ମାଲବାହୀ ଟ୍ରେନ ଲାଇନ୍‌ଚ୍ୟୁତ: ୬ ବାତିଲ, ବଦଳିଲା ୮ ଟ୍ରେନ୍‌ର ଗତିପଥ

ଅନୁଗୋଳ ଅଫିସ,୧୪।୯: ଅନୁଗୋଳ ଜିଲା ତାଳଚେର ରୋଡ଼ ଭୋଗବେରେଣି ପୋଲ ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ମାଲବାହୀ ଟ୍ରେନ ଲାଇନ୍‌ଚ୍ୟୁତ ହୋଇଛି। ଟ୍ରେନ୍‌ଟି ସମ୍ବଲପୁରରୁ ଗହମ ନେଇ ଖୋର୍ଦ୍ଧା ଯାଉଥିବା ବେଳେ ଲାଇଚ୍ୟୁତ ହୋଇ ୫ଟି ବଗି ଓଲଟି ପଡିଥିଲା। ତେବେ ଗାର୍ଡ ଓ ଲୋକୋପାଇଲଟ ସୁରକ୍ଷିତ ଥିବା ଜଣାପଡ଼ିଛି। ଅନୁଗୋଳରେ ଲଗାଣ ବର୍ଷା ହେବା ଫଳରେ ଟ୍ରେନଟି ଭୋଗବଜରିଣୀ ପୋଲ ଅତିକ୍ରମ କରିବା ସମୟରେ ଏଭଳି ଦୁର୍ଘଟଣା ଘଟିଥିବା କୁହାଯାଉଛି। ଏ ନେଇ ଅନୁଗୋଳ ଦେଇ ଯିବାକୁ ଥିବା ୬ଟି ଟ୍ରେନକୁ ବାତିଲ କରାଯାଇଥିବା ବେଳେ ୮ଟିର ଗତିପଥ ବଦଳାଯାଇଛି। ଓ ଗୋଟିଏ ଟ୍ରେନକୁ ଟର୍ମିନେଟ କରାଯାଇଥିବା ଇଷ୍ଟକୋଷ୍ଟ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri