ବାରମ୍ବାର ସ୍ଥାନ ପରିବର୍ତ୍ତନ: ଏନ୍‌ଏସି କାର୍ଯ୍ୟାଳୟ ଘେରିଲେ ମାଛ ବ୍ୟବସାୟୀ

ଛତ୍ରପୁର,୧୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ମାଛ ବ୍ୟବସାୟୀମାନଙ୍କୁ ପ୍ରଶାସନ ପକ୍ଷରୁ ବାରମ୍ବାର ଜାଗା ପରିବର୍ତ୍ତନ କରାଯାଉଥିବା ପ୍ରତିବାଦରେ ସୋମବାର ଶତାଧିକ ବ୍ୟବସାୟୀ ଏନ୍‌ଏସି କାର୍ଯ୍ୟାଳୟ ଘେରାଉ କରିଥିଲେ । କରୋନା କଟକଣା ସମୟରେ ଏନ୍‌ଏସି ପକ୍ଷରୁ ଏଠାରୁ ହଟାଯାଇ ବହୁବାରସ୍ଥାନ ପରିବର୍ତ୍ତନ କରାଯାଉଥିଲା । ଗତ କିଛି ଦିନ ହେବ ପୁଣି ବଡଷ୍ଟେଶନ ନିକଟରେ ଏକ ସ୍ଥାନରେ ମାଛ ବିକ୍ରି କରିବାକୁ କୁହାଯାଇଥିଲା। ବର୍ତ୍ତମାନ ବଡଷ୍ଟେସନ ନିକଟରେ ମାଛ ମାର୍କେଟ ରହିବ। ଆଗକୁ ସହରରେ ଥିବା ମାଛ ମାର୍କେଟକୁ ଭଙ୍ଗାଯାଇ ଏକ ନୂତନ ମାଛ ମାର୍କେଟ କରାଯିବାର କାର୍ଯ୍ୟକ୍ରମ ରହିଥିବାରୁ ନୂଆ ମାଛ ମାର୍କେଟ ନିର୍ମାଣ ନ ହେବା ପ୍ରର୍ଯ୍ୟନ୍ତ ସେଠାରେ ହିଁ ମାଛ ମାର୍କେଟ ଚାଲିବ ବୋଲି ଏନ୍‌ଏସି ନିର୍ବାହୀ ଅଧିକାରୀ ଏନ୍‌ ଗଣେଶ ବାବୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri