Posted inଖେଳ

ଫ୍ରେଞ୍ଚ୍‌ ଓପନ: ଦୈନିକ ୧ ହଜାର ଦର୍ଶକଙ୍କୁ ଅନୁମତି

ପ୍ୟାରିସ, ୨୬ା୯ (ଏପି)- ପ୍ୟାରିସ୍‌ରେ କରୋନା ଭାଇରସ୍‌ ମହାମାରୀ ଅବସ୍ଥା ବିଗିଡ଼ିବାରେ ଲାଗିଛି। ଏଥିପାଇଁ ଫ୍ରେଞ୍ଚ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାରେ ଦୈନିକ ଦର୍ଶକଙ୍କ ସଂଖ୍ୟା ବାରମ୍ବାର କାଟଛାଣ୍ଟ କରାଯାଇ ଶେଷରେ ୧,୦୦୦ରେ ସୀମିତ ରଖାଯାଇଛି। ଷ୍ଟାଡିୟମରେ ଦୈନିକ ଦର୍ଶକ ସଂଖ୍ୟା ୫,୦୦୦ରୁ ହ୍ରାସ କରାଯିବ ବୋଲି ପ୍ରଧାନମନ୍ତ୍ରୀ ଜିନ୍‌ କାଷ୍ଟେକ୍ସ ଗୁରୁବାର ଘୋଷଣା କରିଥିଲେ। ଶୁକ୍ରବାର ତାଙ୍କ କାର୍ଯ୍ୟାଳୟ ତରଫରୁ ସ୍ପଷ୍ଟ କରାଯାଇଛି ଯେ, କେବଳ ଦର୍ଶକଙ୍କ ସଂଖ୍ୟା କମାଇ ଦିଆଯାଇଛି। ଖେଳାଳି, କୋଚ୍‌, ଆୟୋଜକ ଏବଂ ରୋଲାଣ୍ଡ ଗ୍ୟାରୋସରେ କାର୍ଯ୍ୟରତ ଅନ୍ୟମାନଙ୍କ ସଂଖ୍ୟାରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ଏହି ନିଷ୍ପତ୍ତି ନିଶ୍ଚିତରୂପେ ବଡ଼ ଧକ୍କା ବୋଲି ଟୁର୍ନାମେଣ୍ଟ ନିର୍ଦ୍ଦେଶକ ଗଏ ଫର୍ଗେଟ୍‌ ପ୍ରକାଶ କରିଛନ୍ତି। ୩ ସପ୍ତାହ ପୂର୍ବେ ଏଥର ଟୁର୍ନାମେଣ୍ଟରେ ଦୈନିକ ଦର୍ଶକଙ୍କ ସଂଖ୍ୟା ୧୧,୫୦୦ ଭିତରେ ସୀମିତ ରଖାଯିବ ବୋଲି ସ୍ଥିର କରାଯାଇଥିଲା। ଦର୍ଶକଙ୍କୁ ତିନୋଟି କୋର୍ଟରେ ବାଣ୍ଟି ଦିଆଯିବା ଲାଗି ସ୍ଥିର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାଜପା ଏମ୍‌ପିଙ୍କୁ ମୁହଁତୋଡ଼ ଜବାବ ଦେଲେ ଏହି ପ୍ରସିଦ୍ଧ କ୍ରିକେଟର୍‌, ସେହ୍ବାଗ ନେଲେ ମଜା

ବ୍ରିସବେନ୍‌,୧୪।୧: ସିଡନୀ ଟେଷ୍ଟରେ ଭାରତକୁ ପରାଜୟରୁ ରକ୍ଷା କରିଥିବା ହନୁମା ବିହାରୀ ଭାଜପା ଏମ୍‌ପି ତଥା ବଲିଉଡ୍‌ର ପ୍ରସିଦ୍ଧ ଗାୟକ ବାବୁଲ ସୁପ୍ରିଓଙ୍କୁ କଡା ଜବାବ...

ଦିନେ କୋହଲିଙ୍କୁ ବିବାହ କରିବାକୁ ଚାହୁଁଥିଲେ, ଏବେ ସଚିନଙ୍କ ପୁଅକୁ କରୁଛନ୍ତି ଡେଟ୍‌

ଦିନେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କୁ ବିବାହ ପସ୍ତାବ ଦେଇଥିବା ଇଂଲଣ୍ଡ ମହିଳା କ୍ରିକେଟ ଖେଳାଳି ଡାନିଏଲ୍‌ ଓ୍ବାଟ୍‌ ଏବେ ସଚିନ ତେନ୍ଦୁଲକରଙ୍କ...

ଦିଲ୍ଲୀ କ୍ୟାପିଟାଲ୍ସର ଚତୁର୍ଥ ବିଜୟ

ଦୁବାଇ, ୬।୧୦-ପୃଥ୍ବୀ ଶ’ଙ୍କ ବିସ୍ଫୋରକ ବ୍ୟାଟି୍‌ଂ, ମାର୍କୁସ ଷ୍ଟୋଇନିସଙ୍କ ଅପରାଜିତ ଅର୍ଦ୍ଧଶତକ ପରେ ବୋଲରଙ୍କ ଆକର୍ଷଣୀୟ ପ୍ରଦର୍ଶନ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ ସୋମବାର ଇଣ୍ଡିଆନ ପ୍ରିମିୟର...

ଆଇପିଏଲ୍‌ରେ ୪ର୍ଥ ଥର ଲାଗି ଉଦ୍‌ଘାଟନୀ ମ୍ୟାଚ୍‌ ଖେଳିବେ ଚେନ୍ନାଇ-ମୁମ୍ବାଇ

ନୂଆଦିଲ୍ଲୀ, ୭।୯: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଲାଗି କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ୟୁଏଇରେ ୧୯...

ଇଣ୍ଡୋ-ପାକ୍‌ ସିରିଜ ପାଇଁ ପ୍ରସ୍ତାବ ଦେଲେ ଅଖତର

ନୂଆଦିଲ୍ଲୀ, ୮ା୪ (ପି.ଟି.): ପାକିସ୍ତାନର ପୂର୍ବତନ ପେସ୍‌ ବୋଲର ଶୋଏବ ଅଖତର ଭାରତ ଓ ପାକିସ୍ତାନ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ...

ଓ୍ବେଷ୍ଟଇଣ୍ଡିଜ ୧୧୭ରେ ଅଲଆଉଟ

କିଙ୍ଗଷ୍ଟନ(ଜାମାଇକା), ୨।୯- ସାବିନା ପାର୍କ ଗ୍ରାଉଣ୍ଡରେ ଚାଲିଥିବା ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଓ୍ବେଷ୍ଟଇଣ୍ଡିଜ ପ୍ରଥମ ଇନିଂସରେ ମାତ୍ର ୧୧୭ ରନ କରି ଅଲଆଉଟ ହୋଇଛି। ମାତ୍ର...

୪ ବଲ୍‌ରେ ବଦଳିଗଲା ମ୍ୟାଚ୍‌: ଜିତିବା ମ୍ୟାଚ୍‌ ହାରିଗଲା ଓ୍ବେଷ୍ଟଇଣ୍ଡିଜ୍‌

ସେଣ୍ଟ ଲୁସିଆ,୧୫।୭: ଫାଇନାଲ ଓଭରରେ ଦ୍ରୁତ ବୋଲର ମିଚେଲ ଷ୍ଟାର୍କଙ୍କ ଜବରଦସ୍ତ ବୋଲିଂ ସହାୟତାରେ ଅଷ୍ଟ୍ରେଲିଆ ଚତୁର୍ଥ ଟି -୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିକୁ ପରାସ୍ତ...

କୋଭିଡ୍‌-୧୯: ପ୍ଲାଜ୍‌ମା ଥେରାପି ୟୁନିଟ୍‌ ଉଦ୍‌ଘାଟନ କଲେ ସଚିନ

ମୁମ୍ବାଇ,୮।୭(ପି.ଟି.): କ୍ରିକେଟ ଆଇକନ ସଚିନ ତେନ୍ଦୁଲକର ସ୍ଥାନୀୟ ସୁନ୍ଦରବନ ଅନ୍ଧେରିସ୍ଥିତ ସେଭେନ ହିଲ ହସ୍ପିଟାଲଠାରେ ଏକ ପ୍ଲାଜ୍‌ମା ଥେରାପୀ ୟୁନିଟ୍‌ ଉଦ୍‌ଘାଟନ କରିଛନ୍ତି। ଏହି ୟୁନିଟ୍‌ରେ...

Advertisement
Archives

Model This Week