ହାତୀ ପାଇଁ ଅଟକିଲା ମାଲବାହୀ ଟ୍ରେନ୍‌: ଲୋକୋପାଇଲଟ….

କେନ୍ଦୁଝର/ଯୋଡ଼ା,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ/ମାନସ ମହାନ୍ତି):କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଯୋଡ଼ା ସେକ୍ସନ ବାମେବାରି ନିକଟ ନମିରା ଗ୍ରାମ ନିକଟ ବନ୍ଧୁଆବେଡ଼ାରେ ଗୁରୁବାର ସକାଳ ସମୟରେ ହାତୀ ପାଇଁ ଟ୍ରେନ୍‌ ଅଟକିଥିଲା। ହାତୀପଲ ଦେଖି ଲୋକୋପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଏକ ବଡ଼ ଦୁର୍ଘଟଣା ଟଳି ଯାଇଥିଲା। ସୁରକ୍ଷିତ ଭାବେ ହାତୀପଲ ରେଳଧାରଣାକୁ ଅତିକ୍ରମ କରିଥିଲେ। ଏହି ଘଟଣା ବେଶ୍‌ ଚର୍ଚ୍ଚାର ବିଷୟ ହୋଇଛି।
ବନ ବିଭାଗ ସୂଚନା ଅନୁଯାୟୀ, ଯୋଡା ସେକ୍ସନର ଗୁରୁବେଡ଼ା ଜଙ୍ଗଲରେ ୯ଟି ହାତୀ ଓ ମହାପର୍ବତ ଅଞ୍ଚଳରେ ୧୫ଟି ହାତୀ ବିଚରଣ କରୁଛନ୍ତି। ଉକ୍ତ ପଲ ମଧ୍ୟରୁ ୧୪ଟି ହାତୀ ସକାଳ ସମୟରେ ନମିରା ଗ୍ରାମ ନିକଟ ବନ୍ଧୁଆବେଡ଼ା ଦେଇ ଯାଇଥିବା ରେଳଧାରଣା ଅତିକ୍ରମ କରୁଥିଲେ। ଏହି ସମୟରେ ମାଲବାହୀ ଟ୍ରେନ୍‌ ଆସିଥିବା ବେଳେ ହାତୀ ଟ୍ରେନକୁ ଦେଖି ଅଟକି ଯାଇଥିଲେ। ମାଲବାହୀ ଟ୍ରେନ ଚାଳକ ଜାଣି ପାରି କିଛି ଦୂରରେ ଟ୍ରେନ୍‌ଟିକୁ ଅଟକାଇ ଦେଇଥିଲେ। ଏହାର ଭିଡିଓ ଭାଇରାଲ ହେଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଯୁବତୀଙ୍କୁ ବଳାତ୍କାର କରି ୬ ମାସର ଗର୍ଭବତୀ କରିବା ଘଟଣା: ଅଭିଯୁକ୍ତ ଗିରଫ

କୁଆଁରମୁଣ୍ଡା,୧୪।୨(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରି ୬ ମାସର ଗର୍ଭବତୀ କରିବା ଘଟଣାରେ ଗୁରୁବାର…

ମାନସିକ ଅନଗ୍ରସର ମହିଳାଙ୍କୁ ବଳାତ୍କାର: ପୁଅ, ଜ୍ବାଇଁ ସହିତ ବନ୍ଧା ହେଲେ ବାପା

ଭେଡେନ,୧୪।୨(ହୃଷୀକେଶ ଖମାରୀ) – ବରଗଡ ଜିଲା ଭେଡେନ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମାନସିକ ଅନଗ୍ରସର ମହିଳାଙ୍କୁ ବଳାତ୍କାର ଏବଂ ସମ୍ପୃକ୍ତ ମହିଳା…

୬୮୦ ଶିକ୍ଷୟତ୍ରୀ ଶିକ୍ଷକଙ୍କୁ ମିଳିଲା ତାଲିମ୍‌ 

ଦିଗପହଣ୍ଡି,୧୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା – ୨୦୨୫ ଓ ୨୦୨୦…

ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍‌, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍‌। ଗୁରୁତର ଆହତ ଅବସ୍ଥାରେ ଦୁଇ…

ଭାରତକୁ ଏହି ୫ ପାକିସ୍ତାନୀ ଖେଳାଳିଙ୍କଠାରୁ ରହିବାକୁ ପଡିବ ସତର୍କ, ସୃଷ୍ଟି କରିପାରନ୍ତି ବଡ଼ ବିପଦ!

ନୂଆଦିଲ୍ଲୀ,୧୪।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମ୍ୟାଚ ପାଇଁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏବେ, ଏହି ଦୁଇ ଦଳ ଫେବୃଆରୀ ୧୫ରେ…

କାର୍‌ରେ ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ: ତା’ପରେ ଘଟିଲା…

ଭୋପାଳ,୧୪ା୨:ଭୋପାଳରେ ଜଣେ ଏକାଦଶ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ସହ ବ୍ଲାକ୍‌ମେଲ୍‌ କରାଯାଇଛି। ବଳାତ୍କାର ସମୟର ଭିଡିଓ ଶୁଟିଂ କରି ତାଙ୍କ ଠାରୁ ଟଙ୍କା ଦାବି କରାଯିବା ସହ…

ରାହୁଲ ଦ୍ରାଭିଡ- ଅନିଲ କୁମ୍ବଲେଙ୍କୁ ଚିନ୍ନାସ୍ବାମୀ ଷ୍ଟାଡିୟମରେ ମିଳିଲା ବିଶେଷ ସମ୍ମାନ

ନୂଆଦିଲ୍ଲୀ,୧୪।୨: ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଦୁଇ ପୂର୍ବତନ ଭାରତୀୟ ମହାନ ଖେଳାଳି ରାହୁଲ ଦ୍ରାବିଡ ଏବଂ ଅନିଲ କୁମ୍ବଲେଙ୍କୁ ବିଶେଷ ସମ୍ମାନ ମିଳିଛି। ଭେଙ୍କଟେଶ ପ୍ରସାଦଙ୍କ ନେତୃତ୍ୱରେ…

ବାଂଲାଦେଶ ନିର୍ବାଚନରେ ବିଜୟୀ ହୋଇ ୩ ହିନ୍ଦୁ ହେଲେ ସାଂସଦ

ଢାକା,୧୪।୨: ବାଂଲାଦେଶରେ ସାଧାରଣ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ୨୯୭ ଆସନରୁ ୨୧୨ଟି ଜିତି ସମ୍ପୂର୍ଣ୍ଣ ବହୁମତ ସହିତ ସରକାର ଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri