ଫ୍ରିଡମ ଅଏଲର ନ୍ୟୁ କ୍ୟାମ୍ପେନିଂ

ନୂଆଦିଲ୍ଲୀ,୨୪ା୫: ଜେମିନୀ ଏଡିବେଲ୍ସ ଆଣ୍ଡ ଫାଟ୍ସ ଇଣ୍ଡିଆ ଲିମିଟେଡ୍‌(ଜେମିନୀ ଇଣ୍ଡିଆ)ର ଅଗ୍ରଣୀ ବ୍ରାଣ୍ଡ୍‌ ଫ୍ରିଡମ ହେଲ୍‌ଦି କୁକିଂ ଅଏଲର ନୂତନ ଅଭିଯାନ (ନ୍ୟୁ କ୍ୟାମ୍ପେନିଂ) ‘ଆର୍‌ ୟୁ ବାଇଂ ରାଇଟ୍‌?’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ପୂର୍ବ କ୍ୟାମ୍ପେନିଂ ‘ଧ୍ୟାନ୍‌-ସେ-ଲିଜିୟେ’ର ଅବଧି ବୃଦ୍ଧି କରାଯାଇଛି। ଫଳରେ ବ୍ରାଣ୍ଡ୍‌ର ଆଭିମୁଖ୍ୟ ଓ ଗ୍ରାହକ ସଚେତନତା ଠିକ୍‌ ଭାବେ ହୋଇପାରିବ ବୋଲି କମ୍ପାନୀ ପକ୍ଷରୁ ଆକଳନ କରାଯାଇଛି।

ସେହିଭଳି ୧ ଲିଟର ଖାଇବା ପ୍ୟାକେଟ (୧ଲି ପ୍ୟାକ୍‌) ବା ପାଉଚରେ କେତେ ପରିମାଣରେ ତେଲ ରହୁଛି ଏବଂ କେନ୍ଦ୍ର ସରକାରଙ୍କ ଖାଉଟି ମନ୍ତ୍ରଣାଳୟର ନୀତିନିୟମକୁ ଠିକ୍‌ ଭାବେ ପାଳନ କରାଯାଉଛି ନା ନାହିଁ ସେ ନେଇ ମଧ୍ୟ ବ୍ୟାପକ ଗ୍ରାହକ ସଚେତନତା କରାଯାଉଛି। ଏପରିକି ପ୍ରତି ୧ ଲିଟର ସନ୍‌ଫ୍ଲାଓ୍ବାର ଅଏଲ ପାଉଚରେ ପ୍ରାୟ ୯୧୦ ମି.ଲି. ତେଲ ଉପଲବ୍ଧ ହେଉଥିବାବେଳେ ଅନ୍ୟ ବ୍ରାଣ୍ଡ୍‌ରେ ଏହି ପରିମାଣ ୮୫୦ରୁ ୮୭୦ ରହୁଛି ବୋଲି ଆକଳନ କରାଯାଉଛି।

ଏ ସମ୍ପର୍କରେ ଜେମିନୀ ଏଡିବେଲ୍ସ ଆଣ୍ଡ ଫାଟ୍ସ ଇଣ୍ଡିଆ ଲିମିଟେଡ୍‌ର ବରିଷ୍ଠ ଉପାଧ୍ୟକ୍ଷ ( ସେଲ୍‌ସ ଆଣ୍ଡ ମାର୍କେଟିଂ) ପି. ଚନ୍ଦ୍ରଶେଖର ରେଡ୍ଡୀ କହିଥିଲେ, ଆମେ ଆମର ନୂତନ ଅଭିଯାନ (ନ୍ୟୁ କ୍ୟାମ୍ପେନିଂ) ‘ଆର୍‌ ୟୁ ବାଇଂ ରାଇଟ୍‌?’ର ଶୁଭାରମ୍ଭ କରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଆମେ ଆମର ଗ୍ରାହକଙ୍କୁ ସଚେତନ କରାଇବା ସହ୍‌ ବ୍ରାଣ୍ଡ୍‌ର ପ୍ରତିଶ୍ରୁତି ଓ ଗ୍ରାହକ ସଶକ୍ତୀକରଣକୁ ଠିକ୍‌ ଭାବେ ଦର୍ଶାଉଛୁ। ସେହିଭଳି ଗ୍ରାହକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରାଇବା ସହ ଗ୍ରାହକଙ୍କ ଅଧିକାର ଓ ବିଶ୍ୱାସଭାଜନକୁ ସର୍ବାଧିକ ଗୁରୁତ୍ୱ ଦେଇଥାଉ ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri