Posted inଫୁରସତ

ଜୁଳୁଜୁଳିଆ ପୋକକୁ ବେଙ୍ଗ ଗିଳିଦେବା ପରେ ଘଟିଲା ଏପରି! ଭିଡିଓ ଦେଖିଲେ ହେବେ ଚକିତ

ପ୍ରତିଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଭାଇରାଲ ହୋଇଥାଏ। ସେଭଳି ଜୁଳୁଜୁଳିଆ ପୋକକୁ ଖାଇବା ପରେ ବେଙ୍ଗର ଅବସ୍ଥା କ’ଣ ହେଉଛି, ତାହାକୁ ନେଇ ଏକ ଭିଡିଓ ଏବେ ଭାଇରାଲ ହେଉଛି। ଟୁଇଟରରେ ଏହି ଭିଡିଓଟିକୁ ୮୪ହଜାରରୁ ଅଧିକ ଲୋକେ ଦେଖିସାରିଲେଣି।

୧୪ ସେକେଣ୍ଡର ଉକ୍ତ ଭିଡିଓରେ ଏକ ବେଙ୍ଗ କାନ୍ଥରେ ଲାଗି ରହିଥିବା ଦେଖାଯାଉଛି। କିଛି ସମୟ ପରେ ଅଚାନକ ତାଙ୍କ ପେଟରୁ ଲାଇଟ୍‌ ବାହାରିବା ପରି ମନେ ହେଉଛି। ଏହାପରେ ତାହା ବନ୍ଦ ହୋଇ ଯାଉଛି। ନିୟମିତ ବ୍ୟବଧାନରେ ଏଭଳି ହେବା ପରେ ବେଙ୍ଗଟି ଏକ ଜୁଳୁଜୁଳିଆ ପୋକକୁ ଖାଇଦେଇଥିବା ଜଣାପଡ଼ୁଛି। ହେଲେ ଦୁଇଦିନ ତଳେ ଭିଡିଓଟି ଶେୟାର କରାଯିବା ପରେ ଏଥିରେ ଭିନ୍ନ ପ୍ରତିକ୍ରିୟା ମିଳୁଥିବା ଦେଖାଯାଉଛି। କେହି କେହି ବେଙ୍ଗକୁ ଚାଇନିଜ୍‌ ବୋଲି କହୁଥିବା ବେଳେ କେହି କେହି ତାର ବ୍ୟାଟେରୀ ଲୋ ହୋଇଯାଇଥିବା କହୁଛନ୍ତି। ଏପରି କିଛି ଭିଡିଓ ଆଗରୁ ଭାଇରାଲ ହୋଇ ନ ଥିବାରୁ ଲୋକେ ଏହାକୁ ବେଶ ପସନ୍ଦ କରୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri