ଫ୍ରାନ୍ସର ଅରବ ପତି ତଥା ରାଜନେତା ଓଲିବିୟରଙ୍କ ପରଲୋକ: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି

ପ୍ୟାରିସ,୮ ।୩: ଫ୍ରାନ୍ସର ଅରବପତି ତଥା ସଂସଦର ସଦସ୍ୟ ରାଜନେତା ଓଲିବିୟର ହସଲ୍ଟଙ୍କ ଏକ ହେକ୍କପ୍ଟର ଦୁର୍ଘଟଣାରେ ପରଲୋକ ହୋଇଛି । ଏହି ସୂଚନା ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମ୍ୟାକ୍ରନ ଟୁଇଟ୍ କରି ଜଣାଇବା ସହ ଶୋକ ପ୍ରକାଶ କରିଛନ୍ତି । ରାଷ୍ଟ୍ରପତି କହିଛନ୍ତି ଇମାନୁଏଲ ଫ୍ରାନ୍ସକୁ ଖୁବ୍ ଭଲପାଉଥିଲେ । ସେ ଉଦ୍ଦ୍ୟୋଗ, ଆଇନ ନିର୍ମାତା, ସ୍ଥାନୀୟ ନିର୍ବାଚିତ ଅଧିକାରୀ, ବାୟୁସେନାର କମାଣ୍ଡର ଭାବେ ଦେଶର ସେବା କରିଛନ୍ତି । ତାଙ୍କର ଆକସ୍ମ୍ମିକ ଦୁର୍ଘଟଣା ଦେଶପାଇଁ ବହୁତ ବଡ କ୍ଷତି । ମୃତ୍ୟୁ ବେଳକୁ ଇମାନୁଏଲଙ୍କୁ ୬୯ ବର୍ଷ ହୋଇଥିଲା । ସେ ଫ୍ରାନ୍ସର ଆରବପତି ତଥା ଉଦ୍ଦ୍ୟୋଗପତି ସର୍ଜ ହସଲ୍ଟଙ୍କର ବଡ ପୁଅ ଥିଲେ । ରାଫାଲ ଯୁଦ୍ଧ ବିମାନ ନିର୍ମାଣ ସହ ଏମାନଙ୍କର ସମ୍ପର୍କ ରହିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏମିତି ଅପିଲ କରିଦେଲେ ବିଜୟ, ଦେଖିକି ରହିଗଲେ …

ନୂଆଦିଲ୍ଲୀ,୨୮।୫: ତାମିଲନାଡୁରେ କ୍ଷମତା ଗ୍ରହଣ କରିବା ପରେ, ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ବୁଧବାର ପ୍ରଥମ ଥର ପାଇଁ ଜାତୀୟ ରାଜଧାନୀ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ…

ଗାଁ ମୁହାଁ ହାତୀ: ଭୟରେ ଗାଁ ଲୋକେ

ବାଙ୍କୀ,୨୮/୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ଜାତ ମୁଣ୍ଡିଆଠାରେ କାଲି ରାତିରୁ ୪ ଟିକିଆ ହାତୀପଲ ବୁଲୁଥିବା ଦେଖି ଅଞ୍ଚଳବାସୀ ଭାୟଭୀତ ଅବସ୍ଥାରେ ଅଛନ୍ତି ।…

ପ୍ରଦ୍ୟୁମ୍ନଙ୍କୁ ମନ୍ତ୍ରୀ ପଦ ଦେବାକୁ ବଢ଼ୁଛି ଅନୁରୋଧ: ଗଞ୍ଜାମରୁ ୨ ଜଣକୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବା ସମ୍ଭାବନା

ଭଞ୍ଜନଗର,୨୮।୫(ବାବୁଲା ପ୍ରଧାନ): ଦୀର୍ଘ ୧୦ ମାସର ନୀରବତା ପରେ ପୁଣି ରାଜ୍ୟ ମନ୍ତ୍ରୀମଣ୍ଡଳରେ ଖାଲିଥିବା ୬ ମନ୍ତ୍ରୀ ପଦବୀ ପୂରଣ ସହ କିଛି ପୁରୁଣା ମନ୍ତ୍ରୀଙ୍କ ପଦବୀ…

ଇରାନ ଉପରେ ବଡ଼ ଆକ୍ରମଣ କଲା ଆମେରିକା: ଖସାଇଲା ଡ୍ରୋନ୍‌

ଓ୍ବାଶିଂଟନ୍‌,୨୮।୫: ଆମେରିକୀୟ ସେନା ପୁଣି ଥରେ ଇରାନରେ ବଡ଼ ଧରଣର ସାମରିକ ଆକ୍ରମଣ କରିଛି। ଆମେରିକୀୟ ଅଧିକାରୀଙ୍କ ଅନୁଯାୟୀ, ଏହି ରାତାରାତି ଆକ୍ରମଣ ସେହି ସାମରିକ ଘାଟିଗୁଡ଼ିକୁ…

କାଳବୈଶାଖୀର ପ୍ରଭାବରେ ଉଡିଲା ଛପର: ୧୪ ଘଣ୍ଟା ହେଲା ବିଦ୍ୟୁତ-ମୋବାଇଲ ସେବା ଅଚଳ

ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାଳ ବୈଶାଖୀର ପ୍ରଭାବରେ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ସିମନବାଡି ସମେତ କିରିକୁଟି, ତିଲୋରୀ, ବୁଡ଼ାଗୁଡା,…

ବିଧାୟିକାଙ୍କ ଫଣ୍ଡକୁ ଖର୍ଚ୍ଚ କରିବାରେ ବ୍ଲକ ପ୍ରଶାସନର ବିଳମ୍ବ: ବିଜେଡି କର୍ମୀଙ୍କୁ ଅଣଦେଖା

କେସିଙ୍ଗା,୨୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟିକା ମନୋରମା ମହାନ୍ତି କେସିଙ୍ଗା ବ୍ଳକ ଗସ୍ତକରି ନିଜ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କେସିଙ୍ଗା ବ୍ଳକର…

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି।…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri