ସାଙ୍ଗଙ୍କୁ ଘରୁ ଡାକିନେଇ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ରାଜନଗର,୧୧ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ପଟାମୁଣ୍ଡାଇ ବ୍ଲକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ କଜଳବନ୍ଧ ଗ୍ରାମରେ ବୁଧବାର ରାତିରେ ଏକ ଦୁଖଃଦ ତଥା ଅଭାବନୀୟ ଘଟଣା ଘଟିଯାଇଛି। ରାତି ପ୍ରାୟ ୮ଟାରେ କଜଳନ୍ଧ ଗାଁର କୈଳାସ ମଲିକ(୨୭)ଙ୍କୁ ହତ୍ୟା କରାଯାଇଛି। ସାଙ୍ଗମାନେ କୈଳାସଙ୍କୁ ଡାକି ନେଇ ଗ୍ରାମଠାରୁ ପ୍ରାୟ ଅଧା କିଲୋମିଟର ଦୂର ରାଜନଗର ଥାନା ଅଞ୍ଚଳଙ୍କୁ ଯାଇଥିଲେ। ସେଠାରେ ପାଟିତୁଣ୍ଡ ପରେ କୈଳାସଙ୍କ ପେଟରେ ଛୁରି ଭୁସି ଦେଇଥିଲେ। ରକ୍ତ ଜୁଡୁବୁଡୁ ସହ ଗୁରୁତର ଅବସ୍ଥାରେ ରାସ୍ତାକଡ଼ରେ କୈଳାସ ପଡ଼ିଥିଲେ। ବାଟରେ ଯାଉଥିବା ଦୁଇଜଣ ଯୁବକ ଏହା ଦେଖି ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇ ପରିବାର ଲୋକଙ୍କୁ ଖବର ଦେଇଥିଲେ। ହେଲେ କୈଳାସର ଗୁରୁତର ଅବସ୍ଥା ଦେଖି ଡାକ୍ତର ପ୍ରାଥମିକ ଚିକିତ୍ସା ପରେ ଆମ୍ବୁଲାନ୍ସରେ କେନ୍ଦ୍ରାପଡ଼ା ଜିଲା ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଯାଇଥିଲା। ଗୁରୁତର କୈଳାସ କେନ୍ଦ୍ରାପଡ଼ା ଜିଲା ଡାକ୍ତରଖାନାରେ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ତେଣୁ କିଏ କାହିଁକି ଛୁରି ଭୁସିଲା ଆଗରୁ କିଛି ଶତ୍ରୁତା ଥିଲା ନା ପୂର୍ବ ପ୍ରସ୍ତୁତି ପ୍ରକାରେ ଡାକି ନେଇ ଆକ୍ରମଣ କରାଗଲା, ତା’ର ଖୋଳତାଡ଼ କରି ତମାମ ଘଟଣାକୁ ନେଇ ପୋଲିସ ତଦନ୍ତ ଆରମ୍ଭ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟଙ୍କ ଐତିହାସିକ ନିଷ୍ପତ୍ତି, ଦୁର୍ଘଟଣା ଜନିତ ମୃତ୍ୟୁରେ ଗୃହିଣୀଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା କ୍ଷତିପୂରଣ!

ନୂଆଦିଲ୍ଲୀ,୧୧।୬: ଦୁର୍ଘଟଣାରେ ଯେତେବେଳେ କୌଣସି ବ୍ୟକ୍ତିଙ୍କର ମୃତ୍ୟୁ ହୁଏ, ସେତେବେଳେ ତାଙ୍କର ରୋଜଗାର କିମ୍ୱା ଦରମା ହିସାବରେ କ୍ଷତିପୂରଣ ସ୍ଥିର କରାଯାଏ। କିନ୍ତୁ ହୋମ ମେକର୍‌ (ଗୃହିଣୀ)…

ମମତାଙ୍କ ଦଳରେ ବିଦ୍ରୋହର ସ୍ବର: TMC ଛାଡ଼ିଲେ ଆଉ ଜଣେ ଏମ୍‌ପି, ଏବେ ମାତ୍ର…

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ (TMC)ର ସୁପ୍ରିମୋ ମମତା ବାନାର୍ଜୀଙ୍କୁ ଆଉ ଏକ ଝଟ୍‌କା। ଦଳର ଏମ୍‌ପିମାନେ ଏକାଠି ହୋଇ ଜଣଙ୍କ ପରେ ଜଣେ ମମତାଙ୍କ ହାତ ଛାଡୁଛନ୍ତି।…

ପ୍ରି-ୱେଡିଂ ସୁଟ୍ ହେଲା କାଳ! ଗଭୀର ପାଣିରେ ଖସିପଡ଼ିଲେ ଯୁବକ, ବାନ୍ଧବୀ ସାମ୍ନାରେ ହେଲା ମୃତ୍ୟୁ

ଜୟପୁର,୧୧।୬: ରାଜସ୍ଥାନର ରାଜସମନ୍ଦ ଜିଲାର ଡିଭେରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ବିବାହ ପୂର୍ବ ଫଟୋସୁଟ୍ ସମୟରେ ଜଣେ ଯୁବକ ପାଣିରେ ବୁଡ଼ି ମୃତ୍ୟୁବରଣ…

ଓମାନ ଉପକୂଳରେ ବାଣିଜି୍ୟକ ଜାହାଜ ଉପରେ ଆମେରିକାର ଆକ୍ରମଣ: ୨ ଭାରତୀୟ ନାବିକ ମୃତ, ଚିଫ୍‌ ଇଞ୍ଜିନିୟର ନିଖୋଜ

ନୂଆଦିଲ୍ଲୀ,୧୧।୬: ଷ୍ଟ୍ରେଟ ଅଫ ହର୍ମୁଜ ନିକଟ ଓମାନ ଉପକୂଳରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ପକ୍ଷରୁ ହୋଇଥିବା ଆକ୍ରମଣରେ ଦୁଇ ଜଣ ଭାରତୀୟ ନାବିକଙ୍କର ମୃତ୍ୟୁ…

ଜୁନ୍ ୧୩ରୁ ଏହି ରାଶିର ବଦଳିବ ଭାଗ୍ୟ, ମିଳିବ ପ୍ରଚୁର ଟଙ୍କା!

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହମାନଙ୍କର ଗତି ଏବଂ ସେମାନଙ୍କର ନିର୍ଦ୍ଦିଷ୍ଟ ସଂଯୋଜନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏହି ପ୍ରକୃତିର ଏକ ବିଶେଷ ଗ୍ରହ ସଂଯୋଜନ ୧୩…

Term Insurance ପାଇଁ ୫୫ ନା ୮୦ ବର୍ଷର କଭର୍‌ ଶ୍ରେଷ୍ଠ? ଜାଣନ୍ତୁ କେଉଁଥିରେ ଅଛି ଆପଣଙ୍କ ଫାଇଦା

ନୂଆଦିଲ୍ଲୀ,୧୧।୬: ନିଜ ପରିବାରର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ଟର୍ମ ଇନସ୍ୟୁରାନ୍ସ ବା ଟର୍ମ ପ୍ଲାନ ନେବା ହେଉଛି ସବୁଠାରୁ ପ୍ରଥମ ଏବଂ ବୁଦ୍ଧିମାନ ପଦକ୍ଷେପ। କିନ୍ତୁ…

ବଡ ଭୁଲ୍‌ କରିଦେଲେ ବୈଭବ ସୂର୍ଯ୍ୟବଂଶୀ: ଅଳ୍ପକେ…

ନୂଆଦିଲ୍ଲୀ,୧୧।୬: ଆଫଗାନିସ୍ତାନ ଏ ବିପକ୍ଷ ମ୍ୟାଚ୍‌ରେ ଇତିହାସ ରଚିବାରୁ ବୈଭବ ସୂର୍ଯ୍ୟବଂଶୀ ବଞ୍ଚିତ ହୋଇଥିଲେ। ଗୁରୁବାର ଭାରତ ଏ ଏବଂ ଆଫଗାନିସ୍ତାନ ଏ ମଧ୍ୟରେ ଟ୍ରାଏ-ସିରିଜ ମୁକାବିଲାରେ,…

ରବି ଧାନ ଉଠାଣରେ ବିଳମ୍ବ: ବର୍ଷାରେ ଭିଜି ଧାନ ଗଜା, ଜାତୀୟ ରାଜପଥରେ ବସିଲେ ଚାଷୀ

ଭବାନୀପାଟଣା, କେସିଙ୍ଗା, ୧୧।୬(ଉତ୍ତମ କୁମାର ଦାଶ/ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଏମ.ରାମପୁର ବ୍ଲକର ଅଁଳାପାଲି ଓ ବମକ ମଣ୍ଡିରେ ରବିଧାନ ଉଠାଣ ବିଳମ୍ବକୁ ନେଇ ସ୍ଥାନୀୟ ଚାଷୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri