ଫରାସୀ ପ୍ରତିରକ୍ଷା କମ୍ପାନୀ ସଫ୍ରାନ ଭାରତରେ ୪ଗୁଣ ଅଧିକ କର୍ମଚାରୀଙ୍କୁ କରିବ ନିୟୋଜନ

ପ୍ୟାରସ୍‌,୨୧।୬: ପ୍ରତିରକ୍ଷା ପ୍ରଣାଳୀ ଏବଂ ବିଭିନ୍ନ ଏରୋସ୍ପେସ୍‌ର ପ୍ରମୁଖ ଯୋଗାଣକାରୀ ଫରାସୀ ବହୁ ରାଷ୍ଟ୍ରୀୟ କମ୍ପାନୀ ସଫ୍ରାନ ଭାରତର ଅଭିବୃଦ୍ଧିକୁ ନେଇ ଏଏନ୍‌ଆଇ ଆଗରେ ଆଲୋକପାତ କରିଛି। ସଫ୍ରାନ ଇଲେକ୍ଟ୍ରୋନିକ୍ସ ଆଣ୍ଡ ଡିଫେନ୍ସ କାର୍ଯ୍ୟନିର୍ବାହୀ ଉପାଧ୍ୟକ୍ଷ ଆଲେକ୍ସଜାଣ୍ଡାର୍‌ ଜିଗଲର ଖବର ସରବରାହ ସଂସ୍ଥା ଏଏନ୍‌ଆଇକୁ ସାକ୍ଷାତକାର ଦେଇ କହିଛନ୍ତି, ଆଭେ ଭାରତରେ ଆମର କର୍ମଜୀବୀଙ୍କ ସଂଖ୍ୟା ଚାରିଗୁଣା ବଢେଇବୁ।

ଭାରତ ହେଉଛି ବିଶ୍ୱର ଅନ୍ୟତମ ପ୍ରମୁଖ ଅର୍ଥନୀତି।
ଆଗାମୀ ବର୍ଷରେ ଅଭିବୃଦ୍ଧି ହେବାକୁ ଯାଉଛି ତେଣୁ ଆମେ ସେଠାରେ ଆମ କର୍ମଚାରୀଙ୍କ ସଂଖ୍ୟା ଚାରିଗୁଣା ବଢାଇବାକୁ ଚାହୁଁଛୁ। ବର୍ଷ ବର୍ଷ ଧରି ମୁଁ ଭାରତ ଗସ୍ତ କରିଛି। ସେଠାରେ ବହୁଥର ମୁଁ ରହିଆସିଛି।

ପୂର୍ବତନ ଫ୍ରାନ୍ସର ରାଷ୍ଟ୍ରଦୂତ ଆଲେକ୍ସଜାଣ୍ଡାର୍‌ କହିଛନ୍ତି, ବର୍ତ୍ତମାନ ସଫ୍ରାନର ୧୦୦୦କର୍ମଚାରୀ ଭାରତରେ ଅଛନ୍ତି। ଆସନ୍ତା କିଛି ବର୍ଷ ମଧ୍ୟରେ ଏହି ସଂଖ୍ୟା ଯଥାକ୍ରମେ ୪୦୦୦,୫୦୦୦ ଏବଂ ୬୦୦୦କୁ ବୃଦ୍ଧି କରାଯିବ।

ଜିଗଲର ଦୁଇଟି ପ୍ରକଳ୍ପ ବିଷୟରେ ଉଲ୍ଲେଖ କରିଛନ୍ତି ଯାହାକୁ ସେ ଭାରତ ସହ ମିଶି କାମ କରିବାକୁ ଚାହୁଁଛନ୍ତି। ପ୍ରଥମଟି ହେଉଛି ଯୁଦ୍ଧ ବିମାନ ଇଞ୍ଜିନ। ଦ୍ୱିତୀୟ ହେଉଛି ଭାରତ ସହ ସହଭାଗୀତା। ଯାହାଦ୍ୱାରା ମିଳିତ ଭାବରେ ଏକ ଉନ୍ନତ ମଧ୍ୟମ ଯୁଦ୍ଧ ବିମାନ(ଏଏମସିଏ)ର ବିକାଶ କରାଯାଇ ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଭିତରକୁ ପଶୁପଶୁ ଦୁଇ ଛାତ୍ରଙ୍କ ଉପରେ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ…

ଡିଭାଇଡରରେ ପିଟିହେଲା ଅତିକ ଅହମ୍ମଦଙ୍କ ପୁଅଙ୍କ କାର: ଚାଲିଗଲା ଜୀବନ

ଲକ୍ଷ୍ନୌ,୬।୮: ଏକ ସଡ଼କ ଦୁର୍ଘଟଣାରେ ଅତିକ ଅହମ୍ମଦଙ୍କ ପୁଅ ଅବନ ଅହମ୍ମଦଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଉତ୍ତର ପ୍ରଦେଶର ଝାନ୍ସୀର ପୁଞ୍ଚ ଥାନା ଅଞ୍ଚଳରେ…

ଘରୋଇ କଳିର କରୁଣ ପରିଣତି, ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

ଭବାନୀପାଟଣା,୬ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର…

RAC ଟିକେଟ୍ ଥିଲେ ଆଉ ଚିନ୍ତା ନାହିଁ, ଏବେ ମିଳିବ ପୁରା….

ନୂଆଦିଲ୍ଲୀ,୬।୮: ଭାରତୀୟ ରେଳରେ ଯାତ୍ରା କରୁଥିବା ଲକ୍ଷାଧିକ ଯାତ୍ରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଦୀର୍ଘଦିନ ଧରି ଅନେକ ଯାତ୍ରୀଙ୍କ ଅଭିଯୋଗ ଥିଲା…

କୋର୍ଟଙ୍କ ବଡ଼ ନିଷ୍ପତ୍ତି: ଏଣିକି ଟ୍ରେନ୍‌ରେ ଲଗେଜ୍‌ ଚୋରି ହେଲେ ଜରିମାନା ଦେବ ରେଳ ବିଭାଗ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ…

ନୂଆଦିଲ୍ଲୀ,୬ା୮: ଯଦି ଆପଣ ଟ୍ରେନରେ ଯାତ୍ରା କରୁଛନ୍ତି ଆଉ ଏହି ସମୟରେ ଆପଣଙ୍କ ବ୍ୟାଗ କିମ୍ବା ମୂଲ୍ୟବାନ ଜିନିଷ ଚୋରି ହୋଇଯାଉଛି, ତେବେ ଆଉ ଚିନ୍ତା ନାହିଁ।…

ଏହି କ୍ରିକେଟର୍‌ଙ୍କ ଘର ଉପରକୁ ପେଟ୍ରୋଲ ବୋମା ମାଡ଼: କାରଣ ଜାଣିଲେ…

ନୂଆଦିଲ୍ଲୀ,୬।୮: କିମ୍ବଦନ୍ତୀ ବାଂଲାଦେଶୀ କ୍ରିକେଟର ଏବଂ ପୂର୍ବତନ ଅଧିନାୟକ ସାକିବ ଅଲ ହାସନଙ୍କ ଘର ଉପରେ ପେଟ୍ରୋଲ ବୋମା ମାଡ଼ କରାଯାଇଛି। ବାଂଲାଦେଶର ସବୁଠାରୁ ସଫଳ କ୍ରିକେଟରମାନଙ୍କ…

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri