Posted inଫୁରସତ

ବିବାହରେ ନବଦମ୍ପତିଙ୍କୁ ସାଙ୍ଗମାନେ ଦେଲେ ଏମିତି ଉପହାର, ହସିହସି ଗଡ଼ିଲେ ସମସ୍ତେ

ତାମିଲନାଡୁରେ ଏକ ବିବାହ ଉତ୍ସବରେ ନବଦମ୍ପତିଙ୍କୁ ତାଙ୍କ ସାଙ୍ଗମାନେ ଏକ ନିଆରା ଉପହାର ଦେଇଛନ୍ତି। ଯାହାକୁ ଦେଖି ନବଦମ୍ପତି ହସି ହସି ବେଦମ ହୋଇଯାଇଛନ୍ତି। ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓରେ ଦେଖିବାକୁ ମିଳିଛି କିଛି ବନ୍ଧୁ ନବଦମ୍ପତିଙ୍କୁ ପେଟ୍ରୋଲ ଭର୍ତ୍ତି କ୍ୟାନ୍‌, ଆଉ କେତେଜଣ ଗ୍ୟାସ ସିଲିଣ୍ଡର ଏବଂ କେହି କେହି ପିଆଜ ମଧ୍ୟ ଉପହାର ଦେଇଥିଲେ।

ବର୍ତ୍ତମାନ ସମୟରେ ପେଟ୍ରୋଲ, ଡିଜେଲ, ପିଆଜ ଦର ବୃଦ୍ଧି ପାଉଥିବାରୁ ସାଙ୍ଗମାନେ ମିଶି ନବଦମ୍ପତିଙ୍କୁ ଏପରି ସବୁ ଉପହାର ଦେଇଛନ୍ତି। ଭିଡଓରେ ନବଦମ୍ପତି ଠିଆ ହୋଇଥିବା ବେଳେ ତାଙ୍କ ସହ କିଛି ଅତିଥି ମଧ୍ୟ ଠିଆ ହୋଇଥିବା ଦେଖିବାକୁ ମିଳିଛି। ସମସ୍ତେ ଏକାଠି ମିଶି ସେଲ୍‌ଫି ବି ନେଉଛନ୍ତି। ଭିଡିଓରେ ଦେଖିବେ ଉପହାର ଦେଖି ନବଦମ୍ପତିଙ୍କ ସହ ଉପସ୍ଥିତ ଅତିଥିମାନେ ହସ ସମ୍ଭାଳି ପାରୁନାହାନ୍ତି। ଆପଣ ବି ଏହି ଭିଡିଓ ଦେଖିଲେ ହସି ହସି ଗଡ଼ିବେ।


Enter your email to get our daily news in your inbox.

All Right Reserved By Dharitri.Com

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

୨୦୨୬ରେ ଲେଖା ହେବ ମହାକାଶ ବିଜ୍ଞାନର ନୂଆ ଅଧ୍ୟାୟ: ଭାରତ, ଆମେରିକା ରଚିବେ ଇତିହାସ

ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...

ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ

ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri