ଜୀବନ ସଂଗ୍ରାମରେ ହାରିଗଲେ ସ୍ବାଧୀନତା ସଂଗ୍ରାମୀ

ସମ୍ବଲପୁର,୨୦ା୨(ବ୍ୟୁରୋ): ଜୀବନ ସଂଗ୍ରାମରେ ହାରିଯାଇଛନ୍ତି ସ୍ବାଧୀନତା ସଂଗ୍ରାମୀ ଦେବାନନ୍ଦ ଗୁପ୍ତା। ସମ୍ବଲପୁରର ବୁର୍ଲା ଭିମସାରରେ ଚିକିତ୍ସାଧୀନ ଅବସ୍ଥାରେ ୯୫ ବର୍ଷରେ ଶନିବାର ତାଙ୍କର ପରଲୋକ ଘଟିଛି। ଶେଷଶଯ୍ୟା ନିକଟରେ ପୋଷ୍ୟ ଭାବେ ଗ୍ରହଣ କରିଥିବା ଝିଅ ନୀରୁତ୍ପଳା ଗୁପ୍ତା, ଜ୍ୱାଇଁ ପ୍ରଫୁଲ୍ଲ ମହାନା ଉପସ୍ଥିତ ଥିଲେ। ଖବର ପାଇ ଜିଲା ପ୍ରଶାସନର ବହୁ ଅଧିକାରୀ, ସାମାଜିକ କର୍ମୀ, ରାଜନେତା ତାଙ୍କ ଶେଷଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଖୁଣ୍ଟି, ତାର: ଦୁର୍ଘଟଣାକୁ ଆମନ୍ତ୍ରଣ କରୁଛି ଓ୍ବେସ୍କୋ

ରାଉରକେଲା ଅଫିସ, ୨୪।୨- ଷ୍ଟିଲ ସିଟି ସ୍ମାର୍ଟ ସିଟି ମାନ୍ୟତା ପାଇଲା। ହେଲେ ରାଉରକେଲାରେ ବିଦ୍ୟୁତ୍‌ ଯୋଗାଣ ବ୍ୟବସ୍ଥା ଯେମିତିକୁ ସେମିତି ପୁରୁଣାକାଳିଆ ଢଙ୍ଗରେ ଚାଲିଛି।...

ଧାମରା ମୁହାଣରେ ବୋଟ୍‌ ଓଲଟି ଫସି ରହିଥିବା ୯ଜଣଙ୍କୁ ଉଦ୍ଧାର କଲା ଓଡ୍ରାଫ୍‌ ଟିମ୍‌

ଚାନ୍ଦବାଲି,୯।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମରା ମୁହାଣରେ ଶୁକ୍ରବାର ରାତିରେ ବୋଟ୍‌ ବୁଡ଼ିଯିବା ଯୋଗୁ ଫସି ରହିଥିବା ୯ଜଣଙ୍କୁ ଉଦ୍ଧାର କରାଯାଇଛି। ଓଡ୍ରାଫ୍‌ ଟିମ୍‌ କାଳିଭଞ୍ଜ ଡିଆଁ...

ପୁରୁଷୋତ୍ତମପୁରରେ ଉଡ଼ିଲା ତ୍ରିରଙ୍ଗା

ପୁରୁଷୋତ୍ତମପୁର,୧୫।୮(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ସ୍ବାଧୀନତା ଦିବସ ସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ବିଚାର ବିଭାଗୀୟ ଅଦାଲତରେ ଆସିଷ୍ଟାଣ୍ଟ ସେସନ୍‌ ଜଜ...

ଭକ୍ତଙ୍କୁ ବଣ୍ଟାଯାଉନି ମାଗଣା ମହାପ୍ରସାଦ

ପୁରୀ ଅଫିସ, ୮।୧: ମହାପ୍ରଭୁଙ୍କ ଶ୍ରୀମହାପ୍ରସାଦ କଣିକାଏ ପାଇଲେ ଜୀବ ମୁକ୍ତିଲାଭ କରେ ବୋଲି ବିଶ୍ୱାସ ରହିଛି। ସେଥିପାଇଁ ଠାକୁରଙ୍କ ନିକଟରେ ମହାପ୍ରସାଦ ଲାଗି ହେବା...

ବାରବୁଲା ଜୀବନ୍‌ ବିତଉଛନ୍‌ ବୁରୁଧ୍‌ ଦମ୍ପତି

ବିନିକା, ୨୬।୧୨ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ଏନ୍‌ଏସି ଅଧୀନ ଡଭଲା ଓ୍ବାର୍ଡ ନଂ.୧ ରେ ବାପ୍‌ଅଜା ଅମଲୁ ରହିଆସୁଛନ୍‌ ଅସାହା ବୁରୁଧ୍‌ ଦମ୍ପତି ନାଥ...

ଝାରସୁଗୁଡ଼ା ପୌର ନିର୍ବାହୀ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର,୨୦ା୧(ବ୍ୟୁରୋ): ଦୁର୍ନୀତିଗ୍ରସ୍ତ ଓ ଅମାନିଆ ଅଫିସରଙ୍କ ବିରୋଧରେ ରାଜ୍ୟ ସରକାର କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ମଙ୍ଗଳବାର ଝାରସୁଗୁଡ଼ା ମ୍ୟୁନିସିପାଲିଟିର ନିର୍ବାହୀ ଅଧିକାରୀ ରାମଚନ୍ଦ୍ର ପ୍ରଧାନଙ୍କୁ...

ଜଳକ୍ଳିଷ୍ଟ ଅଞ୍ଚଳରେ ଜଳ ଯୋଗାଣ ନିର୍ଦ୍ଦେଶ

କେନ୍ଦୁଝର,୧୧ା୩(ଡି.ଏନ୍‌.ଏ): ଗ୍ରୀଷ୍ମ ପ୍ରବାହର ମୁକାବିଲା ନିମନ୍ତେ କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥ ଦରବାର ହଲ୍‌ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଆଶିଷ ଠାକ୍‌ରେ ଗ୍ରୀଷ୍ମ...

ଗଡ୍‌କରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): କଟକ-ଅନୁଗୋଳ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥ ମରଣଯନ୍ତା ପାଲଟିଛି। ଦୀର୍ଘ ୫ ବର୍ଷ ପରେ ମଧ୍ୟ ରାସ୍ତା କାମ ଶେଷ ହେଉ ନ ଥିବାରୁ...

Advertisement
Archives

Model This Week