି ଅହମ୍ମଦାବାଦ ଗ୍ରାଉଣ୍ଡରେ ଟି-୨୦ ବିଶ୍ୱକପ୍ ୨୦୨୬ର ସବୁଠାରୁ ରୋମାଞ୍ଚକର ମ୍ୟାଚ୍ ଖେଳାଯାଇଥିଲା। ଦକ୍ଷିଣ ଆଫ୍ରିକା ଦ୍ୱାରା ଧାର୍ଯ୍ୟ ୧୮୭ ରନ୍ ଟାର୍ଗେଟକୁ ପିଛା କରି ଆଫଗାନିସ୍ତାନ…

ରାମାୟଣ ନିର୍ଦ୍ଦେଶକଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, ୫୦ରୁ ଅଧିକ ନାଟକରେ ନିର୍ଦ୍ଦେଶନା ଦେଇ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଅବିଭକ୍ତ ଗଞ୍ଜାମ ଜିଲାର ପୌରାଣିକ ରାମାୟଣ ଥିଏଟର ନିର୍ଦ୍ଦେଶକ ଦାମୋଦର ବାଡ଼ତ୍ୟା (ଦାମ ମାଷ୍ଟ୍ର)ଙ୍କ ୮୫ ବର୍ଷ ବୟସରେ ତାଙ୍କ ପୈତୃକ ଗ୍ରାମ…

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ରାଜ୍ୟରେ ହାତୀ ସଂଖ୍ୟା ବଢ଼ିବା…

ଭୁବନେଶ୍ବର,୧୧।୨: ଦିନକୁ ଦିନ ହାତୀ ଆକ୍ରମଣରେ ମନୁଷ୍ୟଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଯାହାକି ଏକ ପ୍ରକାର ଚିନ୍ତାର କାରଣ ସାଜିଛି । ତେବେ ଆଜି…

ଟି-୨୦ ବିଶ୍ୱକପ୍‌ରେ ପ୍ରଥମ: ଦକ୍ଷିଣ ଆଫ୍ରିକା-ଆଫଗାନିସ୍ତାନ ମଧ୍ୟରେ ୨ ସୁପର ଓଭର, ଜାଣନ୍ତୁ କିଏ ମାରିଲା ବାଜି

ଅହମ୍ମଦାବାଦ,୧୧।୨: ଅହମ୍ମଦାବାଦରେ ଦକ୍ଷିଣ ଆଫ୍ରିକା ଏବଂ ଆଫଗାନିସ୍ତାନ ମଧ୍ୟରେ ଏକ ରୋମାଞ୍ଚକ ମ୍ୟାଚ୍ ଖେଳା ଯାଇଥିଲ। ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୬…

ଦ୍ୱିତୀୟ ମହଲାରେ ହଠାତ୍‌ ଲାଗିଲା ନିଆଁ, ଆଉ ତା’ ପରେ…

ଗୁଣପୁର,୧୧ା୨(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ସହରର ବଳରାମ ନଗର ଅଞ୍ଚଳର ଶ୍ରୀରାମନଗରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ନିବାସୀ ପ୍ରଫୁଲ୍ଲ ସେନାପତିଙ୍କ ଦ୍ୱିତୀୟ ମହଲାରେ…

ୟୁ ଟର୍ନ ପାର୍ଟ ୨! ବିଶ୍ୱକପରୁ ବାହାରି ଯିବାକୁ ନେଇ ବାଂଲାଦେଶ ଦେଲା ବଡ଼ ବୟାନ, ଖେଳାଳିଙ୍କ ଉପରେ ଲଗାଇଲା ‘ଅଭିଯୋଗ’

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି୨୦ ବିଶ୍ୱକପରୁ ବାଂଲାଦେଶର ଓହରିଯିବା ପ୍ରସଙ୍ଗ ଏବେ କେବଳ କ୍ରୀଡା ପର୍ଯ୍ୟନ୍ତ ସୀମିତ ନୁହେଁ, ବରଂ ରାଜନୈତିକ ବୟାନବାଜିର ରୂପ ନେଇଛି। ସଦ୍ୟତମ ଘଟଣାକ୍ରମରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri