ମାଲବାହୀ ଟ୍ରେନ ଲାଇନଚ୍ୟୁତ: ତଳକୁ ଖସିଲା ୪ ବଗି

କୋରାପୁଟ,୨୯।୧୨(ସ୍ବ.ପ୍ର.): କୋରାପୁଟ ନିକଟସ୍ଥ ମାଳିଗୁଡ଼ା ଓ ଜରଟି ରେଳ ଷ୍ଟେଶନ ମଧ୍ୟରେ ମଙ୍ଗଳବାର ଭୋରରୁ ଏକ ଲୁହାପଥର ବୋଝେଇ ମାଲବାହି ଟ୍ରେନ୍‌ ଲାଇନଚ୍ୟୁତ ହୋଇଛି। ଏଥିରେ ୪ଟି ବଗି ରେଳଧାରଣାରୁ ତଳକୁ ଖସିଯାଇଛି । ପରେ ଏହି ରୁଟରେ ସମସ୍ତ ଟ୍ରେନ ଚଳାଚଳ ପ୍ରଭାବିତ ହୋଇଛି।
ସୂଚନାଯୋଗ୍ୟ, ମଙ୍ଗଳବାର ଭୋର ସମୟରେ ଏକ ଲୁହାପଥର ବୋଝେଇ ମାଲବାହୀ ଟ୍ରେନ ଛତିଶଗଡ଼ କିରଣ୍ଡୁଲଠାରୁ ବିଶାଖାାପାଟଣା ଯାଉଥିବାବେଳେ କୋରାପୁଟ ନିକଟ ମାଳିଗୁଡା ଓ ଜରଟି ଷ୍ଟେଶନ ମଧ୍ୟରେ ଲାଇନଚ୍ୟୁତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri