Posted inଫୁରସତ

କ’ଣ ଏହି ଫ୍ରାଇଡ ରାଇସ ସିଣ୍ଡ୍ରୋମ, ଯାହାଦ୍ୱାରା ଚାଲିଗଲା ଜଣେ ଯୁବକଙ୍କ ଜୀବନ

ସୋସିଆଲ ମିଡିଆରେ ପ୍ରତିଦିନ କିଛି ଟ୍ରେଣ୍ଡ କରୁଥାଏ। ଯାହାକୁ ନେଇ ସୋସିଆଲ ମିଡିଆରେ ଏସମ୍ପର୍କିତ ବିଭିନ୍ନ ପୋଷ୍ଟ ଦେଖିବାକୁ ମିଳିଥାଏ। ଶନିବାର ଫ୍ରାଇଡ ରାଇସ ସିଣ୍ଡ୍ରୋମ ସୋସିଆଲ ମିଡିଆରେ ଖୁବ୍‌ ଟ୍ରେଣ୍ଡ କରିବାରେ ଲାଗିଛି। ଯାହାକୁ ନେଇ ଖୁବ୍‌ ଚର୍ଚ୍ଚା ଲାଗି ରହିଛି।
ଜଣେ ୟୁଜର @jpall20 ଏକ ଭିଡିଓ ପୋଷ୍ଟ କରିଛନ୍ତି। ଭିଡିଓରେ ସେ ଜଣେ ଯୁବକଙ୍କ ବିଷୟରେ କହିଛନ୍ତି ଯିଏକି ୫ଦିନ ପୁରୁଣା ପାସ୍ତା ଖାଇବାରୁ ମୃତ୍ୟୁ ହୋଇଥିଲା। ତେବେ ଏହି କାହାଣୀ ୧୫ବର୍ଷ ପୁରୁଣା। ହେଲେ ଯୁବକ ଜଣକ ଏହି ଫଟୋ ପୋଷ୍ଟ କରିବା ପରେ ସୋସିଆଲ ମିଡିଆରେ ଏହା ଖୁବ୍‌ ଭାଇରାଲ ହେବାରେ ଲାଗିଛି।
ଏକ ଅନ୍ତର୍ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ୨୦୧୧ରେ ଜର୍ନାଲ ଅଫ ଫଲିନିକାଲ ମାଇକ୍ରୋବାୟୋଲଜି ଯୁବକଙ୍କ ମୃତ୍ୟୁର ରହସ୍ୟ ପ୍ରକାଶିତ କରିଥିଳା। ରିପୋର୍ଟରେ କୁହାଯାଇଥିଲା କି, ୨୦୦୮ରେ ଏହି ୨୦ବର୍ଷିୟ ଯୁବକ ଟମାଟର ସସ ସହ ପାଞ୍ଚଦିନ ପୁରୁଣା ରେଫ୍ରିଜେଟର ପାସ୍ତା ଖାଇବା ଦ୍ୱାରା ମୃତ୍ୟୁ ହୋଇଛି। ପାସ୍ତାକୁ ଦ୍ୱିତୀୟ ଥର ପାଇଁ ଗରମ କରି ଖାଇବା ଦ୍ୱାରା ତାଙ୍କର ବାନ୍ତି ହେବା ସହ ଗ୍ୟାଷ୍ଟ୍ରୋଇନଟେଷ୍ଟିନିଆଲ ହୋଇଥିଲା। ଖାଇବାର ପରଦିନ ତାଙ୍କର ମୃତ୍ୟୁ ହୋଇଥିଲା।
ବିଶେଷଜ୍ଞଙ୍କ କହିବାନୁସାରେ ବ୍ରାସିଲସ ସେରସସ ଖାଦ୍ୟରେ ରହିବା ଯୋଗୁ ଖାଦ୍ୟ ବିଷାକ୍ତ ହୋଇଯାଏ। ଏହାକୁ ଖାଇଲେ ଫ୍ରାଇଡ ରାଇସ ସେଣ୍ଡ୍ରୋମ ହୋଇଥାଏ। କୋଠରୀର ତାପମାତ୍ରାରେ ଖୋଲାରେ ଘଣ୍ଟାଘଣ୍ଟା ଯାଏଁ ଏହି ଖାଦ୍ୟ ରହିଲେ ଶରୀରରେ ବ୍ରାସିଲସ ସେରସସ ସଂକ୍ରମଣ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପଥରରେ ଛେଚି ଯୁବକଙ୍କୁ ହତ୍ୟା !: ନିର୍ମାଣାଧୀନ ଆବାସ ଘରୁ ରକ୍ତାକ୍ତ ମୃତଦେହ

ରାଇରଙ୍ଗପୁର,୧୧।୮: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳର ବାଢୁଣିଆ ଗାଁରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହଜନକ ଘଟଣା ସାମ୍ନାକୁ ଆସିଛି। ଗାଁର ଏକ…

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ପାଖରେ ଶୋଇଥିଲା ମୃତ୍ୟୁ: କେଇ ମିନିଟରେ…

ନୀଳଗିରି, ୧୧।୮ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ କୁଳିଗଡ଼ି ଗ୍ରାମରେ ଏକ ଘର ଭିତରୁ ପ୍ରାୟ ୧୦ ଫୁଟ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

୧୯୪୭ରେ ଟଙ୍କାକର ମୂଲ୍ୟ କେତେ ଥିଲା? ଜାଣି ତାଜୁବ ହେବେ ୧ଟଙ୍କାରେ ୮ଲିଟର କ୍ଷୀର ଆଉ ସପ୍ତାହକର ଆସୁଥିଲା ରାଶନ…

ନୂଆଦିଲ୍ଲୀ, ୧୧।୮: ୧୫ ଅଗଷ୍ଟ ୧୯୪୭ରେ ଭାରତ ଯେତେବେଳେ ସ୍ୱାଧୀନ ହୋଇଥିଲା, ସେତେବେଳେ ଏହାର ଟଙ୍କା ଆମେରିକାର ଡଲାର ତୁଳନାରେ ବହୁତ ପଛରେ ନ ଥିଲା। ସେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri