ହାତ ଥରୁଥିବା ଏହି ବୃଦ୍ଧ କରିଛନ୍ତି ୩ଶହ ପିଲାଙ୍କୁ ବଳାତ୍କାର: ଜଣାପଡ଼ିବା ପରେ ଦିଆଗଲା ଏପରି ଦଣ୍ଡ…

ଛୋଟ ପିଲାଙ୍କ ସହ ବଳାତ୍କାର ଘଟଣା ସବୁ ସମୟରେ ଶୁଣିବାକୁ ମିଳିଥାଏ। ତେବେ ଲକ୍‌ଡାଉନ୍‌ରେ ଏହି ଘଟଣା କିଛି ମିତ୍ରାରେ ବଢ଼ିଯାଇଛି। ଯାହାକି ପ୍ରତିଦିନ ଖବରକାଗଜ, ଟିଭିରେ ଶୁଣିବାକୁ ମିଳୁଛି। ଇଣ୍ଡୋନେସିଆରେ ରହୁଥିବା ଫ୍ରାନ୍ସର ଜଣେ ବୃଦ୍ଧ ଏତେ ନିଷ୍ଠୁର ତାଙ୍କୁ ଦେଖିଲେ କେହି ବିଶ୍ୱାସ ମଧ୍ୟ କରିପାରିବେ ନାହିଁ। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ୬୫ ବର୍ଷୀୟ ବୃଦ୍ଧ ଅବେଲୋ କମେଲେ ୩ଶହରୁ ଅଧିକ ପିଲାଙ୍କୁ ବଳାତ୍କାର କରିଛନ୍ତି। ଗତ ମାସ ଇଣ୍ଡୋନେସିଆର ଜାକର୍ତ୍ତାର ଏକ ହୋଟେଲରୁ ପୋଲିସ ତାଙ୍କୁ ଗିରିଫ କରିବାରେ ସଫଳ ହୋଇଛି। ଉକ୍ତ ସମୟରେ ବୃଦ୍ଧଙ୍କ ସହ ତାଙ୍କ ରୁମ୍‌ରୁ ୨ଜଣ ଶିଶୁଙ୍କୁ ମଧ୍ୟ ଉଦ୍ଧାର କରାଯାଇଛି। ଅବେଲୋଙ୍କୁ ଗିରଫ କରିବା ପରେ ପୋଲିସ ତାଙ୍କ ଘର ଯାଞ୍ଚ କରିଥିଲା। ଏହା ପରେ ସେ ୧୦ରୁ ୧୭ ବର୍ଷର ମଧ୍ୟରେ ୩ ଶହରୁ ଅଧିକ ପିଲାଙ୍କୁ ବଳାତ୍କାର କରିବା ସହ ଏହାର ଭିଡିଓ ମଧ୍ୟ ସେ ତିଆରି କରୁଥିଲେ। ତାଙ୍କ କଥାରେ ଯିଏ ରାଜି ହେଉ ନ ଥିଲେ ଅବେଲୋ ସେମାନଙ୍କୁ ନିଷ୍ଠୁର ଭାବେ ମାଡ଼ ମଧ୍ୟ ମାରୁଥିଲେ। ଏହା ଜଣାପଡ଼ିବା ପରେ ସର୍ବ ସମ୍ମୁଖରେ ତାଙ୍କୁ ଗୁଳିକରି ହତ୍ୟା କରାଯାଇଛି।


ଇଣ୍ଡୋନେସିଆରେ ପିଲାଙ୍କ ସହ କ୍ରାଇମ୍‌ କିଛି ନୂଆ କଥା ନୁହେଁ। ଏଠାରେ ପ୍ରତିବର୍ଷ ୭୦ ହଜାର ପିଲା ଶାରୀରିକ ଶୋଷଣର ଶିକାର ହୋଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ…

କ୍ରିକେଟ୍‌ରେ ଚାମ୍ପିୟନ୍‌ ହେଲା ଆମେରିକା: ଭାରତୀୟ ବଂଶୋଦ୍ଭବ କଲେ କମାଲ

ଡଲାସ,୮।୧୦:ଭାରତୀୟ ବଂଶୋଦ୍ଭବ ଅଧିନାୟକ ମୋନାଙ୍କ ପଟେଲଙ୍କ ଧମାକାଦାର ଶତକ ବଳରେ ନାମ୍ବିଆକୁ ୪ ଉଇକେଟରେ ପରାସ୍ତ କରି ICC Cricket World Cup League Two 2023-27ର…

ବଙ୍ଗରେ ହଲଚଲ! ଉପନିର୍ବାଚନକୁ ନେଇ ମମତାଙ୍କ ବଡ଼ ଅଭିଯୋଗ; କହିଲେ ନିର୍ବାଚନ ହୋଇନି, EVMରେ…

କୋଲକାତା,୮।୧୦: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ରାଜନୀତି ସରଗରମ ହୋଇଛି । ମମତା ବାନାର୍ଜୀ ଭାଜପା ଉପରେ ଗୁରୁତର…

କୋହଲିଙ୍କୁ ପିଛା ଛାଡ଼ୁନି ବିବାଦ: ଆଗେ ଫସୁଛନ୍ତି ପରେ ଦେଉଛନ୍ତି ସଫେଇ

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟର ତାରକା ବିରାଟ କୋହଲିଙ୍କୁ ନେଇ ପୁଣିଥରେ ଏକ ବିବାଦ ଚର୍ଚ୍ଚାକୁ ଆସିଛି। ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମକୁ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

୨.୫୦ ଲକ୍ଷ ଟପିବ ସୁନା? ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏକ୍ସପର୍ଟ କହିଲେ…

ନୂଆଦିଲ୍ଲୀ,୮।୧୦: ଏହି ବର୍ଷ ସୁନା ଓ ରୂପା ଦର ବେଶ ବୃଦ୍ଧି ପାଇଛି। ସୁନା କଥା କହିବାକୁ ଗଲେ, ଜାନୁଆରୀ ମାସରେ ଯେଉଁଠି ସୁନା ଦର ୧.୩୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?