ରୁଷିଆ-ୟୁକ୍ରେନ ମଧ୍ୟରେ କଥାବାର୍ତ୍ତା ପାଇଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇପାରିବେ ମୋଦି: ଫ୍ରାନସିସି ଖବରଦାତା

ୱାଶିଂଟନ,୨୧ ।୧: ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଏବେ ସାରା ବିଶ୍ୱ ପାଇଁ ଚର୍ଚ୍ଚାର ବିଷୟ ପାଲଟଛି । ବିଶେଷ କରି ପଶ୍ଚିମ ଦେଶ ପାଇଁ ଏବେ ଏହି ଯୁଦ୍ଧ ଚିନ୍ତାର କାରଣ ହୋଇଗଲାଣି । ଯୁଦ୍ଧ ଶେଷ ହେବାର କୌଣସି ରାସ୍ତା ଦେଖାଯାଉନାହିଁ । ଏହାରି ଭିତରେ ଜଣେ ବଡ ଫ୍ରାନସିସି ଖବରଦାତା ଏକ ବୟାନ ଦେଇଛନ୍ତି । ସେ କହିଛନ୍ତି ଭାରତର ପ୍ରଧାନମନ୍ତ୍ରୀ ଏମିତି ଜଣେ ବ୍ୟକ୍ତି ଦୁଇ ଯୁଦ୍ଧରତ ପଡୋଶୀ ଦେଶ ମଧ୍ୟରେ ବାର୍ତ୍ତାକୁ ସୁବିଧାଜନକ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇପାରିବେ । ପ୍ରଧାନମନ୍ତ୍ରୀ ମୋଦିଙ୍କ ଛବି ରୁଷିଆରେ ଖୁବ ଭଲ । ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ସହ ଯୁଦ୍ଧ ଶେଷ ହେବାକୁ ନେଇ କଥା ହୋଇପାରିବେ ।
ଖବରଦାତା ଲାରା ହାଇନ କହିଛନ୍ତି, ଏବେ ଯୁଦ୍ଧ ଶେଷ ହେବା ବଡ କଠିନ ଲାଗୁଛି । କାରଣ ୟୁକ୍ରେନ ଚର୍ଚ୍ଚା କରିବାକୁ ଚାହୁଁନାହିଁ ଓ ୟୁକ୍ରେନ୍ ଚାହୁଁଛି ଅନ୍ତରାଷ୍ଟ୍ରୀୟ ନ୍ୟାୟାଳୟ(ଆଇସିଜେ) ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନକୁ ନେଇ ବିଚାର କରନ୍ତୁ । ସେ କହିଛନ୍ତି, ଆଶ୍ଚର୍ଯ୍ୟ ଲାଗୁଛି କି ଆମେରିକାରେ ଲୋକେ ରୁଷିଆ-ୟୁକ୍ରେନ୍ ଯୁଦ୍ଧ ସମ୍ପର୍କରେ କଥା ହେଉ ନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri