ମାଲବାହୀ ଟ୍ରେନ ଲାଇନ୍‌ଚ୍ୟୁତ: ୬ ବାତିଲ, ବଦଳିଲା ୮ ଟ୍ରେନ୍‌ର ଗତିପଥ

ଅନୁଗୋଳ ଅଫିସ,୧୪।୯: ଅନୁଗୋଳ ଜିଲା ତାଳଚେର ରୋଡ଼ ଭୋଗବେରେଣି ପୋଲ ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ମାଲବାହୀ ଟ୍ରେନ ଲାଇନ୍‌ଚ୍ୟୁତ ହୋଇଛି। ଟ୍ରେନ୍‌ଟି ସମ୍ବଲପୁରରୁ ଗହମ ନେଇ ଖୋର୍ଦ୍ଧା ଯାଉଥିବା ବେଳେ ଲାଇଚ୍ୟୁତ ହୋଇ ୫ଟି ବଗି ଓଲଟି ପଡିଥିଲା। ତେବେ ଗାର୍ଡ ଓ ଲୋକୋପାଇଲଟ ସୁରକ୍ଷିତ ଥିବା ଜଣାପଡ଼ିଛି। ଅନୁଗୋଳରେ ଲଗାଣ ବର୍ଷା ହେବା ଫଳରେ ଟ୍ରେନଟି ଭୋଗବଜରିଣୀ ପୋଲ ଅତିକ୍ରମ କରିବା ସମୟରେ ଏଭଳି ଦୁର୍ଘଟଣା ଘଟିଥିବା କୁହାଯାଉଛି। ଏ ନେଇ ଅନୁଗୋଳ ଦେଇ ଯିବାକୁ ଥିବା ୬ଟି ଟ୍ରେନକୁ ବାତିଲ କରାଯାଇଥିବା ବେଳେ ୮ଟିର ଗତିପଥ ବଦଳାଯାଇଛି। ଓ ଗୋଟିଏ ଟ୍ରେନକୁ ଟର୍ମିନେଟ କରାଯାଇଥିବା ଇଷ୍ଟକୋଷ୍ଟ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ୟାରେ ବୁଡ଼ି ରହିଛି ଛତ୍ରପୁର ସହର: ସମାଧାନ ନ ହେଲେ ଜନ ଆନ୍ଦୋଳନ

ଛତ୍ରପୁର,୨୩ା୯(ଡି.ଏନ.ଏ.)-ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ସହର ହୋଇ ମଧ୍ୟ ଦୀର୍ଘ ବର୍ଷ ହେଲା ବିଭିନ୍ନ ସମସ୍ୟା ଦେଇ ଗତି କରୁଛି ା ଏ ସମ୍ପର୍କରେ ବିଭିନ୍ନ...

ରେଲଓ୍ବେ ଓଭରବ୍ରିଜ ରାସ୍ତା ନିମ୍ନମାନର

ବୋଲଗଡ଼,୧୮ା୪(ଡି.ଏନ୍‌.ଏ.): କେନ୍ଦ୍ର ସରକାର ରେଲଓ୍ବେ ଓଭରବ୍ରିଜ ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ବିଭାଗୀୟ ଅଧିକାରୀଙ୍କ ତଦାରଖ ଅଭାବରୁ କାର୍ଯ୍ୟାଦେଶ ପାଇଥିବା...

ସନ୍ଧ୍ୟା ହେଲେ ମାତୁଛନ୍ତି ହାତୀ, ଘଉଡ଼ାଇବାରେ ବିଫଳ ବନ ବିଭାଗ

ଚୌଦ୍ୱାର, ୨୯ା୧୨(ଡି.ଏନ୍‌.ଏ.): ମଙ୍ଗଳପୁର କାଜୁ ଜଙ୍ଗଲରେ ରହିଥିବା ହାତୀ ପଲ ସନ୍ଧ୍ୟା ହେଲେ ଚୌଦ୍ୱାର ପୌରପାଳିକା ଓ ଏହାର ଆଖପାଖ ଗ୍ରାମାଞ୍ଚଳ ମୁହାଁଉଛନ୍ତି। ବ୍ୟାପକ ଫସଲ...

ପ୍ରତିଶ୍ରୁତି ଦେଇ କିଣିଲେନି ଧାନ

ଭଦ୍ରକ ଅଫିସ, ୧୩।୩-ଧାନ ବିକି ନ ପାରି ସରକାରୀ ଧାନ ସଂଗ୍ରହ କେନ୍ଦ୍ର ଆଗରେ ବିଷପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ ଭଦ୍ରକ ବ୍ଲକ ବନ୍ଧଗଁାର ଚାଷୀ...

ମାଡ଼ି ଆସୁଛି ବାତ୍ୟା

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ବାତ୍ୟା ହେବା ନେଇ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ମଙ୍ଗଳବାର ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି, ଡିସେମ୍ବର ୪ ତାରିଖ (ଶନିବାର) ସକାଳେ ବାତ୍ୟା...

ଭିଜିଲାନ୍ସ ଜାଲରେ ଅତିରିକ୍ତ ଯୋଗାଣ ଅଧିକାରୀ

କଟକ ଅଫିସ,୨।୨: ନୂଆପଡ଼ା ଜିଲାର ଅତିରିକ୍ତ ଯୋଗାଣ ଅଧିକାରୀ ରତ୍ନାକର ସେଠୀଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

ନିୟମ ମାନୁନାହାନ୍ତି ପୌରସଂସ୍ଥା

ଭୁବନେଶ୍ୱର,୪ା୬(ବ୍ୟୁରୋ): ରାଜ୍ୟରେ ବର୍ଜ୍ୟବସ୍ତୁ ବୋଝ ବଢ଼ିବାରେ ଲାଗିଛି। ଦ୍ରୁତ ସହରୀକରଣ ଏବଂ ବେପରୁଆ ବର୍ଜ୍ୟବସ୍ତୁ ପରିଚାଳନା ଯୋଗୁ ଦୈନିକ ଶହ ଶହ ମେଟ୍ରିକ ଟନ୍‌ ଅଳିଆ...

ନିୟମ ଉଲ୍ଲଂଘନ କରି ଚାଲିଛି କ୍ୱାରି

କେନ୍ଦୁଝର,୧୧|୧୧(ସ୍ବ.ପ୍ର.) କେନ୍ଦୁଝର ସଦର ତହସିଲ ଅନ୍ତର୍ଗତ ଟିକରପଡ଼ା ମୌଜାରେ ୪.୮୫ ହେକ୍ଟର ପରିମିତ ଅଞ୍ଚଳରେ ଚାଲିଥିବା ପଥର ଖଣିରେ ବ୍ୟାପକ ନୀତିନିୟମ ଉଲ୍ଲଂଘନ ହେଉଥିଲେ ହେଁ ପଦକ୍ଷେପ...

Advertisement
Archives

Model This Week