Posted inଜାତୀୟ

ଜୀବନସାଥୀଙ୍କ ବିରୋଧରେ ବାରମ୍ବାର ଅଭିଯୋଗ ଛାଡପତ୍ରର କାରଣ ହୋଇପାରେ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୭।୨: ଦାମ୍ପତ୍ୟ ଜୀବନରେ ସୃଷ୍ଟି ହେଉଥିବା ଅଶାନ୍ତି ନେଇ ସୁପ୍ରିମ୍‌କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। କୋର୍ଟ କହିଛନ୍ତି ଯେ, ଜଣେ ଜୀବନସାଥୀଙ୍କ ବିରୋଧରେ ଅନ୍ୟ ଜଣେ ବାରମ୍ବାର ଅଭିଯୋଗ ଆଣିବା ଅବା ତାଙ୍କୁ ତିରସ୍କାର କରିବା ଅନୁଚିତ। ଏହାଦ୍ୱାରା ସମ୍ପୃକ୍ତ ଜୀବନସାଥୀଙ୍କ ମାନସମ୍ମାନ ଏବଂ ପ୍ରତିଷ୍ଠାରେ ଆଞ୍ଚ୍‌ ସୃଷ୍ଟି ହେବାର ଆଶଙ୍କା ରହିଥାଏ। ଏଭଳି ଘଟଣା ଛାଡପତ୍ରର କାରଣ ମଧ୍ୟ ସାଜି ପାରେ ବୋଲି କୋର୍ଟ କହିଛନ୍ତି। ଏହା ଉଭୟ ସ୍ତ୍ରୀ ଏବଂ ସ୍ବାମୀଙ୍କ କ୍ଷେତ୍ରରେ ଲାଗୁ ହେବ। ଏକ ମାମଲାର ବିଚାର ସମୟରେ ସବୋର୍ଚ୍ଚ ନ୍ୟାୟାଳୟଙ୍କ ପକ୍ଷରୁ ଏଭଳି କୁହାଯାଇଛି। ଜଣେ ସେନା ଅଧିକାରୀ ତାଙ୍କ ସ୍ତ୍ରୀଙ୍କ ଅଭିଯୋଗ ନେଇ କୋର୍ଟର ଦ୍ୱାରସ୍ଥ ହୋଇଥିଲେ। ସ୍ତ୍ରୀ ସେନା ଅଧିକାରୀଙ୍କ ବିରୋଧରେ ବାରମ୍ବାର ଅଭିଯୋଗ ଆଣୁଥିବାରୁ ପାରିବାରିକ ଜୀବନରେ ଝଡ଼ ଉଠିଥିଲା। ସେନା ଅଧିକାରୀ ଜଣଙ୍କ ଛାଡପତ୍ର ପାଇଁ କୋର୍ଟରେ ଆବେଦନ କରିଥିଲେ। କୋର୍ଟ ତାଙ୍କର ଛାଡପତ୍ର ଆବେଦନକୁ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri