Posted inଜାତୀୟ

ବନ୍ଧୁତ୍ୱର ଲଢେଇ: ପରସ୍ପରକୁ କୋଳାଗ୍ରତ କଲେ ଦିଗ୍‌ବିଜୟ-ଥରୁର

ନୂଆଦିଲ୍ଲୀ,୨୯।୯: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ରାଜନୀତି ସରଗରମ ହୋଇଛି। ଶକ୍ତିଶାଳୀ ପ୍ରତିଦ୍ୱନ୍ଦ୍ୱୀ କୁହାଯାଉଥିବା ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏହି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଗେହଲଟ ଓହରିବା ପରେ ଏହି ନିର୍ବାଚନରେ ଶଶି ଥରୁର ଏବଂ ଦିଗ୍‌ବିଜୟ ସିଂ ଏହି ନିର୍ବାଚନରେ ଲଢିବେ ବୋଲି ଘୋଷଣା କରିଛନ୍ତି।
କଂଗ୍ରେସ ନେତା ଦିଗବିଜୟ ଗୁରୁବାର ଦଳର ଶଶି ଥରୁରଙ୍କୁ ଭେଟିଛନ୍ତି। ଏହି ସମୟରେ ଦୁହେଁ ପରସ୍ପରକୁ କୋଳାଗ୍ରତ କରିଥିଲେ। ଥରୁର କହିଛନ୍ତି, ମୁଁ କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ଦିଗବିଜୟଙ୍କ ପ୍ରାର୍ଥୀତ୍ୱକୁ ସ୍ବାଗତ କରୁଛି। ଆମେ ଦୁହେଁ ସହମତ ହେଲୁ ଯେ ଆମର ସଂଗ୍ରାମ ପ୍ରତିଦ୍ୱନ୍ଦ୍ୱିତା ନୁହେଁ, ବରଂ ବନ୍ଧୁତାର ଲଢେଇ। ଆମେ କେବଳ ଚାହୁଁ ଯେ ଯିଏ ବି ଜିତିବ, ବିଜୟ କଂଗ୍ରେସର ହିଁ ହେବ।
କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ, ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ସେପ୍ଟେମ୍ବର ୨୪ରୁ ଆରମ୍ଭ ହୋଇ ସେପ୍ଟେମ୍ବର ୨୦ ପର୍ଯ୍ୟନ୍ତ ଚାଲିବ। ନାମାଙ୍କନପତ୍ର ପ୍ରତ୍ୟାହାରର ଶେଷ ତାରିଖ ହେଉଛି ଅକ୍ଟୋବର ୮। ଏକରୁ ଅଧିକ ପ୍ରାର୍ଥୀ ହେଲେ ଅକ୍ଟୋବର ୧୭ରେ ମତଦାନ ହେବ ଏବଂ ଅକ୍ଟୋବର ୧୯ରେ ଫଳାଫଳ ଘୋଷଣା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri