ଏସ୍‌ସିବି ରୋଗୀଙ୍କ ଖାଦ୍ୟରୁ ବାହାରିଲା ବେଙ୍ଗ: ଭିଡିଓ ଭାଇରାଲ ପରେ ଚର୍ଚ୍ଚା ବଢ଼ିଲା

କଟକ,୧୮।୪(ଶିଳ୍ପା ପ୍ରିୟଦର୍ଶିନୀ):ଡାକ୍ତରଖାନାରେ ରୋଗୀଙ୍କୁ ଦିଆଯାଉଥିବା ଖାଦ୍ୟରୁ ବେଙ୍ଗ ବାହାରିବା ଘଟଣା ଏବେ ସାମ୍ନାକୁ ଆସିଛି। ତେବେ ଏହି ଖାଦ୍ୟ ଏସ୍‌ସିବି ମେଡିକାଲ ପରିସରରେ ଥିବା ଏକ କ୍ୟାଣ୍ଟିନର ବୋଲି କୁହାଯାଉଛି। ମେଡିକାଲରେ ଜଣେ ରୋଗୀଙ୍କ ଖାଦ୍ୟରେ ଥିବା ଆଚାରରୁ ବେଙ୍ଗ ବାହାରିଥିବାବେଳେ ଏହାର ଫଟୋ, ଭିଡିଓ ଏବେ ସାମାଜିକ ଗଣମାଧ୍ୟମରେ ବେଶ୍‌ ଭାଇରାଲ ହେବା ପରେ ଚର୍ଚ୍ଚା ବଢ଼ିଛି। ମେଡିକାଲ କର୍ତ୍ତୃପକ୍ଷଙ୍କୁ ଏନେଇ କୌଣସି ଅଭିଯୋଗ କରାଯାଇ ନ ଥିବାବେଳେ ମେଡିକାଲ କର୍ତ୍ତୃପକ୍ଷଙ୍କ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।
ଅନୁଯାୟୀ, ଏସ୍‌ସିବିରେ ଭର୍ତ୍ତି ହୋଇଥିବା ରୋଗୀଙ୍କ ନିମନ୍ତେ ସକାଳ, ମଧ୍ୟାହ୍ନ ଓ ରାତିର ଖାଦ୍ୟ ମେଡିକାଲ ପକ୍ଷରୁ ଯୋଗାଇ ଦିଆଯାଇଥାଏ। ଏକ ଘରୋଇ ସଂସ୍ଥା ତିନି ପର୍ଯ୍ୟାୟରେ ପ୍ରାୟ ୧୨୦୦ ରୋଗୀଙ୍କ ନିମନ୍ତେ ଖାଦ୍ୟ ପ୍ରସ୍ତୁତ କରିଥାଏ। ଏହାକୁ ବାଦ୍‌ ଦେଲେ ମେଡିକାଲ ପରିସରରେ ଗୋଟିଏ ଆହାର କେନ୍ଦ୍ର ସମେତ ଦୁଇଟି କ୍ୟାଣ୍ଟିନ ରହିଛି, ଯେଉଁଠାରେ ରୋଗୀ ଓ ସମ୍ପର୍କୀୟ, ଡାକ୍ତର ଏବଂ କର୍ମଚାରୀ ମଧ୍ୟ ଖାଦ୍ୟ ଖାଇଥାନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବାଦ୍‌ ପଡ଼ିବ ନାହିଁ କୌଣସି ଘର: ଜନଗଣନା ସର୍ଭେ ଆରମ୍ଭ

ମହାକାଳପଡ଼ା,୧୮ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):ବହୁ ପ୍ରତୀକ୍ଷିତ ଭାରତୀୟ ଜନ ଗଣନା ସର୍ଭେ ୨୦/୨୬-୨୭ ଗୁରୁବାରଠାରୁ ଆରମ୍ଭ ହୋଇଛି। ପ୍ରତି ଘର ଜନଗଣନା ସର୍ଭେରେ ସାମିଲ ହେବେ। ସର୍ଭେ ସମ୍ପର୍କରେ…

ପରବର୍ତ୍ତୀ ଟାର୍ଗେଟକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଲେ ୭୦ ବର୍ଷ ଧରି ଅପେକ୍ଷା କରିଛନ୍ତି ଲୋକେ

ଓ୍ବାଶିଂଟନ୍‌,୧୮।୪: ଆମେରିକା ଏବଂ ଇରାନ ମଧ୍ୟରେ ପରିସ୍ଥିତି ସ୍ବାଭାବିକ ନୁହେଁ। ଏହି ସମୟରେ, ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ ତାଙ୍କର ପରବର୍ତ୍ତୀ…

ଶିକ୍ଷା ବିଭାଗରେ ଅନିୟମିତତା: ସନ୍ଦେହ ଘେରରେ ଜିଲା ପ୍ରଶାସନ

ଦେବଗଡ଼,୧୮ା୪(ଶଶାଙ୍କ ଶେଖର ଝାଙ୍କର):ଦେବଗଡ଼ ଜିଲା ଶିକ୍ଷା ବିଭାଗରେ ଅନିୟମିତତା କରାଯାଇ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଡେପୁଟେଶନ କରାଯାଇଥିବା ଜଣାପଡ଼ିବା ପରେ ୪୮ଜଣଙ୍କ ଡେପୁଟେଶନ ବାତିଲ କରାଯାଇଛି। ସେମାନଙ୍କୁ ମୂଳ…

ଜର୍ମାନ ମେଡଲଙ୍କୁ ‘ଲାଇକ୍‌’ କରି ଫସିଲେ ବିରାଟ କୋହଲି: ଜାଣନ୍ତୁ କିଏ ସେହି…

ନୂଆଦିଲ୍ଲୀ,୧୮।୪: ଭାରତୀୟ କ୍ରିକେଟ ଦଳର ଦକ୍ଷ ଖେଳାଳି ବିରାଟ କୋହଲି ସବୁବେଳେ କୌଣସି ନା କୌଣସି କାରଣରୁ ଚର୍ଚ୍ଚାରେ ଥାନ୍ତି। ସମ୍ପ୍ରତି ସେ 2026 IPL ସିଜିନ…

ପୁତୁରାର ଠେଙ୍ଗା ମାଡ଼ରେ ଖୁଡିଙ୍କ ଜୀବନ ଗଲା, ଜମି ବାଡ଼ି ବିବାଦକୁ ନେଇ…

ପାଟଣା,୧୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ରୁଢ଼ିଆପଡା ଖଡିବେଡା ସାହିରେ ଶୁକ୍ରବାର ଖୁଡିକୁ ଠେଙ୍ଗାରେ ପିଟିପିଟି ପୁତୁରା ହତ୍ୟା କରିଛନ୍ତି। ଜମିବାଡ଼ି ବିବାଦକୁ ନେଇ…

ବୀରମହାରାଜପୁରରେ ଗୁଳିକାଣ୍ଡ, ଯୁବକ ମୃତ: କୌଣସି କଥାକୁ ନେଇ ଯୁକ୍ତିତର୍କ ପରେ…

ସୋନପୁର,୧୮l୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଶୁକ୍ରବାର ରାତିରେ ଗୁଳିକାଣ୍ଡ ଘଟିଛି। ଏଥିଯୋଗୁ ବୀରମହାରାଜପୁର ଥାନା ଚମ୍ପାମାଳ ଗାଁର ରବି ମହାରଣାଙ୍କ ପୁଅ…

ବରଗଡ଼ ଯାଉଥିବାବେଳେ ବସ୍‌ରେ ଟଳିପଡିଲେ ଯାତ୍ରୀ

ସମ୍ବଲପୁର/ବରଗଡ଼,୧୮ା୪(ପ୍ରମୋଦ ବହିଦାର/ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ଅଇଁଠାପାଲି ବସଷ୍ଟାଣ୍ଡରେ ଗୁରୁବାର ସନ୍ଧ୍ୟାରେ ବସ୍‌ ଭିତରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତ ଯାତ୍ରୀ ଜଣକ ହେଲେ ବରଗଡ଼ ଜିଲା…

ବିଦ୍ୟାଳୟ ଅଭିମୁଖେ ଯାଉଥିବାବେଳେ ବଡ଼ ଅଘଟଣ: ସ୍କୁଲ ଗାଡ଼ି ଓଲଟି ୧୦ ଛାତ୍ରୀଛାତ୍ର…

ଦିଗପହଣ୍ଡି/ଚିକିଟି,୧୮।୪(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ଗଡ଼ ଧାନଘର ଛକ ବିଦ୍ୟୁତ କାର୍ଯ୍ୟାଳୟ ନିକଟ ମୁଖ୍ୟରାସ୍ତାକଡରେ ଥିବା ଏକ ବିଦ୍ୟୁତ ଖୁଣ୍ଟକୁ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri