Posted inଜାତୀୟ

ଗଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ହେବେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ

ନୂଆଦିଲ୍ଲୀ,୨୨।୧୨: ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ୨୦୨୪ ଜାନୁୟାରୀ ୨୬ରେ ଭାରତର ଗଣତନ୍ତ୍ର ଦିବସ ଉତ୍ସବରେ ସାମିଲ ହେବାକୁ ନିମନ୍ତ୍ରଣ କରାଯାଇଛି।

ଆସନ୍ତା ବର୍ଷ ଜାନୁୟାରୀରେ କ୍ୱାଡ ନେତାଙ୍କ ସମ୍ମିଳନୀ ଆୟୋଜନ କରିବାର ଅଂଶ ଭାବରେ ଭାରତ ଗଣତନ୍ତ୍ର ଦିବସ ପାଳନ ପାଇଁ ରାଷ୍ଟ୍ରପତି ବିଡେନଙ୍କୁ ଆମନ୍ତ୍ରଣ କରିଥିଲା। ଜାନୁୟାରୀ ୨୬ରେ ବାଇଡେନଙ୍କୁ ମୁଖ୍ୟ ଅତିଥି ଭାବରେ ନିମନ୍ତ୍ରଣ କରାଯାଇଥିଲା, କିନ୍ତୁ ସେ କିଛି କାରଣ ହେତୁ ଜାନୁୟାରୀରେ ଏଠାକୁ ଆସିବାକୁ ମନା କରିଦେଇଥିଲେ। ଏହା ପରେ ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରୋନଙ୍କୁ ଗଣତନ୍ତ୍ର ଦିବସର ମୁଖ୍ୟ ଅତିଥି ଭାବେ ନିମନ୍ତ୍ରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣିଷ ହେବା ଏଥର

ଧନୀ ଲୋକଟିଏ ଥିଲା। କପଟ ଓ ଛଳନାକରି ତା’ର ବ୍ୟବସାୟ ଚଲେଇଥିଲା। ଖୁବ୍‌ କମ୍‌ ଦିନ ଭିତରେ ସେ ବିପୁଳ ସମ୍ପତ୍ତି ଅର୍ଜନକଲେ। ଲୋକେ କହିଲେ ଦୋ…

ବାମପନ୍ଥୀରୁ ଦକ୍ଷିଣପନ୍ଥୀ ଆଡ଼କୁ

ଭାରତବର୍ଷରେ ବାମପନ୍ଥୀ ଆନ୍ଦୋଳନ କ୍ରମେ ଦୁର୍ବଳ ହେବାପରି ମନେ ହେଉଛି। ନିକଟରେ ଅନୁଷ୍ଠିତ ୫ ରାଜ୍ୟରେ ବିଧାନସଭା ନିର୍ବାଚନରୁ ଏହା ଜଣାପଡ଼ିଛି। କେରଳ ଥିଲା ଶେଷ ବାମପନ୍ଥୀ…

କାନ୍ଥରେ ନାମ

ଭାରତର ଜମ୍ମୁ ଓ କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ୨୨ ଏପ୍ରିଲ ୨୦୨୫ରେ ଘଟିଥିଲା ଓ ସେଥିରେ ୨୬ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିଲା। ଏହି…

ମାଛ ମାରିବାକୁ ଯାଇ ପାଣିରେ ବୁଡ଼ି ଜୀବନ ଗଲା

ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ମାଛ ମାରିବାକୁ ଯାଇଥିବାବେଳେ ରବିବାର  ଜଣେ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ଜଣକ ହେଲେ, ଭଟଲି ଥାନା…

‘କରାଚିରେ ଭାରତ କରିଥିଲା ଆକ୍ରମଣ’ – ପାକିସ୍ତାନ ଅଭିଯୋଗର କଡ଼ା ଜବାବ ଦେଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୯।୬: କରାଚୀ ଆତଙ୍କବାଦୀ ଆକ୍ରମଣରେ ଜଣେ ‘ଭାରତୀୟ ଏଜେଣ୍ଟ’ଙ୍କ ସମ୍ପୃକ୍ତି ସମ୍ପର୍କରେ ପାକିସ୍ତାନର ଅଭିଯୋଗକୁ ଭାରତ ଖାରଜ କରିଦେଇଛି, ଏହାକୁ ଭିତ୍ତିହୀନ ବୋଲି କହିଛି। ଏହା ପାକିସ୍ତାନକୁ…

୫ମ ଶ୍ରେଣୀ ଛାତ୍ରଙ୍କୁ ଧକ୍କା ଦେଇ ଫେରାର ହୋଇଗଲା କାର୍‌, ଡାହାଣ ଗୋଡ଼ରେ ଚକା ଚଢ଼ିଯିବାରୁ…

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲି ବନ୍ଧ ଗ୍ରାମର ସୁବାସ ନାଇକଙ୍କ ପୁଅ ୫ମ ଶ୍ରେଣୀରେ ପଢୁଥିବା ଛାତ୍ର…

ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି: ୧୦୮ ଗରା ସୁବାସିତ ଜଳରେ କରିବେ ସ୍ନାନ

ପୁରୀ,୨୯ା୬: ଆଜି ଅର୍ଥାତ୍‌ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ରତ୍ନବେଦୀରୁ ଆସି ସ୍ନାନବେଦୀରେ ବିରାଜମାନ କରିଛନ୍ତି ପ୍ରଭୁ ଶ୍ରୀସୁଦର୍ଶନ, ବଡ଼ଠାକୁର ବଳଭଦ୍ର, କାଳିଆ…

କରାଚୀ ଆକ୍ରମଣରେ ବିଚଳିତ ପାକିସ୍ତାନ, ଆଫଗାନିସ୍ତାନରେ ବିମାନ ଆକ୍ରମଣ କରି ୩୫ ସାଧାରଣ ନାଗରିକଙ୍କୁ ହତ୍ୟା

ଇସଲାମାବାଦ,୨୯।୬: କରାଚୀରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ, ପାକିସ୍ତାନ ରବିବାର ଏବଂ ସୋମବାର ମଧ୍ୟରାତ୍ରିରେ ପ୍ରାୟ 12:30 AM ସମୟରେ ତିନୋଟି ଆଫଗାନିସ୍ତାନ ପ୍ରଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri