ଭାକ୍ସିନ୍‌ ନେଲେ ମିଳୁଛି ଫ୍ରିଜ୍‌ ସହିତ ଅନ୍ୟ ଦାମିକା ଉପହାର…

ଇନ୍ଦୋର,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶର ସ୍ବଚ୍ଛ ସହର ତାଲିକାରେ ଶୀର୍ଷରେ ଥିବା ଇନ୍ଦୋରରେ ଲୋକଙ୍କୁ ଆକୃଷ୍ଟ କରିବା ଲାଗି ଭାକ୍ସିନ୍‌ ନେଲେ ଉପହାର ପ୍ରଦାନ କରାଯାଉଛି। ସହରର ବିଭିନ୍ନ ପ୍ରତିଷ୍ଠିତ ବ୍ୟବସାୟୀ ତଥା କମ୍ପାନୀ ପକ୍ଷରୁ ଏଭଳି ଲୋଭନୀୟ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଭାକ୍ସିନ୍‌ ନେଲେ ଉପହାରରେ ଫ୍ରିଜ୍‌ ସହିତ ବହୁ ଦାମିକା ଉପହାର ପ୍ରଦାନ କରାଯାଉଛି। କେତେକ ଟିକାକରଣ କେନ୍ଦ୍ରରେ ଲକି ଡ୍ର ଅନୁଷ୍ଠିତ ହେଉଛି। ଟିକା ନେବାକୁ ଆସିଥିବା ଲୋକଙ୍କୁ ଅତିଥି ଭାବେ ପାଛୋଟି ନେଇ ସମ୍ମାନୀତ କରାଯିବା ସହିତ ଲସି, କୋଲ୍ଡ ଡ୍ରିଙ୍କସ୍‌ ଏବଂ ଅନ୍ୟ ପାନୀୟ ପ୍ରଦାନ କରାଯାଉଛି। ସେହିପରି ନଓ୍ବଲଖା ଟିକାରକରଣ କେନ୍ଦ୍ରରେ ଭାକ୍ସିନ୍‌ ନେଇଥିବା ଲୋକଙ୍କୁ ଥରଟିଏ ମାଗଣା ବସ୍‌ ଯାତ୍ରାର ସୁଯୋଗ ମିଳୁଛି।  ଶପିଂ ମଲ୍‌ରେ କରାଯାଇଥିବା ଟିକାକରଣ କେନ୍ଦ୍ରରେ ସେଲ୍‌ଫି ଷ୍ଟିକ୍‌ ସମେତ ଅନ୍ୟ ଉପହାର ପ୍ରଦାନ କରାଯାଉଛି। ଭାକ୍ସିନ୍‌ ନେବାକୁ ଲୋକଙ୍କୁ ଆକୃଷ୍ଟ କରିବା ଲାଗି ଏଭଳି କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସାବରିମାଳା ମନ୍ଦିରରେ ମହିଳାଙ୍କ ଉପରକୁ ଲଙ୍କା ପାଉଡର ସ୍ପ୍ରେ କଲେ ଯୁବକ

ଥିରୁଭନନ୍ତପୁରମ,୨୬।୧୧: କେରଳର ସାବରିମାଳା ମନ୍ଦିରରେ ଜଣେ ମହିଳାଙ୍କ ଲଙ୍କା ପାଉଡର ସ୍ପ୍ରେ କରାଯାଇଛି। ମନ୍ଦିରରେ ମହିଳାଙ୍କ ପ୍ରବେଶ ଅଧିକାର ଉପରେ ଲଢୁଥିବା ବିନ୍ଦୁ ଅମିନିଙ୍କ ଉପରେ...

କାର୍ତ୍ତି ଚିଦାମ୍ବରମଙ୍କ ନିକଟତମ ବନ୍ଧୁ ଗିରଫ

ନୂଆଦିଲ୍ଲୀ,୧୮।୫: କଂଗ୍ରେସ ଏମ୍‌ପି କାର୍ତ୍ତି ଚିଦାମ୍ବରମଙ୍କ ନିକଟତମ ବନ୍ଧୁଙ୍କୁ ସିବିଆଇ ଗିରଫ କରିଛି। ଏହି କାର୍ଯ୍ୟାନୁଷ୍ଠାନ ମଙ୍ଗଳବାର ହୋଇଥିବା ଚଢ଼ାଉ ପରେ ନିଆଯାଇଥିବା କୁହାଯାଉଛି। ସୂଚନାଯୋଗ୍ୟ,...

ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ତଳେ…

ନୂଆଦିଲ୍ଲୀ,୨।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ...

୩୧ରେ ୧୩ ରାଜ୍ୟ ସଭା ଆସନ ଲାଗି ଭୋଟ

ନୂଆଦିଲ୍ଲୀ,୮।୩: ଆସନ୍ତା ଏପ୍ରିଲରେ ୬ ରାଜ୍ୟରୁ ୧୩ ରାଜ୍ୟ ସଭା ଆସନ ଖାଲି ହେବାକୁ ଥିବାବେଳେ ଏଥିପାର୍ଇ ମାର୍ଚ୍ଚ ୩୧ରେ ନିର୍ବାଚନ ଅନୁଷ୍ଠିତ ହେବ। ସୋମବାର...

ଭାରତୀୟଙ୍କ ଜୀବନ ଧାରଣ ବୟସରେ ୨ ବର୍ଷ ବୃଦ୍ଧି…

ନୂଆଦିଲ୍ଲୀ, ୧୩।୬ : ଭାରତରେ ନାଗରିକଙ୍କ ହାରାହାରି ଜୀବନ ଧାରଣ ବୟସରେ ୨ ବର୍ଷ ବୃଦ୍ଧି ପାଇଛି। ନମୁନା ରେଜିଷ୍ଟ୍ରେଶନ ସିଷ୍ଟମ ଦ୍ୱାରା ପ୍ରକାଶିତ ତଥ୍ୟ...

ଦିଲ୍ଲୀ ଗସ୍ତରେ ଫଡ୍‌ନବିସ: କ୍ୟାବିନେଟ ସମ୍ପ୍ରସାରଣ ଉପରେ ହେବ ଚର୍ଚ୍ଚା

ମୁମ୍ବାଇ,୪।୮: ମହାରାଷ୍ଟ୍ରରେ ଦୀର୍ଘ ଏକ ମାସରୁ ଊର୍ଦ୍ଧ୍ୱ ସମୟ ହେବ ନୂତନ ସରକାର ଗଠନ ହୋଇସାରିଥିଲେ ମଧ୍ୟ କ୍ୟାବିନେଟ ସମ୍ପ୍ରସାରଣ ଅଟକି ରହିଛି। ତେବେ ଶୁକ୍ରବାର...

ପ୍ରଥମଥର ନୂଆବୋହୂ ହାତ ରନ୍ଧା ଖାଇ ଡାକ୍ତରଖାନାରେ ପୂରା ପରିବାର

ଲକ୍ଷ୍ନୌ,୬।୮:ଉତ୍ତର ପ୍ରଦେଶର ମୁରାଦାବାଦ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। ବିବାହ ପରେ ନୂଆବୋହୂର ହାତରନ୍ଧା ପ୍ରଥମଥର ଖାଇ ଡାକ୍ତରଖାନାରେ ପହଞ୍ଚିଛନ୍ତି ପୂରା ପରିବାର। ଖାଦ୍ୟରେ ନିଶା...

ଡ୍ରୋନ୍‌ ଆକ୍ରମଣ ହେବ ବିଫଳ: ଏଲ୍‌ଓସିରେ ଭାରତୀୟ ଯବାନଙ୍କୁ ୨୮ ଦିନିଆ ତାଲିମ

ଶ୍ରୀନଗର, ୧୪।୧୦: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖା(ଏଲ୍‌ଓସି)ରେ ଡ୍ରୋନ୍‌ ଆକ୍ରମଣର ଭୟ ରହିଛି। ଏହାଦ୍ୱାରା ଭାରତୀୟ ଯବାନଙ୍କ ସୁରକ୍ଷା ପ୍ରତି ବିପଦ ସୃଷ୍ଟି ହେଉଛି।...

Advertisement
Archives

Model This Week